ନବରଙ୍ଗପୁର ଜିଲ୍ଲାରେ କରୋନା ବିସ୍ତାରକୁ ଦୃଷ୍ଟିରେ ରଖି ଜିଲ୍ଲାପ୍ରଶାସନ ଆଜିଠାରୁ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ରାତ୍ରି କର୍ଫ୍ୟୁ ଲାଗୁ କରାଯିବ। ରାତି ୮ଟାରୁ ସକାଳ ୬ଟା ପର୍ଯ୍ୟନ୍ତ ରାତ୍ରି କର୍ଫ୍ୟୁ ଲାଗୁ କରିବାକୁ ଜିଲ୍ଲା
Category: News
ଜେଇଇ ମେନର ପରୀକ୍ଷାଫଳ, ଓଡିଶାରୁ ଦେବାଶିଷ ପଣ୍ଡା ଟପ୍ପର
JEE ମେନ୍ ର ପରୀକ୍ଷାଫଳ,୧୩ ଛାତ୍ରଛାତ୍ରୀ ରଖିଛନ୍ତି ଶତ ପ୍ରତିଶତ ନମ୍ୱର, ଦେବାଶିଷ ପଣ୍ଡା ଓଡ଼ିଶା ଟପ୍ପର ଜାତୀୟ ପରୀକ୍ଷା ଏଜେନ୍ସି ଦ୍ୱାରା ପରିଚାଳିତ ଜେଇଇ ମେନ-୨୦୨୧ ମାର୍ଚ୍ଚ ସେସନର ଫଳାଫଳ ଘୋଷଣା ହୋଇଛି
୫ମ ଶ୍ରେଣୀର ଛାତ୍ରୀ ଆଦ୍ୟାଜ୍ୟୋତି ଦାସ ,୧ ମିନିଟରେ ୧୭ଟି ଶ୍ଲୋକ ଗାଇ ଇଣ୍ଡିଆ ବୁକ ଅପଂ ରେକର୍ଡ ସୃଷ୍ଟି କଲେ
୧ ମିନିଟରେ ୧୭ଟି ଶ୍ଲୋକ ଗାଇ ଇଣ୍ଡିଆ ବୁକ ଅପଂ ରେକର୍ଡ ସୃଷ୍ଟି କରିଛନ୍ତି ଯାଜପୁର ବିବିସରାଇ ଅଂଚଳର ୫ମ ଶ୍ରେଣୀର ଛାତ୍ରୀ ଆଦ୍ୟାଜ୍ୟୋତି ଦାସ । ସାଇ ଆଦ୍ୟାଜ୍ୟୋତି ପିଲାଦିନରୁ ନିଜ ଜେଜେ
ରାଜଧାନୀରୁ ଯୁବବଙ୍କ ମୃତ ଦେହ ଉଦ୍ଧାର
କଟକରୁ ନିଖୋଜ ଥିଲେ ଯୁବକ । ଭୁବନେଶ୍ୱରରୁ ମିଳିଲା ମୃତଦେହ । କଟକରୁ ନିଖୋଜ ଯୁବକଙ୍କ ମରଶରୀର ଭୁବନେଶ୍ୱର ଚନ୍ଦ୍ରଶେଖରପୁର ଥାନା ଅନ୍ତର୍ଗତ ଶୈଳଶ୍ରୀବିହାର ଅଞ୍ଚଳରୁ ଉଦ୍ଧାର ହୋଇଛି । ମୃତକଙ୍କ ନାଁ ଅଭିଷେକ
ଧାନବସ୍ତା ରଖି ଖୋର୍ଦ୍ଧା-କଣ୍ଟିଲୋ ମୁଖ୍ୟ ରାସ୍ତା ଅବରୋଧ କଲେ ଶତାଧିକ ଚାଷୀ
ମଣ୍ଡି ଅବ୍ୟବସ୍ଥା ଓ ଧାନକିଣା ସମସ୍ୟା । ମଣ୍ଡିରେ ଅନିୟମିତତା ପ୍ରତିବାଦରେ ତାତିଲେ ଚାଷୀ । ଶହ ଶହ ବସ୍ତା ଧାନ ଧରି ଶତାଧିକ ଚାଷୀଙ୍କ ଖୋର୍ଦ୍ଧା-କଣ୍ଟିଲୋ ମୁଖ୍ୟ ରାସ୍ତା ଅବରୋଧ । କଢ଼ାମଲ ପୁଇଁଚା ମଣ୍ଡିରେ ଅନିୟମିତତା
ମାଷ୍ଟରମାଇଣ୍ଡ ସମେତ ୫ଜଣଙ୍କୁ ଗିରଫ କଲା ପୋଲିସର ଏକ ସ୍ବତନ୍ତ୍ର ଟିମ୍ , ୨୧ଲକ୍ଷ ଲୁଟ୍ ଘଟଣାର ପର୍ଦ୍ଦାଫାଶ;
ଗତ ୧୭ ତାରିଖରେ ବନ୍ଧୁକ ମୁନରେ ହୋଇଥିବା ୨୧ଲକ୍ଷ ଟଙ୍କା ଲୁଟ୍ ଘଟଣାର ପର୍ଦ୍ଦାଫାଶ କରିଛି ସୁବର୍ଣ୍ଣପୁର ପୋଲିସ । ଏହି ଘଟଣାରେ ମାଷ୍ଟରମାଇଣ୍ଡ ରାଇଟର ସେଫ୍ଗାର୍ଡ ଏଜେନ୍ସିର ଏଟିଏମ୍ ଅଫିସର ସୁନୀଲ କୁମାର
ଦୁଇ ଶ୍ରମିକ ଶୋଇଥିବା ସମୟରେ ଦଳିଦେଲା ଦନ୍ତା,ଘଟଣାସ୍ଥଳରେ ଦୁଇ ଶ୍ରମିକଙ୍କ ମୃତ୍ୟୁ
ଦୁଇ ଶ୍ରମିକ ଶୋଇଥିବା ଅବସ୍ଥାରେ ଦଳି ଦେଲା ଦନ୍ତା ହାତୀ । ଘଟଣାସ୍ଥଳରେ ସେମାନଙ୍କ ମୃତ ହୋଇଥିବା ସୁଚନା ମିଳିଛି । ଏଭଳି ଘଟଣା ଘଟିଛି ସଦର ଫରେଷ୍ଟ ରେଞ୍ଜ କୁଡେରନିଶା ଗାଁରେ ।
ମାର୍ଚ୍ଚ 30ରୁ ଗଡିବ ପାସେଞ୍ଜର ଟ୍ରେନ
କରୋନା କଟକଣା ମଧ୍ୟରେ ରାଜ୍ୟରେ ମାର୍ଚ୍ଚ 30ରୁ ଗଡିବ ପାସେଞ୍ଜର ଟ୍ରେନ । ଯାତ୍ରୀଙ୍କ ଅସୁବିଧାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର-କେନ୍ଦୁଝର-ଭୁବନେଶ୍ୱର ଓ ପୁରୀ-ଅନୁଗୁଳ-ପୁରୀ ମଧ୍ୟରେ ମେମୁ ଟ୍ରେନ ଚଳାଚଳ କରିବ । ଏଥିସହ ପୁରୀ-ହାଟିଆ,
କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଅନ୍ତର୍ଜାତୀୟ ବିମାନ ସେବା ଏପ୍ରିଲ୍ ୩୦ ପର୍ଯ୍ୟନ୍ତ ବନ୍ଦ ରହିବ
ଏପ୍ରିଲ ମାସ ଶେଷ ପର୍ଯ୍ୟନ୍ତ ଅନ୍ତର୍ଜାତୀୟ ବିମାନ ଚଳାଚଳ ଉପରେ କଟକଣା ଲଗାଇଛି କେନ୍ଦ୍ର ବେସାମରିକ ବିମାନ ଚଳାଚଳ ନିର୍ଦ୍ଦେଶାଳୟ । ଦେଶରେ ବୃଦ୍ଧି ପାଉଛି କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଡିଜିସିଏ ପକ୍ଷରୁ
ଭାରତ-ଇଂଲଣ୍ଡ ଏକଦିବସୀୟ ସିରିଜ ; ପ୍ରଥମ ଦିନିକିଆରେ ଇଂଲଣ୍ଡକୁ ୬୬ ରନରେ ହରାଇଲା ଭାରତ
ପୁଣେରେ ଟିମ୍ ଇଣ୍ଡିଆର ଦମଦାର ବିଜୟ । ଭାରତ-ଇଂଲଣ୍ଡ ପ୍ରଥମ ଦିନିକିଆ ମ୍ୟାଚକୁ ୬୬ ରନରେ ଜିତିଲା ବିରାଟ ବାହିନୀ । ଶିଖର ଧାଓ୍ବନ ଓ କୃଣାଲ ପାଣ୍ଡ୍ୟାଙ୍କ ଧୂଆଁଧାର ବ୍ୟାଟିଂ ପରେ ବୋଲରଙ୍କ