ପାରାଦୀପ ବ୍ୟାଙ୍କରୁ ପ୍ରାୟ ୧୫ ଲକ୍ଷ ଟଙ୍କା ଗାୟବ

ପାରାଦୀପ: ପାରଦୀପ ନିକଟସ୍ଥ ପାରାଦୀପ ଗଡ଼ ବଜାରରେ ଥିବା ୟୁନିୟନ ବ୍ୟାଙ୍କରୁ ୧୪ ଲକ୍ଷ ୮୬ ହଜାର ୭ ଶହ ୮୦ ଟଙ୍କାର କଏନ୍ ଗାୟବ । ଏ ସଂପର୍କରେ ବ୍ୟାଙ୍କ ପରିଚାଳକ ସୂଚନା

ଆଦିତ୍ୟ ଦାସ ମୃତ୍ୟୁ ମାମଲା:ସତ୍ୟପାଠ ମାଧ୍ୟମରେ ପକ୍ଷ ରଖିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ,

ଭୁବନେଶ୍ବର: ମାନବପ୍ରେମୀ ଆଦିତ୍ୟ ଦାଶ ମୃତ୍ୟୁ ଘଟଣା ଉପରୁ ହଟୁନି ପରଦା । ପୂର୍ବରୁ ତଦନ୍ତ ପ୍ରକ୍ରିୟାକୁ ନେଇ ଅସନ୍ତୋଷ ପ୍ରକାଶ କରିଥିଲେ ଆଦିତ୍ୟଙ୍କ ମାଆ । ଆଜି ଆଦିତ୍ୟ ମୃତ୍ୟୁ ମାମଲାରେ ସତ୍ୟପାଠ

୨୪ ଘଣ୍ଟା ଯାଏଁ ଓଡ଼ିଶାର ୧୬ ଜିଲ୍ଲାକୁ ସମ୍ଭାବ୍ୟ ଶୀତଲହରୀ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ବର: ଆଗାମୀ ୨୪ ଘଣ୍ଟା ଯାଏଁ  ଓଡିଶାର ୧୬ ଜିଲ୍ଲାକୁ ସମ୍ଭାବ୍ୟ ଶୀତଲହରୀ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି | ଆଭ୍ୟନ୍ତରୀଣ ଓଡ଼ିଶାର ଜିଲ୍ଲା ସୁନ୍ଦରଗଡ, ଝାରସୁଗୁଡା, ବରଗଡ, ସମ୍ବଲପୁର, ଦେବଗଡ, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର,

ଲୁଚି ରହିଛନ୍ତି ୧୦ରୁ ୧୫ ମାଓବାଦୀ, ଜଙ୍ଗଲରେ ସୁରକ୍ଷାକର୍ମୀଙ୍କ ସର୍ଚ୍ଚ ଅପରେସନ

ବଲାଙ୍ଗିର: ବଲାଙ୍ଗିର ଲାଠୋର ବେନ୍ଦେର ଜଙ୍ଗଲରେ ସୁରକ୍ଷା କର୍ମୀଙ୍କ ସର୍ଚ୍ଚ ଅପରେସନ । ଗତକାଲି ମାଓବାଦୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା । ଗୁଳି ବିନିମୟ ପରେ ଛତ୍ରଭଙ୍ଗ ଦେଇଥିଲେ ମାଓବାଦୀ

ପୁଣି ଚାଲିବ ପ୍ରଥମ ପର୍ଯ୍ୟାୟ ଟୀକାକରଣ

ଭୁବନେଶ୍ବର:ଆସନ୍ତାକାଲିଠାରୁ ପୁଣି ଚାଲିବ ପ୍ରଥମ ପର୍ଯ୍ୟାୟ ଟୀକାକରଣ । ୫୯ ସେସନ ସାଇଟରେ ୬୪୯୮ ସ୍ୱାସ୍ଥ୍ୟକର୍ମୀଙ୍କୁ ଟୀକା ଦିଆଯିବ । ଏଥିରୁ ଭୁବନେଶ୍ୱରର ୧୦ଟି ସାଇଟ ରହିବ । ସେହିପରି ଫେବୃଆରୀ ୬ ତାରିଖରୁ

ରାଜ୍ୟରେ କମୁଛି କରୋନା କାୟା: ୨୪ ଘଣ୍ଟାରେ ୬୦ ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ କମିବାରେ ଲାଗିଛି କରୋନା କାୟା। ଉଭୟ ଦୈନିକ ସଂକ୍ରମଣ ଓ ମୃତ୍ୟୁ ସଂଖ୍ୟା ମଧ୍ୟ ହ୍ରାସ ପାଉଛି। ଗତ ୨୪ଘଣ୍ଟାରେ ଓଡ଼ିଶାରୁ ଚିହ୍ନଟ ହୋଇଛନ୍ତି ୬୦ ନୂଆ ଆକ୍ରାନ୍ତ । ଯାହାକୁ

ଝୁଲୁଛି ଅଜଣା ମୃତଦେହ, ତଳେ ପଡିଛି ବିଷ ଓ ମଦ ବୋତଲ

ଭଦ୍ରକ ୨।୨: ସୂଚନାଯୋଗ୍ୟ ଯେ, ୧୬ ନମ୍ବର ଜାତୀୟ ରାଜପଥ ଭଦ୍ରକ ଜିଲ୍ଲା ଭଣ୍ଡାରିପୋଖରୀ ଥାନା ଡାହାଲା ମହନ୍ତ ପୋଲ ନିକଟ ଏକ ଗଛରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ସ୍ଥାନୀୟ

ସ୍କୁଟିକୁ ଧକ୍କା ଦେଲା ଟ୍ରକ, ଚାଳକ ମୃତ

ସାନଖେମୁଣ୍ଡି(ଗଞ୍ଜାମ): ସ୍କୁଟିକୁ ଧକ୍କା ଦେଲା ଟ୍ରକ । ଦୁର୍ଘଟଣାରେ ସ୍କୁଟି ଚାଳକଙ୍କ ମୃତ୍ୟୁ ହୋଇଛି । ଗଞ୍ଜାମ ଜିଲ୍ଲା ସାନଖେମୁଣ୍ଡି ଜରଡ଼ା ଥାନା କେଲୁଆ ଛକ ନିକଟରେ ଏହି ଦୁର୍ଘଟଣା ଘଟିଛି । ଦୁର୍ଘଟଣା ଘଟାଇଥିବା

ଓଡ଼ିଶା ଅନସ୍କ୍ରିପ୍ଟଟେଡ୍ ଫାଉଣ୍ଡେସନର ବାର୍ଷିକ ପତ୍ରିକା ସୁବର୍ଣ୍ଣା ଉନ୍ମୋଚିତ

ଭୁବନେଶ୍ୱର : ଓଡ଼ିଶା ଅନସ୍କ୍ରିପ୍ଟଟେଡ୍ ଫାଉଣ୍ଡେସନର ଅନସ୍କ୍ରିପ୍ଟଟେଡ୍ ଓଡିଆ ଆନୁକୁଲ୳ରେ ବାର୍ଷିକ ପତ୍ରିକା ସୁବର୍ଣ୍ଣା ଉନ୍ମୋଚିତ ହୋଇଯାଇଛି । ଭୁବନେଶ୍ୱର ଚଉଷଠି ଯୋଗିନି ଗେଷ୍ଟ ହାଉସ  ଏହି କାର୍ଯ୳କ୍ରମରେ ଅନୁଷ୍ଠିତ ହୋଇଥିଲା। ଡ଼ଃ ଅବଦୁଲ୍

ଗତ ଥର ଅପେକ୍ଷା କମିଲା ୨୩୦ କୋଟି ଟଙ୍କା

ବଜେଟରେ କେନ୍ଦ୍ର ସରକାର ସବୁ ଦିଗକୁ ସନ୍ତୁଳିତ କରିବାର ପ୍ରୟାସ କରି କିଛି କାଟଛାଟ୍‌ କରିଛନ୍ତି । ତେଣୁ କ୍ରୀଡ଼ା ବାବଦକୁ ଯେତିକି ଅର୍ଥ ଗତ ବଜେଟରେ ମିଳିଥିଲା, ସେଥିରେ ହ୍ରାସ କରାଯାଇଛି ।