ଭାରତ – ଇଂଲଣ୍ଡ ସିରିଜର ପ୍ରଥମ ମ୍ୟାଚରେ ଫିଲଡିଂଗ କରୁଥିବା ବେଳେ ଶ୍ରେୟାସ ଆୟାର ଆହତ ହୋଇ ମ୍ୟାଚ ଶେଷ ପର୍ଯ୍ୟନ୍ତ ଆଉ ଫିଲଡିଂଗ କରି ପାରିନଥିଲେ । ତେବେ ଏହି ଆହତ ସମସ୍ୟା
Category: National
ମାର୍ଚ୍ଚ 30ରୁ ଗଡିବ ପାସେଞ୍ଜର ଟ୍ରେନ
କରୋନା କଟକଣା ମଧ୍ୟରେ ରାଜ୍ୟରେ ମାର୍ଚ୍ଚ 30ରୁ ଗଡିବ ପାସେଞ୍ଜର ଟ୍ରେନ । ଯାତ୍ରୀଙ୍କ ଅସୁବିଧାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର-କେନ୍ଦୁଝର-ଭୁବନେଶ୍ୱର ଓ ପୁରୀ-ଅନୁଗୁଳ-ପୁରୀ ମଧ୍ୟରେ ମେମୁ ଟ୍ରେନ ଚଳାଚଳ କରିବ । ଏଥିସହ ପୁରୀ-ହାଟିଆ,
କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଅନ୍ତର୍ଜାତୀୟ ବିମାନ ସେବା ଏପ୍ରିଲ୍ ୩୦ ପର୍ଯ୍ୟନ୍ତ ବନ୍ଦ ରହିବ
ଏପ୍ରିଲ ମାସ ଶେଷ ପର୍ଯ୍ୟନ୍ତ ଅନ୍ତର୍ଜାତୀୟ ବିମାନ ଚଳାଚଳ ଉପରେ କଟକଣା ଲଗାଇଛି କେନ୍ଦ୍ର ବେସାମରିକ ବିମାନ ଚଳାଚଳ ନିର୍ଦ୍ଦେଶାଳୟ । ଦେଶରେ ବୃଦ୍ଧି ପାଉଛି କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଡିଜିସିଏ ପକ୍ଷରୁ
ଭାରତ-ଇଂଲଣ୍ଡ ଏକଦିବସୀୟ ସିରିଜ ; ପ୍ରଥମ ଦିନିକିଆରେ ଇଂଲଣ୍ଡକୁ ୬୬ ରନରେ ହରାଇଲା ଭାରତ
ପୁଣେରେ ଟିମ୍ ଇଣ୍ଡିଆର ଦମଦାର ବିଜୟ । ଭାରତ-ଇଂଲଣ୍ଡ ପ୍ରଥମ ଦିନିକିଆ ମ୍ୟାଚକୁ ୬୬ ରନରେ ଜିତିଲା ବିରାଟ ବାହିନୀ । ଶିଖର ଧାଓ୍ବନ ଓ କୃଣାଲ ପାଣ୍ଡ୍ୟାଙ୍କ ଧୂଆଁଧାର ବ୍ୟାଟିଂ ପରେ ବୋଲରଙ୍କ
ଆଜିଠୁ ଭାରତ-ଇଂଲଣ୍ଡ ଦିନିକିଆ ସିରିଜ
ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଏକଦିବସୀୟ ସିରିଜ । ଟେଷ୍ଟ ସିରିଜକୁ ଭାରତ ୩-୧ରେ ଜିତିଥିବା ବେଳେ ଟି-୨୦ ସିରିଜକୁ ୩-୨ ରେ ଜିତିଛି ଭାରତ । ଉଭୟ ସିରିଜ ଜିତିବା ପରେ ଏବେ
୧୦୦ରୁ ଅଧିକ ଆହତ ; ଭାଙ୍ଗିଲା ଜାତୀୟ କବାଡି ପ୍ରତିଯୋଗିତା ଦର୍ଶକ ଗ୍ୟାଲେରୀ
ଜାତୀୟ ଜୁନିୟର କବାଡ଼ି ପ୍ରତିଯୋଗିତାରେ ଅଘଟଣ । ତେଲେଙ୍ଗାନାର ସୁରିୟାପେଟରେ ୪୭ତମ ଜାତୀୟ ଜୁନିୟର କବାଡ଼ି ପ୍ରତିଯୋଗିତା ଚାଲିଥିବା ବେଳେ ଭୁଷୁଡ଼ି ପଡ଼ିଲା ଷ୍ଟାଡିୟମର ଗ୍ୟାଲେରୀ । ଦର୍ଶକ ଗ୍ୟାଲେରି ଭୁଷୁଡ଼ି ପଡ଼ିବାରୁ ୧୦୦ରୁ
ଦୁର୍ଘଟଣା ନେଲା ୧୩ ଜୀବନ, ୩ ଗୁରୁତର ; ବସ୍ -ଅଟୋ ଧକ୍କା
ଦୁର୍ଘଟଣା ନେଲା ୧୩ ଜୀବନ । ଆଉ ୩ ଜଣ ଗୁରୁତର ଅଛନ୍ତି । ମଧ୍ୟପ୍ରଦେଶର ଗ୍ୱାଲିୟରରେ ଏଭଳି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ବସ୍ ଓ ଅଟୋ ମଧ୍ୟରେ ଧକ୍କା ହେବାରୁ
ଆଇଏସଏସଏଫ ବିଶ୍ୱକପ ; ତିନି ଗୋଲ୍ଡ ମେଡାଲ ସହ ଭାରତର ମେଡାଲ ସଂଖ୍ୟା ୧୪ ରେ ପଂହଚିଲା
ନୂଆଦିଲ୍ଲୀର ଡକ୍ଟର କର୍ଣ୍ଣୀ ସିଂ ସୁଟିଙ୍ଗ ରେଂଜରେ ଖେଳାଯାଉଥିବା ଆଇଏସଏସଏଫ ବିଶ୍ୱକପରେ ଭାରତର ମେଡାଲ ସଂଖ୍ୟା ୧୪ ରେ ପଂହଚିଛି । ବର୍ତ୍ତମାନ ସୁଦ୍ଧା ଭାରତ ଛଅଟି ସ୍ୱର୍ଣ୍ଣ, ଚାରୋଟି ରୌପ୍ୟ ଏବଂ ଚୋରୋଟି
ଉତ୍ତରପ୍ରଦେଶ, ଚିତ୍ରକୁଟରେ ବିଷାକ୍ତ ମଦ ପିଇ ୪ ମୃତ, ୩ ପୋଲିସ କର୍ମଚାରୀ ନିଲମ୍ବିତ
ଉତ୍ତରପ୍ରଦେଶରେ ଲଗାତାର ଭାବେ ବିଷାକ୍ତ ମଦମୃତ୍ୟୁ ଖବର ଆସୁଛି । ପୂର୍ବରୁ ପ୍ରୟାଗରାଜ ଓ ପ୍ରତାପଗଡ଼ରେ ବିଷାକ୍ତ ମଦ ପିଇ ଲୋକଙ୍କର ମୃତ୍ୟୁ ହୋଇଥିଲା । ଏବେ ଚିତ୍ରକୁଟରେ ୪ ଜଣ ଲୋକ ବିଷାକ୍ତ
ସ୍ୱତନ୍ତ୍ର ହେଲିକପ୍ଟରରେ ପୁରୀରେ ପହଂଚିଲେ ରାଷ୍ଟ୍ରପତି , ଶ୍ରୀଜିଉଙ୍କ ଦର୍ଶନ କରିବେ
ଓଡ଼ିଶାର ଗସ୍ତରେ ଥିବା ରାଷ୍ଟ୍ରପତି ରାମନାଥ କୋବିନ୍ଦ ଆଜି ପୁରୀ ଗସ୍ତରେ ଆସି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି । ତାଙ୍କ ସହ ପତ୍ନି ସବିତା କୋବିନ୍ଦ ବି ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି ।

