ମୋରଡ଼ା ୦୪।୦୨: ଅବକାରୀ ବିଭାଗର ଅତର୍କିତ ଚଢାଉ । ବିଭିନ୍ନ ସ୍ଥାନରେ ଚଢାଉ କରି ବିପୁଳ ପରିମାଣର ଦେଶୀ ମଦ ସହ ଗୋଟିଏ ବାଇକ ଓ ସାଇକେଲ୍ ଜବତ କରିଛି । ଘଟଣାରେ ୩ଜଣଙ୍କୁ
Category: Regional
କାର୍ଯ୍ୟାଳୟରେ ଦଉଡି ଲଗାଇ ଆତ୍ମହତ୍ୟା
କାର୍ଯ୍ୟରତ ମେଡିକାଲ କର୍ମଚାରୀଙ୍କ ଆତ୍ମହତ୍ୟା । ମୃତକ ଡମ୍ବରୁଧର ଦେହୁରୀ ଏବଂ ତାଙ୍କ ଘର ମୟୁରଭଞ୍ଜ ଜିଲ୍ଲାରେ ବୋଲି ଜଣାପଡିଛି ।ଘଟଣାସ୍ଥଳରେ ପୋଲିସ ପହଞ୍ଚି ଛାନ୍ଭିନ୍ ଜାରି ରଖିଛି । ଖବର ଅନୁଯାୟୀ, କେନ୍ଦୁଝର ଜିଲ୍ଲା
କିଏ ଆଣି ପକାଇଛି କଟା ପାପୁଲି ?
ସୂଚନାନୁସାରେ, ଗୁରୁବାର ସକାଳେ ସିଂହାପୁର ପଞ୍ଚାୟତ ଅଧିନରେ ଥିବା ବ୍ରାହ୍ମଣବାଡ ଗାଁ ରାସ୍ତା କଡରେ ଏକ ମଣିଷ ପାପୁଲି ପଡିଥିଲା ଜିଲ୍ଲାର କୁଆଖିଆ ଥାନା ଅନ୍ତର୍ଗତ ସିଂହାପୁର ପଞ୍ଚାୟତର ଏକ ଗ୍ରାମରୁ ମଣିଷର କଟା ପାପୁଲି
କୋର୍ଟରେ ଆଜି ହାଜର ହେବେ ବିଧାୟକ ପ୍ରଦୀପ ପାଣିଗ୍ରାହୀ
ବ୍ରହ୍ମପୁର: ଆଜି ବ୍ରହ୍ମପୁର ଏସଡିଜେଏମଙ୍କ କୋର୍ଟରେ ହାଜର ହେବେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ ।ନିଯୁକ୍ତି ନାଁରେ ଠକେଇ ମାମଲାରେ ତାଙ୍କୁ ରିମାଣ୍ଡରେ ନେଇପାରେ ଗୋଳନ୍ଥରା ଥାନା ପୋଲିସ । ରୁଜୁ ହୋଇଛି ଠକେଇ ମାମଲା ତାଙ୍କ
ବରଗଡ଼ ଗସ୍ତରେ ୫-ଟି ସଚିବ,
ସକାଳ ୧୦ଟା ସମୟରେ ୫-ଟି ସଚିବ ସତିଭଟା ଏୟାରଷ୍ଟ୍ରିପରେ ପହଞ୍ଚିବା ପରେ ସଟିଭଟାରୁ ପଦ୍ମପୁର ପାଇକମାଲ ରାସ୍ତା ଦେଇ ନୃସିଂହନାଥ ମନ୍ଦିର ଗସ୍ତ କରିଥିଲେ । Adv -ଖୁବ ଶୀଘ୍ର ଆସୁଅଛି କେବଳ କୁସୁମ
ଓଲଟିଲା ଶ୍ରମିକଙ୍କୁ ନେଇ ଯାଉଥିବା ପିକଅପ୍ ଭ୍ୟାନ୍
ବଲାଙ୍ଗିର: ଓଲଟିଲା ପିକଅପ ଗାଡି । ଦୁର୍ଘଟଣାରେ ୩ ଜଣ ଗୁରୁତର ହୋଇଛନ୍ତି । ଆହତ ହୋଇଛନ୍ତି ୬ ଜଣ । ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ଚାରିଛକ ନିକଟରେ ଏହି ଦୁର୍ଘଟଣା ଘଟିଛି । ଶ୍ରମିକମାନକୁ
ଭଦ୍ରକ ଆଗରପଡ଼ା ଅଞ୍ଚଳରୁ ବିପୁଳ ପରିମାଣରେ ରନ୍ଧା ଦେଶୀ ମଦ ଜବତ.
ଭଦ୍ରକ ଆଗରପଡ଼ା ଅଞ୍ଚଳରୁ ବିପୁଳ ପରିମାଣରେ ରନ୍ଧା ଦେଶୀ ମଦ ଜବତ. ଏଥିରେ ସମ୍ପୃକ୍ତ ଜଣେ ବ୍ୟକ୍ତିଙ୍କୁ ଗିରଫ କରିଛି ଭଦ୍ରକ ଅବକାରୀ ବିଭାଗ. ଜିଲ୍ଲାପାଳ ଡ଼. ଜ୍ଞାନ ଦାସଙ୍କ ନିର୍ଦେଶକ୍ରମେ ଓ ଜିଲ୍ଲା
ଜ୍ୟୋତିଷ ବିଚାର
ଅଦ୍ୟ ଫେବୃଆରୀ ୦୩ ତାରିଖ ୨୦୨୧ ମସିହା(ବୁଧବାର)ଶକାବ୍ଦ -୧୯୪୨,ସମ୍ବତ -୨୦୭୭ସାଲ-୧୪୨୮,ସମ୍ବତ୍ସର -ଆନନ୍ଦୋମାଘମାସ-କୃଷ୍ଣପକ୍ଷତିଥି-ଷଷ୍ଠୀ ଦିବା ଘ୦୨/୪୦ ପର୍ଯ୍ୟନ୍ତ ତଦନ୍ତେ ସପ୍ତମୀ ନକ୍ଷତ୍ର-ଚିତ୍ରା ରାତ୍ରି ଘ୧୦/୦୬ ପର୍ଯ୍ୟନ୍ତ ତଦନ୍ତେ ସ୍ଵାତୀଚନ୍ଦ୍ର -କନ୍ୟା ଦିବା ଘ୧୦/୫୦ ପର୍ଯ୍ୟନ୍ତ ତଦନ୍ତେ
ଆସନ୍ତାକାଲି ଶ୍ରୀଜିଉଙ୍କ ବନକଲାଗି ନୀତି ଅନୁଷ୍ଠିତ
ଭୁବନେଶ୍ୱର: ଆସନ୍ତା ବୁଧବାର ଦିନ ତଥା ମାଘ କୃଷ୍ଣ ପକ୍ଷ ପଞ୍ଚମୀ ତିଥିରେ ମହାପ୍ରଭୁଙ୍କ ବନକଲାଗି ଅନୁଷ୍ଠିତ ହେବ। ଯେଉଁଥିପାଇଁ କାଲି ଅପରାହ୍ନ ୪ଟାରୁ ସନ୍ଧ୍ୟା ୮ଟା ପର୍ଯ୍ୟନ୍ତ ଦର୍ଶନ ବନ୍ଦ ରହିବ ।
ଲୁଚି ରହିଛନ୍ତି ୧୦ରୁ ୧୫ ମାଓବାଦୀ, ଜଙ୍ଗଲରେ ସୁରକ୍ଷାକର୍ମୀଙ୍କ ସର୍ଚ୍ଚ ଅପରେସନ
ବଲାଙ୍ଗିର: ବଲାଙ୍ଗିର ଲାଠୋର ବେନ୍ଦେର ଜଙ୍ଗଲରେ ସୁରକ୍ଷା କର୍ମୀଙ୍କ ସର୍ଚ୍ଚ ଅପରେସନ । ଗତକାଲି ମାଓବାଦୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା । ଗୁଳି ବିନିମୟ ପରେ ଛତ୍ରଭଙ୍ଗ ଦେଇଥିଲେ ମାଓବାଦୀ

