ଆନ୍ଧ୍ରପ୍ରଦେଶର ଆଲମଣ୍ଡା ଷ୍ଟେଶନ ନିକଟସ୍ଥ କାଣ୍ଟକାପଲ୍ଲୀଠାରେ ରବିବାର ରାତିରେ ଏକ ପାସେଞ୍ଜର ଟ୍ରେନ୍କୁ ଅନ୍ୟ ଏକ ଏକ୍ସପ୍ରେସ୍ ଟ୍ରେନ୍ ଧକ୍କା ଦେଇଛି। ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୬କୁ ବୃଦ୍ଧି ପାଇଥିବା ବେଳେ ଶତାଧିକ ଆହତ ହୋଇଥିବା
Author: Kusum Tv
ମୁମ୍ବାଇ ରୋଡରୁ କଳା-ହଳଦିଆ ଟ୍ୟାକ୍ସି ହଟିବ, ୬୦ ବର୍ଷର ଇତିହାସ ଶେଷ ହେବ
ଦଶନ୍ଧି ଧରି, ମୁମ୍ବାଇ ସହରର ରାସ୍ତାରେ ‘ପ୍ରିମିୟର ପଦ୍ମିନୀ’ ଟ୍ୟାକ୍ସି ପରିବହନ ସେବାରେ ଗୁରୁତ୍ୱପୂର୍ଣ୍ଣ ସେବା ପ୍ରଦାନ କରିଥିଲା। ଜନସାଧାରଣ ପରିବହନକାରୀ, ଏହି ଟ୍ୟାକ୍ସିକୁ କଳ-ହଳଦିଆ(କାଲି-ପିଲି) କୁହାଯାଇଥାଏ। ନୂତନ ମଡେଲ ଏବଂ ଆପ ଆଧାରିତ
ମୁଖ୍ୟମନ୍ତ୍ରୀ, ୨୦୨୪ ଜାନୁୟାରି ପହିଲାରେ ମେଟ୍ରୋ ରେଳର ଶିଳାନ୍ୟାସ କରିବେ
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ଭି କେ ପାଣ୍ଡିଆନ୍ ଅଧ୍ୟକ୍ଷ, 5T ଓ ନବୀନ ଓଡିଶା, ଆଜି ଭୋର୍ ୪.୩୦ ରେ ବରିଷ୍ଠ ଅଧିକାରୀଙ୍କ ସହିତ କଟକ ଭୁବନେଶ୍ବର ମେଟ୍ରୋ ରେଳ ପ୍ରକଳ୍ପ
ବାପାର ଗୋଇଠା ମାଡ଼ରେ ଗର୍ଭବତୀ ଝିଅର ଜୀବନ ଚାଲିଗଲା
ବାପାର ଗୋଇଠା ମାଡ଼ରେ ଗର୍ଭବତୀ ଝିଅର ମୃତ୍ୟୁ ଘଟିଛି। ଏପରି ଅଭାବନୀୟ ଘଟଣା ଘଟିଛି ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ପଥରଖଣି ଗାଁରେ । ଏ ଘଟଣା ପାରିବାରିକ କହଳରୁ ଘଟିଥିବା କୁହାଯାଉଛି। ସ୍ବାମୀଙ୍କ ମୃତ୍ୟୁପରେ
ରାଶିଫଳ: ରବିବାର, ଅକ୍ଟୋବର ୨୯ ତାରିଖ
ଆଜିର ଯାତ୍ରାରେ ଅଭିଳଷିତ ଫଳ ମିଳିବ। ପାରିବାରିକ ସ୍ତରରେ ଜମିଜମାକୁ ନେଇ ଟଣା ଓଟରା ବଢ଼ିପାରେ। ଅ-ନାମାକ୍ଷର ବ୍ୟକ୍ତିଙ୍କ ପାଇଁ ଶାରୀରିକ ଅସୁସ୍ଥତା କେତେକ ପ୍ରତିବନ୍ଧକର କାରଣ ହୋଇପାରେ। ସର୍ବଦା ଅନ୍ୟମନସ୍କ ରହିବା କାରଣରୁ
ଖବର ଆଜିର : ତାରିଖ ୨୯/୧୦/୨୩, ରବିବାର
୧-ଗ୍ରହଣ ପାଇଁ ସଅଳ ସରିଲା କୁଆଁର ପୂନେଇଁ ପୂଜା, ଚନ୍ଦ୍ରକୁ ନଦେଖି ଦିନରେ ଆଞ୍ଜୁଳି ଟେକିଲେ କୁମାରୀ। ୨-ଆଜିଠୁ କାର୍ତ୍ତିକ ବ୍ରତ,ଚଳଚଞ୍ଚଳ ଶ୍ରୀକ୍ଷେତ୍ର ।ବିଭିନ୍ନ ହବିଷ୍ୟାଳି କେନ୍ଦ୍ରରେ ପହଞ୍ଚିଲେ ବ୍ରତଧାରୀ। ୩-ଧନଧାତ୍ରୀ ମା’ ଗଜଲକ୍ଷ୍ମୀଙ୍କ
ପୂର୍ବତନ ଭାରତୀୟ କ୍ରିକେଟର ମହମ୍ମଦ ଅଜହରୁଦ୍ଦିନଙ୍କ ସମେତ ୪୫ ଜଣଙ୍କୁ ତେଲଙ୍ଗାନା ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ଟିକେଟ ଦିଆଯାଇଛି
ତେଲଙ୍ଗାନା ବିଧାନସଭା ତେଲଙ୍ଗାନା ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ଶୁକ୍ରବାର ଦ୍ୱିତୀୟ ତାଲିକା ପ୍ରକାଶ କରିଛି । ଏଥିରେ ପୂର୍ବତନ ଭାରତୀୟ କ୍ରିକେଟର ମହମ୍ମଦ ଅଜହରୁଦ୍ଦିନଙ୍କ ସମେତ ୪୫ ଜଣଙ୍କୁ ଟିକେଟ ଦିଆଯାଇଛି ।
ଦେଶର ବିଶିଷ୍ଟ ଶିଳ୍ପପତି ତଥା ରିଲାଏନ୍ସ ଗ୍ରୁପ୍ର ଚେୟାରମ୍ୟାନ ମୁକେଶ ଅମ୍ବାନୀଙ୍କୁ ଧମକ
ଦେଶର ବିଶିଷ୍ଟ ଶିଳ୍ପପତି ତଥା ରିଲାଏନ୍ସ ଗ୍ରୁପ୍ର ଚେୟାରମ୍ୟାନ ମୁକେଶ ଅମ୍ବାନୀଙ୍କୁ ଧମକ ମିଳିଛି। ଅମ୍ବାନୀଙ୍କୁ ତାଙ୍କ ଅଫିସିଆଲ ଇମେଲ ଆଇଡିରେ ଧମକ ଦିଆଯାଇଛି। ତାଙ୍କଠାରୁ ୨୦ କୋଟି ଟଙ୍କା ଦାବି କରାଯାଇଛି। ଏହି
ଟିପୁ ସୁଲତାନଙ୍କ ରତ୍ନ ଜଡିତ ଖଣ୍ଡା ନିଲାମ ହେଲା
ପୋର୍ଟ ଏଲିଅଟ ଇଷ୍ଟେଟର ମୁଖପାତ୍ର କହିଛନ୍ତ, ଏହି ଖଣ୍ଡା ପ୍ରଥମେ ଟିପୁ ସୁଲତାନଙ୍କର ଥିଲା। ପରେ ଚାଲର୍ସ, ପ୍ରଥମ ମାର୍କସ କର୍ଣ୍ଣୱାଲିସ ଏବଂ ୨ୟ ଆର୍ କର୍ଣ୍ଣୱାଲିସ କେଜି ପିସିଙ୍କୁ ଭେଟି ଦିଆଯିବା ପରେ
ସଙ୍ଗୀତ ନିର୍ଦ୍ଦେଶକ ସ୍ବରୂପ ନାୟକଙ୍କ ବିୟୋଗ: ମୁଖ୍ୟମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀ, ସଂସ୍କୃତି ମନ୍ତ୍ରୀଙ୍କ ଶୋକ
ସଙ୍ଗୀତ ନିର୍ଦ୍ଦେଶକ ସ୍ବରୂପ ନାୟକଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକବ୍ୟକ୍ତ କରିଛନ୍ତି। ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ତଥା ଗୀତିକାର ସ୍ବରୂପ ନାୟକଙ୍କ ଦେହାନ୍ତ ବିଷୟରେ ଜାଣି ଦୁଃଖିତ। ତାଙ୍କ ନିଆରା ସଙ୍ଗୀତ

