ପ୍ରକାଶ ପାଇଛି ଓଜେଇଇ ରେଜଲ୍ଟ । ରେଜଲ୍ଟ ପ୍ରକାଶ କଲେ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ପ୍ରୀତିରଞ୍ଜନ ଘଡେଇ । ଚଳିତ ବର୍ଷ ୪୭, ୭୨୯ ଜଣ ପରୀକ୍ଷାର୍ଥୀ କୃତକାର୍ଯ୍ୟ ହୋଇଛନ୍ତି । www.ojee,nic.in ୱେବସାଇଟରେ
Category: News
ଭିଜିଲାନ୍ସ ଜାଲରେ କେନ୍ଦ୍ରାପଡ଼ା ଜିଲ୍ଲା ଶିକ୍ଷାଧିକାରୀ ସଞ୍ଜୀବ କୁମାର ସିଂ
୨୦ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ଜିଲ୍ଲା ଶିକ୍ଷା ଅଧିକାରୀ। କେନ୍ଦ୍ରାପଡ଼ା ଜିଲ୍ଲା ଶିକ୍ଷାଧିକାରୀ ସଞ୍ଜୀବ କୁମାର ସିଂ। ଜଣେ ସରକାରୀ କର୍ମଚାରୀଙ୍କଠାରୁ ନେଉଥିଲେ ଲାଞ୍ଚ। ଏକ ବଦଳି ନିର୍ଦ୍ଦେଶନାମାକୁ ବାତିଲ କରିବା
ଓଡ଼ିଶା ହାଇକୋର୍ଟର ୭୫ତମ ପ୍ରତିଷ୍ଠା ଦିବସ: ୨୨ଜଣ ଆଇନଜୀବୀଙ୍କୁ ‘ଲୟର୍ ଅଫ୍ ଦି ଇୟର’ ଆୱାର୍ଡ
ଓଡ଼ିଶା ହାଇକୋର୍ଟର ୭୫ତମ ପ୍ରତିଷ୍ଠା ଦିବସ ଆଜି ପାଳିତ ହୋଇଛି। ଓଡ଼ିଶା ଜୁଡିସିଆଲ ଏକାଡେମିଠାରେ ଆୟୋଜିତ ପ୍ରତିଷ୍ଠା ଦିବସ ଉତ୍ସବରେ ‘ଲୟର୍ ଅଫ ଦି ଇୟର-୨୦୨୧’ ଆୱାର୍ଡ ବିଭିନ୍ନ ଜିଲ୍ଲାର ୨୨ଜଣ ଟ୍ରାଏଲ କୋର୍ଟ ଆଇନଜୀବୀଙ୍କୁ ପ୍ରଦାନ
ଜେଲ୍ରୁ ବାହାରିଲେ ବିଧାୟକ ପ୍ରଶାନ୍ତ ଜଗଦ୍ଦେବ
ଲୋକଙ୍କ ଉପରେ ଗାଡି ମଡ଼ାଇଦେବା ଘଟଣାରେ ସୁପ୍ରିମକୋର୍ଟରୁ ସର୍ତ୍ତମୂଳକ ଜାମିନ ପାଇଥିବା ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ବାଣପୁର ଜେଏମ୍ଏଫ୍ସି କୋର୍ଟ ଆଜି ଜାମିନ ପ୍ରଦାନ କରିଛନ୍ତି । ଜାମିନ ପାଇବାପରେ ଆଜି ଅପରାହ୍ନ
ବିଜେବି କଲେଜ ଛାତ୍ରୀ ରୁଚିକା ମହାନ୍ତିଙ୍କୁ ନ୍ୟାୟ ଦାବି: ଆଜି ଓଡ଼ିଶା ବନ୍ଦ ଡାକରା ଦେଇଛି ନବ ନିର୍ମାଣ କୃଷକ ଓ ଛାତ୍ର ସଙ୍ଗଠନ
ଆଜି ଓଡ଼ିଶା ବନ୍ଦ ଡାକରା ଦେଇଛି ନବ ନିର୍ମାଣ କୃଷକ ଓ ଛାତ୍ର ସଙ୍ଗଠନ । ବିଜେବି କଲେଜ ଛାତ୍ରୀ ରୁଚିକା ମହାନ୍ତି ମୃତ୍ୟୁ ମାମଲାରେ ଏହି ବନ୍ଦ ଡାକରା ଦେଇଛି ସଙ୍ଗଠନ ।
ସରିଲା ରାଷ୍ଟ୍ରପତି ନିର୍ବାଚନର ଭୋଟିଂ ପ୍ରକ୍ରିୟା, ଗଣତିକୁ ଅପେକ୍ଷା
ସରିଲା ରାଷ୍ଟ୍ରପତି ନିର୍ବାଚନର ଭୋଟିଂ ପ୍ରକ୍ରିୟା। ନିଷ୍ପତ୍ତି ନେଇ ସାରିଛନ୍ତି ସାଂସଦ ଓ ବିଧାୟକ। ସଂସଦ ସହ ବିଭିନ୍ନ ରାଜ୍ୟର ବିଧାନସଭାରେ ମତଦାନ କରିଥିଲେ ସାଂସଦ ଓ ବିଧାୟକ। ଏନ୍ଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ
ସ୍ୱାଧୀନତା ଦିବସକୁ ଅଧିକ ସ୍ମରଣୀୟ କରିବା ପାଇଁ ଐତିହାସିକ ପଦକ୍ଷେପ ନେଇଛନ୍ତି ଉତ୍ତର ପ୍ରଦେଶ ସରକାର-
ସ୍ୱାଧୀନତା ଦିବସ ୨୦୨୨ରେ ଉତ୍ତର ପ୍ରଦେଶରେ ଛୁଟି ହେବ ନାହିଁ । ଅର୍ଥାତ ସ୍ୱାଧୀନତା ଦିବସ ଅବସରରେ ଉତ୍ତର ପ୍ରଦେଶରେ କୌଣସି ସ୍କୁଲ, କଲେଜ, ବିଶ୍ୱବିଦ୍ୟାଳୟ, ସରକାରୀ ଓ ଘରୋଇ କାର୍ଯ୍ୟାଳୟ ବନ୍ଦ ରିହବ
ଇସ୍ତଫା ଦେବେ ଠାକରେ, ସରକାରୀ ବାସଭବନ ଛାଡ଼ି ନିଜ ଘରକୁ ଫେରିଲେ
ଶିବ ସେନାରେ ବିଦ୍ରୋହ ପରେ ମହାରାଷ୍ଟ୍ରରେ ଉଦ୍ଧବ ଠାକରେଙ୍କ ନେତୃତ୍ବାଧୀନ ମହା ବିକାଶ ଅଘାଡ଼ି (ଏମ୍ଭିଏ) ସରକାର ଯେ କୌଣସି ମୁହୂର୍ତ୍ତରେ ଭାଙ୍ଗି ଯାଇପାରେ। ବିଦ୍ରୋହୀ ନେତା ଏକନାଥ ସିନ୍ଦେ ତାଙ୍କ ଜିଦରେ ଅଟଳ
ରାଷ୍ଟ୍ରପତି ନିର୍ବାଚନ ଲାଗି ଆଜି ନାମାଙ୍କନ ଦାଖଲ କରିବେ ଦ୍ରୌପଦୀ ମୁର୍ମୁ
ରାଷ୍ଟ୍ରପତି ନିର୍ବାଚନ ଲାଗି ଶୁକ୍ରବାର ନାମାଙ୍କନ ଭରିବେ ଦ୍ରୌପଦୀ ମୁର୍ମୁ । ଏନଡିଏ ପ୍ରାର୍ଥୀ ଭାବେ ନାମାଙ୍କନ ଦାଖଲ କରିବାକୁ ଗୁରୁବାର ଦିଲ୍ଲୀରେ ପହଞ୍ଚିଥିଲେ ଓଡିଆ ଆଦିବାସୀ ନେତ୍ରୀ ଦ୍ରୌପଦୀ । ଦିଲ୍ଲୀରେ ପହଞ୍ଚିବା
ରଥଯାତ୍ରା ପ୍ରସ୍ତୁତିର ସମୀକ୍ଷା କଲେ ମୁଖ୍ୟ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର
ବିଶ୍ୱ ପ୍ରସିଦ୍ଧ ରଥଯାତ୍ରାକୁ ଆଉ ମାତ୍ର ସପ୍ତାହେ । ଶୃଙ୍ଖଳିତ ରଥଯାତ୍ରା ପ୍ରସ୍ତୁତିର ସମୀକ୍ଷା କଲେ ମୁଖ୍ୟ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର । ଏଥିସହ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର କ୍ଷେତ୍ର ସ୍ତରୀୟ ଅଗ୍ରଗତିର

