ମୁଖ୍ୟମନ୍ତ୍ରୀଙ୍କୁ ମିଳିବ ଜୀବନ ବ୍ୟାପୀ ସାଧନା ପୁରସ୍କାର, ସମ୍ବର୍ଦ୍ଧନା ପାଇଁ ବିଜେଡିର ବଡ଼ ପ୍ରସ୍ତୁତି

ଜୀବନ ବ୍ୟାପୀ ସାଧନା ପୁରସ୍କାର ପାଇବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଥିପାଇଁ ବିଜେଡିର ବଡ଼ ପ୍ରସ୍ତୁତି । ଦିଲ୍ଲୀରେ କ୍ୟାପିଟାଲ ଫାଉଣ୍ଡସେନ ସୋସାଇଟି ପକ୍ଷରୁ ଲାଇଫ ଟାଇମ ଆଚିଭମେଣ୍ଟ ପୁରସ୍କାର ପ୍ରଦାନ କରାଯିବ

କମେଡିଆନ ରାଜୁ ଶ୍ରୀବାସ୍ତବଙ୍କୁ ପୁଣି ଭେଣ୍ଟିଲେଟରକୁ କରାଗଲା ସ୍ଥାନାନ୍ତର

କମେଡିଆନ ରାଜୁ ଶ୍ରୀବାସ୍ତବଙ୍କୁ ହୃଦଘାତ ଆସିବା ପରେ ଦିଲ୍ଲୀର ଏମ୍ସ ହସ୍ପିଟାଲରେ ସେ ଚିକିତ୍ସିତ ହେଉଛନ୍ତି। କ୍ରମାଗତ ଭାବେ ତାଙ୍କ ସ୍ୱାସ୍ଥ୍ୟାବସ୍ଥାରେ ଉତ୍‌ଥାନ ପତ୍ତନ ଲାଗି ରହିଛି। ବର୍ତ୍ତମାନ ରାଜୁ ଶ୍ରୀବାସ୍ତବଙ୍କୁ ୧୦୦ ଡିଗ୍ରୀ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ମିଳିବ ଲାଇଫ୍‌ ଟାଇମ୍‌ ଆଚିଭମେଣ୍ଟ ଆଓ୍ଵାର୍ଡ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ମିଳିବ ଲାଇଫ୍‌ ଟାଇମ୍‌ ଆଚିଭମେଣ୍ଟ ଆଓ୍ଵାର୍ଡ । ଉଲ୍ଲେଖନୀୟ ନେତୃତ୍ୱ ପାଇଁ ସମ୍ମାନିତ ହେବେ ନବୀନ ପଟ୍ଟନାୟକ । ନୂଆଦିଲ୍ଲୀରେ ଆସନ୍ତା ୪ ତାରିଖରେ କ୍ୟାପିଟାଲ ଫାଉଣ୍ଡେସନ ସୋସାଇଟି ପକ୍ଷରୁ

NIT ଛାତ୍ରଙ୍କ ଦ୍ୱାରା ଅତ୍ୟାଧୁନିକ ଡ୍ରୋନ୍ ଏବଂ ରୋବର୍ଟ ଉଦ୍ଭାବନ, ୨୦୧୪ରୁ ଚାଲିଥିଲା ରିସର୍ଚ୍ଚ

ରାଉରକେଲା NIT ଛାତ୍ରଙ୍କ ନୂତନ ଉଦ୍ଭାବନ । ପକ୍ଷୀ ଭଳି ଉଡୁଥିବା ଏକ ଡ୍ରୋନ ଓ ଗଭୀର ଜଳରେ ବୁଡ଼ି ବିଭିନ୍ନ ସୂଚନା ସଂଗ୍ରହ ପାଇଁ ଅତ୍ୟାଧୁନିକ ୟନ୍ତ୍ରପାତି ଖଞ୍ଜା ରୋବର୍ଟ ଉଦ୍ଭାବନ କରିଛନ୍ତି ଛାତ୍ରମାନେ ।

୧୬ଟି ଦେଶର ପ୍ରତିନିଧିଙ୍କ ସହ ଆଲୋଚନା କରିବେ ମୁଖ୍ୟମନ୍ତ୍ରୀ, ଓଡିଶାରେ ଥିବା ସୁବିଧା ବିଷୟରେ କରାଇବେ ଅବଗତ

ଆସନ୍ତା ୩୧ ତାରିଖରେ ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଥା ହେବେ ୧୬ଟି ଦେଶର ପ୍ରତିନିଧି । ଓଡିଶାରେ ପୁଞ୍ଜି ନିବେଶ କଲେ କଣ କଣ ସୁବିଧା ପ୍ରଦାନ କରାଯାଉଛି । ସେନେଇ ନିବେଶକାରୀଙ୍କୁ

ରାଜ୍ୟବାସୀ ମାଗଣାରେ ପାଇବେ ତ୍ରିରଙ୍ଗା, ସରକାରଙ୍କ ଅନୁଦାନରେ ମିଶନ ଶକ୍ତିର ପ୍ରୟାସ

ରାଜ୍ୟବାସୀଙ୍କୁ ଆଉ କିଣିବାକୁ ପଡ଼ିବ ନାହିଁ ତି୍ରରଙ୍ଗା ପତାକା ।  ରାଜ୍ୟବାସୀ ମାଗଣାରେ ପାଇବେ ତ୍ରିରଙ୍ଗା। ମାଗଣାରେ ଜାତୀୟ ପତାକା ଯୋଗାଇଦେବ ମିଶନ ଶକ୍ତି ଗୋଷ୍ଠୀ। ଏଥିପାଇଁ ରାଜ୍ୟ ସରକାର ଯୋଗାଇ ଦେଇଛନ୍ତି ଅନୁଦାନ ।

ନୂଆପଡା ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ଜିଲ୍ଲାପାଳ କାର୍ଯ୍ୟାଳୟ ଘେରାଉ, ଦରଦାମ ବୃଦ୍ଧି, ଜିଏସଟି ପ୍ରତ୍ୟାହାର ଏବଂ ବେକାରୀ ସମସ୍ୟା ଦୂରୀକର ସମସ୍ୟା ନେଇ ଘେରାଓ, ପୋଲିସ ଦ୍ବାରା ଜେଲ ଭରୋ ଆନ୍ଦୋଳନ

ନୂଆପଡା ଜିଲ୍ଲା ନୂଆପଡା ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ଜିଲ୍ଲା ସଭାପତି ଘାସିରାମ ମାଝୀଙ୍କ ନେତୃତ୍ବରେ ଜିଲ୍ଲାପାଳ କାର୍ଯ୍ୟାଳୟ ଘେରାଉ, ଦରଦାମ ବୃଦ୍ଧି, ଜିଏସଟି ପ୍ରତ୍ୟାହାର ଏବଂ ବେକାରୀ ସମସ୍ୟା ଦୂରୀକର ସମସ୍ୟା ନେଇ

ଢ଼େଙ୍କାନାଳ ଭୁବନ ଠାରେ ତ୍ରିରଙ୍ଗା ପଦଯାତ୍ରାରେ ସାମିଲ ହେବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆସନ୍ତା ୩୦ ଓ ୩୧ ତାରିଖ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ । ଏହି ଗସ୍ତ କାଳରେ କେନ୍ଦ୍ରମନ୍ତ୍ରୀ ଢ଼େଙ୍କାନାଳ ଜିଲ୍ଲାର ଭୁବନ ଠାରେ ତ୍ରିରଙ୍ଗା ପଦଯାତ୍ରାରେ ସାମିଲ

କ୍ରୀଡ଼ାରେ ଏକଜୁଟ ହେବାର ଅନ୍ତର୍ନିହିତ ଶକ୍ତି ଅଛି: ପ୍ରଧାନମନ୍ତ୍ରୀ

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗୁରୁବାର ଚେନ୍ନାଇର ଜେଏଲ୍ଏନ୍ ଇନଡୋର ଷ୍ଟାଡିୟମରେ ୪୪ତମ ଚେସ୍ ଅଲିମ୍ପିଆଡ୍ ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ତାମିଲନାଡୁର ରାଜ୍ୟପାଳ ଆର ଏନ ରବି, ତାମିଲନାଡୁର ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନ, କେନ୍ଦ୍ର ମନ୍ତ୍ରୀ

ବଦଳିବ ରାଷ୍ଟ୍ରପତି ଭବନ ମେନ୍ୟୁ, ଓଡ଼ିଶାର ପାରମ୍ପରିକ ଖାଦ୍ୟକୁ ମିଳିପାରେ ସ୍ଥାନ

ବଦଳିବ ରାଷ୍ଟ୍ରପତି ଭବନ ଖାଦ୍ୟ ତାଲିକା । ମେନ୍ୟୁରେ ସାମିଲ ହୋଇପାରେ ଓଡ଼ିଶାର ପାରମ୍ପରିକ ଖାଦ୍ୟ । ଏହା ସହ ଆଦିବାସୀ ବ୍ୟଞ୍ଜନ ସାମିଲ ହୋଇପାରେ ବୋଲି ଚର୍ଚ୍ଚା ହେଉଛି । କାରଣ ରାଷ୍ଟ୍ରପତି

1 3 4 5 6 7 34