ଗ୍ରୀଷ୍ମ ଓ ବର୍ଷା ଋତୁର ସନ୍ଧିକ୍ଷଣରେ ଭିଜାମାଟିର ବାସ୍ନା ନେଇ ଆସେ ଓଡ଼ିଶାର ଗଣପର୍ବ ରଜ। ସତେ ଯେମିତି ଏହା ଧରିତ୍ରୀ ମାତା ଓ ମୌସୁମୀର ମିଳନର ପର୍ବ । ସାରା ବିଶ୍ୱରେ ପ୍ରକୃତିକୁ
Category: Regional
ଖବର ଆଜିର: ତାରିଖ ୧୪/୦୬/୨୩, ବୁଧବାର
୧-ଆଜି ପହିଲି ରଜ.. ଜମିଲାଣି ରଜ ଆସର, ଦୋଳି ଖେଳ ସହ ପୋଡ଼ ପିଠା, କାକରା ପିଠା, ଚକୁଳି ପିଠା ଓ ରଜପାନରେ ମହକୁଛି ଗାଁ ଠୁ ସହର। ୨-ସରକାରୀ କର୍ମଚାରୀଙ୍କୁ ରଜ ଭେଟି
ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଘର ପାଖରେ ମିଳିବ ଭତ୍ତା
ମାସିକ ଭତ୍ତା ପାଇବା ପାଇଁ ଆଉ ବୃଦ୍ଧ/ବୃଦ୍ଧା କିମ୍ବା ଅସୁସ୍ଥ, ଦିବ୍ୟାଙ୍ଗ କଷ୍ଟ ଭୋଗିବେ ନାହିଁ। ଖରାତରାରେ ଚାଲି ଚାଲି ସରକାରୀ କାର୍ଯ୍ୟାଳୟ ପର୍ଯ୍ୟନ୍ତ ଯିବାର ଆବଶ୍ୟକତା ନାହିଁ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଘୋଷଣାକ୍ରମେ
ପୁଅର ଠେଙ୍ଗା ମାଡ଼ରେ ବାପାଙ୍କ ମୃତ୍ୟୁ ମା’ ଆହତ
ପୁଅର ଠେଙ୍ଗା ମାଡ଼ରେ ବାପାଙ୍କ ମୃତ୍ୟୁ ଘଟିଥିବା ବେଳେ ତାଙ୍କ ମା’ ଆହତ ହୋଇଛନ୍ତି । ଏପରି ଅମାନୁଷିକ ଘଟଣା ଘଟିଛି ଦେବଗଡ଼ ଜିଲ୍ଲା ଲଇମୁରା ଥାନା ଭାଲୁଗୁହା ଗାଁରେ । ସୂଚନା ମୁତାବକ ଗତକାଲି
ବିଶ୍ବ ରେକର୍ଡ କଲା ରାଜସ୍ଥାନ : ୧୨ ଘଣ୍ଟା ଭିତରେ ୨୦୦୦ରୁ ଅଧିକ ବିବାହ
ରାଜସ୍ଥାନ ବିଶ୍ବ ରେକର୍ଡ କରିଛି। ୧୨ ଘଣ୍ଟା ଭିତରେ ୨୦୦୦ରୁ ଅଧିକ ବିବାହ କରି ଗିନିଜ ୱାର୍ଲ୍ଡ ରେକର୍ଡ (ଜିଡବ୍ଲ୍ୟୁଆର) ରେ ସ୍ଥାନ ପାଇଛି। ସୂଚନା ଅନୁଯାୟୀ ଗତ ୨୬ ତାରିଖରେ ବରାଁରେ ଏହି
ରଜ ଆସର ଜମିଲା : ସଜବାଜରେ ଲାଗିପଡ଼ିଲେଣି ଝିଅବୋହୂ
ଆସନ୍ତାକାଲି ମାଟି ଓ ଆକାଶର ମିଳନର ପର୍ବ ରଜ । ଏହାପୂର୍ବରୁ ଆଜି ହେଉଛି ସଜବାଜ । ରଜ ସଜବାଜକୁ ନେଇ ଉତ୍ସବମୁଖର ହୋଇପଡ଼ିଲାଣି ଗାଁଠୁ ସହର । ସଜବାଜରେ ଲାଗିପଡ଼ିଲେଣି ଝିଅବୋହୂ ।
ଡ୍ରାଇଭରଙ୍କ ପାଇଁ ବଡ଼ ଘୋଷଣା: ମୃତ୍ୟୁ ହେଲେ ମିଳିବ ୪ଲକ୍ଷ ଟଙ୍କା
ଡ୍ରାଇଭରଙ୍କ ପାଇଁ ବଡ଼ ଘୋଷଣା । କଥା ଦେଇ କଥା ରଖିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଓଡ଼ିଶା ମୋଟର ଯାନ ଡ୍ରାଇଭର ଓ କର୍ମଚାରୀ କଲ୍ୟାଣ ଯୋଜନା ୨୦୨୩କୁ ଅନୁମୋଦନ କରିଛନ୍ତି ମୁଖ୍ୟମନ୍ତ୍ରୀ।
ଭଦ୍ରକରେ 5T ସଚିବ: ଭି.କେ. ପାଣ୍ଡିଆନ
ଜିଲ୍ଲାର ରୂପାନ୍ତରଣ ପାଇଁ ପଡ଼ିଲା ମୂଳଭିତ୍ତି । ଭଦ୍ରକ ଦେଖିବ ବିକାଶର ନୂଆ ସକାଳ I ଦୁଇଦିନିଆ ଗସ୍ତରେ ସାମଗ୍ରିକ ବିକାଶ ପାଇଁ ବ୍ଲୁପ୍ରିଣ୍ଟ ପ୍ରସ୍ତୁତ କରିଛନ୍ତି 5T ସଚିବ । ଧାମରାର ବହୁପ୍ରତୀକ୍ଷିତ
ଲିଗାଲ ଏଣ୍ଡ କାଉନସିଲ ପକ୍ଷରୁ ପାରା ଲିଗାଲ ତାଲିମ ଶିବିର ଅନୁଷ୍ଠିତ
ରାଜ୍ୟ ସ୍ତରୀୟ ଆଇନ ସେବା ସହାୟତା ସଂଗଠନ ପକ୍ଷରୁ ଆଇନ ସହାୟକ କର୍ମୀମାନଙ୍କର ପ୍ରଶିକ୍ଷଣ ଶିବିର ଅନୁଷ୍ଠାନର ମୁଖ୍ୟ କାର୍ଯ୍ୟାଳୟ କଟକ ଦେଉଳ ସାହି ଠାରେ ଅନୁଷ୍ଠିତ ହୋଇଯାଇଅଛି। ଏହି ଶିବିରକୁ ଆନୁଷ୍ଠାନିକ ଭାବେ
ମୌଳିକ ସାକ୍ଷରତା ଓ ସଂଖ୍ୟାଜ୍ଞାନ ସମ୍ପର୍କିତ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ
କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ଼ ବ୍ଲକ ବେନଗାଁ ସରକାରୀ ଉଚ୍ଚ ବିଦ୍ୟାଳୟରେ G.20 ଶିକ୍ଷା କାର୍ଯ୍ୟନୁଷ୍ଠାନ ବିଭାଗ ଅଧ୍ୟକ୍ଷତାରେ ଲାଞ୍ଜିଗଡ଼ ଶିକ୍ଷା ବିଭାଗ ଓ ସିନି ଟାଟାଟ୍ରଷ୍ଟ ମିଳିତ ଆନୁକୁଲ୍ଯରେ ମୌଳିକ ସାକ୍ଷରତା ଓ ସଂଖ୍ୟାଜ୍ଞାନ