ବିଶ୍ୱ ପ୍ରସିଦ୍ଧ ରଥ ଯାତ୍ରା ପାଇଁ ରଥରେ ବ୍ଯବହୃତ ହେଉଥିବା ଦଉଡି ଆଜି ପୁରୀରେ ଆସି ପହଞ୍ଚିଛି । କରୋନାର ପ୍ରଭାବ ମଧ୍ୟରେ ରଥ ନିର୍ମାଣ କାର୍ଯ୍ୟ ଆଗେଇ ଚାଲିଛି। ତେବେ ଏହି କାର୍ଯ୍ୟକୁ ଆଗକୁ ବଢାଇବା ପାଇଁ ଆଜି ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରଶାସନ ଦ୍ୱାରା ମୋଟ 20 ଟି ଦଉଡି ଅଣାଯାଇଛି।
Category: State
କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରାଉରକେଲା ଇସ୍ପାତ କାରଖାନାରେ 100 ଶଯ୍ୟା ବିଶିଷ୍ଟ COVID କେୟାର ସେଣ୍ଟର ଲୋକାର୍ପିତ କଲେ-
ଆଜି ରାଉରକେଲାରେ ଇସ୍ପାତ ନିଦାନ କେନ୍ଦ୍ର, ଓଡିଶାର SAIL ର ରାଉରକେଲା ଇସ୍ପାତ କାରଖାନାର 100 ଶଯ୍ୟା ବିଶିଷ୍ଟ କୋଭିଡ କେୟାର ସେଣ୍ଟର କେନ୍ଦ୍ର ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ ଏବଂ ଇସ୍ପାତ ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ଲୋକାର୍ପିତ କରିଛନ୍ତି ।
ପୋଲିସର ନୀରବତାରେ ଅତିଷ୍ଠ ହୋଇ ନବୀନ ନିବାସ ସାମ୍ନାରେ ମହିଳାଙ୍କ ଆତ୍ମହୁତି ଉଦ୍ୟମ-
ପୁରୀ ଜିଲ୍ଲାର ଡେଲାଙ୍ଗା ଅଞ୍ଚଳର ଜଣେ ମହିଳା ଆଜି ମୁଖ୍ୟମନ୍ତ୍ରୀଙ୍କ ବାସଭବନ ନବୀନ ନିବାସ ସମ୍ମୁଖରେ ଆତ୍ମହତ୍ୟା କରିବାକୁ ଉଦ୍ୟମ କରିଛନ୍ତି।
ବରିଷ୍ଠ ବିଜେଡି ନେତା ବିଜୟଶ୍ରୀ ରାଉତରାୟଙ୍କ ଦେହାନ୍ତ-
ଆଜି ସଂଧ୍ୟାରେ ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସିତ ଅବସ୍ଥାରେ ବିଜେଡି ନେତା ତଥା ଓଡିଶାର ପୂର୍ବତନ ମନ୍ତ୍ରୀ ବିଜୟଶ୍ରୀ ରାଉତଙ୍କ ଦେହାନ୍ତ ହୋଇଛି।
ସର୍ତ୍ତମୂଳକ ଜାମିନ୍ ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ମିଳିଲା, ସର୍ତ୍ତାନୁସାରେ ଗଣମାଧ୍ୟମରେ ମାମଲା ସଂକ୍ରାନ୍ତରେ କୌଣସି ମନ୍ତବ୍ୟ ଦେବେ ନାହିଁ –
ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ସର୍ତ୍ତମୂଳକ ଜାମିନ୍ ପ୍ରଦାନ କରାଯାଇଛି । ତିନିଟି ମାମଲାରେ ତାଙ୍କୁ ହାଇକୋର୍ଟରୁ ଜାମିନ୍ ମିଳିଛି ।
କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବାଲେଶ୍ୱର ବାତ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରି ପୀଡିତଙ୍କ ସମସ୍ୟା ବୁଝିଲେ-
ସାମୁଦ୍ରିକ ବାତ୍ୟା “ୟଶ୍” ଦ୍ୱାରା ପ୍ରଭାବିତ ହୋଇଥିବା ବାଲେଶ୍ୱର ଜିଲ୍ଲାର ବିଭିନ୍ନ ପଞ୍ଚାୟତ ବୁଲି ଲୋକମାନଙ୍କ ପରିସ୍ଥିତି ସମ୍ପର୍କରେ ପଚାରି ବୁଝିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।
ଲକଡାଉନରେ ରାଜଧାନୀ ଅସୁରକ୍ଷିତ, ପରିବା ଆଣିବାକୁ ଯାଉଥିବା ମହିଳାଙ୍କ ବେକକୁ କାଟିଲା ଦୁର୍ବୃତ୍ତ-
ଧିରେ ଧିରେ ଅସୁରକ୍ଷିତ ହୋଇପଡ଼ିଲାଣି ରାଜଧାନୀ । ଲକଡ଼ାଉନ୍ ଚାଲିଥିବା ବେଳେ ଆଜି ସକାଳୁ ନୟାପଲ୍ଲୀ ଭିଆଇପି କଲୋନୀ ରାସ୍ତାରେ ଜଣେ ମହିଳା ପରିବା ଆଣିବାକୁ ଯିବା ସମୟରେ ଲୁଟେରାଙ୍କ ଆକ୍ରମଣର ଶିକାର ହୋଇଛନ୍ତି ।
ଆଗାମୀ ୩ ରୁ ୪ ଦିନ ଯାଏଁ ରାଜ୍ୟରେ ଗୁଳୁଗୁଳି ଲାଗି ରହିବ- ଭୁବନେଶ୍ଵର ପାଣିପାଗ କେନ୍ଦ୍ର
ସାମୁଦ୍ରିକ ଝଡ “ୟସ” ଯିବା ପରେ ସମଗ୍ର ରାଜ୍ୟରେ ବୁଦ୍ଧି ପାଇଛି ଦିନର ତାପମାତ୍ରା, ତେବେ ଏହା ସାଙ୍ଗକୁ ଗୁଳୁଗୁଳି ଲୋକମାନଙ୍କୁ ଅସହ୍ୟ କରପକାଉଛି।
ଲକଡାଉନ୍ ସୁନ୍ଦରଗଡ,ଗଜପତି ଓ ନୂଆପଡା ଜିଲ୍ଲାରେ କୋହଳ ହେଲା
ରାଜ୍ୟରେ କରୋନା ମୁକାବିଲା ପାଇଁ ଜୁନ୍ 1 ତାରିଖ ସକାଳ 5ଟାରୁ ଜୁନ୍ 17 ତାରିଖ ସକାଳ 5ଟା ପର୍ଯ୍ୟନ୍ତ ଜାରି ରହିଥିବା ଲକଡାଉନ୍ ଅବଧିକୁ ବଢାଯାଇଛି ଏବଂ ଏହି ସମୟରେ ପୂର୍ବ ସପ୍ତାହାନ୍ତ ସଟ୍ଡାଉନ୍ ଜାରି ରହିବ।
ଜ୍ୟୋତିଷ ବିଚାର
ଅଦ୍ୟ ମଇ ମାସ ୩୧ ତାରିଖ ୨୦୨୧ ମସିହା(ସୋମବାର) ସୌରମାସ-ବୃଷ ୧୭ ଦିନ