ରୋଡ ସେଫ୍ଟି ୱାର୍ଲ୍ଡ ସିରିଜ : ପୁଣି ଯୁବରାଜ ମାରିଲେ ଗୋଟିଏ ଓଭରରେ ୪ ଛକା

ଭାରତୀୟ କ୍ରିକେଟ ଷ୍ଟାର ଯୁବରାଜ ସିଂହ ପୁଣି ଥରେ ଗର୍ଜିଛନ୍ତି ।  ରୋଡ ସେଫ୍ଟି ୱାଲ୍ଡ ସିରିଜ ୨୦୨୧ରେ ଯୁବରାଜ ସିଂହଙ୍କ ପ୍ରଦର୍ଶନରେ ଦର୍ଶକ ଉତ୍ସାହିତ ହୋଇଯାଇଥିଲେ । ଏହି ମ୍ୟାଚ୍‌ରେ ଯୁବରାଜ ସିଂହ ୨୦ଟି

୧୦୦ ଯାତ୍ରୀଙ୍କୁ ନେଇ ଯାଉଥିଲା ବସ୍‌, ଯମୁନା ଏକ୍ସପ୍ରେସ୍‌ୱେରେ ଓଲଟିଲା, ୧୪ ଆହତ

 ପ୍ରାୟ ୧୦୦ ଜଣ ଯାତ୍ରୀଙ୍କୁ ନେଇ ଯାଉଥିବା ଏକ ଘରୋଇ ବସ୍ ଉତ୍ତର ପ୍ରଦେଶର ଆଗ୍ରା ଜିଲ୍ଲା ଦେଇ ଯାଇଥିବା ଯମୁନା ଏକ୍ସପ୍ରେସ୍‌ୱେରେ ଓଲଟିପଡ଼ିଛି । ଏହି ଦୁର୍ଘଟଣାରେ ୧୪ ଜଣ ଆହତ ହୋଇଛନ୍ତି

ଟ୍ରାକ୍ଟର ଓଲଟି ଜଣେ ମୃତ, ଦୁଇ ଆହତ

ଗଜପତି ଜିଲ୍ଲା ମୋହନା ଥାନା ଜିରାଙ୍ଗ ପଞ୍ଚାୟତ ଅନ୍ତର୍ଗତ ଜିରାଙ୍ଗ ଗ୍ରାମ ନିକଟରେ ଟ୍ରାକ୍ଟର ଓଲଟି ଜଣେ ମୃତ୍ୟୁ ବରଣ କରିଥିବା ବେଳେ ଦୁଇ ଜଣ ଆହତ ହୋଇଛନ୍ତି । ମୃତକ ଜଣଙ୍କ ହେଲେ

ଦେଶର ପ୍ରଥମ ଏସି ରେଳ ଷ୍ଟେସନ ସଂପର୍କରେ ଜାଣନ୍ତୁ, ବିମାନ ବନ୍ଦର ଭଳି ମିଳିବ ସୁବିଧା

କର୍ଣ୍ଣାଟକର ରାଜଧାନୀ ବେଙ୍ଗାଲୁରୁ ଠାରେ ଦେଶର ପ୍ରଥମ ସେଣ୍ଟ୍ରାଲାଇଜ ଏସି ରେଳ ଷ୍ଟେସନର ନିର୍ମାଣ କାମ ଶେଷ ହେବାକୁ ଯାଉଛି । ରେଳ ମନ୍ତ୍ରୀ ପୀୟୁଷ ଗୋୟଲ ଏହାର ଫଟୋ ସେୟାର କରିଛନ୍ତି ।

ଅଳିଆଗଦାରୁ ଦୁଇ ନବଜାତ ଶିଶୁଙ୍କ ମୃତଦେହ ଉଦ୍ଧାର

ବଅଁରପାଳରେ ଘଟିଛି ଏକ ଅଭାବନୀୟ ଘଟଣା। ରାସ୍ତାକଡ଼ରୁ ଠାବ ହୋଇଛି ୨ ନବଜାତଙ୍କ ମୃତଦେହ । ମହୀଧରପୁର ଉପରସାହି ନିକଟ ରାସ୍ତାକଡ଼ରେ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି । କେହି ଦୁଇ ନବଜାତଙ୍କୁ ଫିଙ୍ଗିଥିବା

ଆଜିଠୁ ଆରମ୍ଭ ଜେଇଇ ମେନ ; ଓଡିଆ ସମେତ ୯ ଟି ଆଂଚଳିକ ଭାଷାରେ ହେବ ପରୀକ୍ଷା

ଆଜି ଠାରୁ ଜେଇଇ ମେନ ପରୀକ୍ଷା ଆରମ୍ଭ ହେଉଛି । ଏହି ପରୀକ୍ଷା ଦେଶର ୩୩୧ଟି ସହରରେ ହେଉଥିବା ବେଳେ ଏହା ୧୮ତାରିଖ ପର୍ଯ୍ୟନ୍ତ ଚାଲିବ । ଇଞ୍ଜିନିୟରିଂ ପାଠ୍ୟକ୍ରମରେ ନାମଲେଖା ଲାଗି ସର୍ବଭାରତୀୟସ୍ତରରେ

ଧିମା ବୋଲିଙ୍ଗ ପାଇଁ ଦଣ୍ଡିତ ହେଲେ ଭାରତୀୟ ଖେଳାଳି

ଅହମଦାବାଦର ନରେନ୍ଦ୍ର ମୋଦି କ୍ରିକେଟ ଷ୍ଟାଡିୟମରେ ଭାରତ-ଇଂଲଣ୍ଡ ଟି-୨୦ ସିରିଜର ଦ୍ୱିତୀୟ ଟି-୨୦ କ୍ରିକେଟ ମ୍ୟାଚରେ ଭାରତୀୟ ଦଳ ଧିମା ବୋଲିଂ ହାର ନେଇ ଦଣ୍ଡିତ ହୋଇଛନ୍ତି । ଏଥିପାଇଁ ସମସ୍ତ ଭାରତୀୟ ଖେଳାଳିଙ୍କ

ଆଜି ଭାରତ-ଇଂଲଣ୍ଡ ତୃତୀୟ T20: ବିଜୟ ଲକ୍ଷ୍ୟରେ ଟିମ୍ ଇଣ୍ଡିଆ

ଭାରତ ଓ ଇଂଲଣ୍ଡ ମଧ୍ୟରେ  ଆଜି ଟି-୨୦ ଶୃଙ୍ଖଳାର ୩ୟ ମୁକାବିଲା ହେବ । ଅହମଦାବାଦସ୍ଥିତ ନରେନ୍ଦ୍ର ମୋଦୀ ଷ୍ଟାଡ଼ିୟମରେ ୫ଟି ମ୍ୟାଚ ବିଶିଷ୍ଟ ଶୃଙ୍ଖଳାର ୩ୟ ମ୍ୟାଚ୍ ଭାରତୀୟ ସମୟ ସନ୍ଧ୍ୟା ୭ଟାରେ

ଏପ୍ରିଲରେ ଭାରତ ଗସ୍ତରେ ଆସିବେ ବ୍ରିଟେନ୍ ପ୍ରଧାନମନ୍ତ୍ରୀ ବୋରିସ୍ ଜନ୍‌ସନ୍‌

ବ୍ରିଟେନ୍ ପ୍ରଧାନମନ୍ତ୍ରୀ ବୋରିସ୍ ଜନ୍‌ସନ୍ ଏପ୍ରିଲ ମାସର ଶେଷରେ ଭାରତ ଗସ୍ତରେ ଆସିବେ । ପ୍ରଧାନମନ୍ତ୍ରୀ ବୋରିସ ଜନ୍‌ସନ୍‌ଙ୍କ କାର୍ଯ୍ୟାଳୟ ପକ୍ଷରୁ ସୋମବାର ଏହି ସୂଚନା ଦିଆଯାଇଛି । ୟୁରୋପୀୟ ସଂଘ ଠାରୁ ଅଲଗା

ପାହାଡ଼ ଉପରୁ ଜଣେ ମହିଳାଙ୍କ ଖଣ୍ଡବିଖଣ୍ଡିତ ଶବ ଉଦ୍ଧାର

ସାନଖେମୁଣ୍ଡି ଅଞ୍ଚଳର ରତନଈ ପୀଠ ପାହାଡ଼ ଉପରୁ ଜଣେ ମହିଳାଙ୍କ ଅର୍ଦ୍ଧଦଗ୍ଧ ଗଳିତ ଶବ ଉଦ୍ଧାର ହୋଇଛି । ମହିଳାଙ୍କୁ ହତ୍ୟା କରି ପ୍ରମାଣ ନଷ୍ଟ କରିବା ପାଇଁ କୌଣସି ରାସାୟନିକ ସାର ଦେଇ