ଭିଡ଼ିଓ ବାର୍ତ୍ତା ଜରିଆରେ ‘ନୂଆଁଖାଇ’ର ଶୁଭେଚ୍ଛା ଜଣାଇଲେ କେନ୍ଦ୍ରମନ୍ତ୍ରୀ । ପଶ୍ଚିମ ଓଡ଼ିଶାର କୃଷିଭିତ୍ତିକ ପର୍ବ ‘ନୂଆଁଖାଇ’ ଅବସରରେ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସମ୍ବଲପୁରୀ ଭାଷାରେ ଏକ ଭିଡିଓ ବାର୍ତ୍ତା ଜାରୀ
Category: Regional
ମାର୍କ ପାଇଁ ଶିକ୍ଷକ ଓ କିରାଣିଙ୍କୁ ଗଛରେ ବାନ୍ଧି ପିଟିଲେ ଛାତ୍ର, ଭିଡିଓ ଭାଇରାଲ
ଝାଡ଼ଖଣ୍ଡର ଦୁମକା ଜିଲ୍ଲାରୁ ଏକ ସମ୍ବେଦନଶୀଳ ମାମଲା ସାମ୍ନାକୁ ଆସିଛି। ଏଠାରେ ଏକ ବିଦ୍ୟାଳୟର ଛାତ୍ରମାନେ ସ୍କୁଲର ସହାୟକ ଶିକ୍ଷକ କୁମାର ସୁମନ ଓ କ୍ଲର୍କ ସୋନେରାମ ଚୌଡ଼େଙ୍କୁ ଆମ୍ବ ଗଛରେ ବାନ୍ଧି ଖୁବ୍
ବହୁ ଚର୍ଚ୍ଚିତ ବିଜେଡି ନେତା ହତ୍ୟା ମାମଲାରେ ମାଓନେତା ସବ୍ୟସାଚୀ ନିର୍ଦୋଷରେ ଖଲାସ
ବହୁ ଚର୍ଚ୍ଚିତ ବିଜେଡି ନେତା ଯଯାତି ସାହୁ ହତ୍ୟା ମାମଲାର ରାୟ ପ୍ରକାଶ ପାଇଛି।ଗୁଣପୁର ଏଡିଜେ କୋର୍ଟ ମାଓନେତା ସବ୍ୟସାଚୀଙ୍କୁ ଏହି ମାମାଲାରେ ଆଜି ନିର୍ଦୋଷ କରିଥିବା ସବ୍ୟସାଚୀଙ୍କ ଓକିଲ ବ୍ରହ୍ମାନନ୍ଦ ପଟ୍ଟନାୟକ ସୂଚନା
ଓପିଏସ୍ସି ସଦସ୍ୟ ଭାବେ ଶପଥ ନେଲେ ସନତ ମହାନ୍ତି
ଓଡ଼ିଶା ଲୋକସେବ। ଆୟୋଗ ( ଓପିଏସ୍ସି)ର ନିଯୁକ୍ତି ପାଇଥିବା ଦୁଇ ଜଣ ସଦସ୍ୟଙ୍କ ମଧ୍ୟରୁ ପୂର୍ବତନ ଖୋର୍ଦ୍ଧା ଜିଲ୍ଲାପାଳ ସନତ କୁମାର ମହାନ୍ତି ସୋମବାର ଦିନ ଓପିଏସ୍ସି କାର୍ଯ୍ୟାଳୟରେ ଶପଥ ନେଇଛନ୍ତି। ଓପିଏସ୍ସି ଅଧ୍ୟକ୍ଷ
ନୂଆଁଖାଇରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, ମିଳିବ କାଳିଆ ଟଙ୍କା
ଚାଷୀଙ୍କ ପାଇଁ ଖୁସିର ଖବର । ନୂଆଁଖାଇରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, ମିଳିବ କାଳିଆ ଟଙ୍କା। କାଳିଆ ଯୋଜନାରେ ଉପକୃତ ହେବେ ୪୧ ଲକ୍ଷ ଚାଷୀ । ଖବର ଅନୁଯାୟୀ, ରାଜ୍ୟରେ ଚାଷୀଙ୍କ ସହାୟତା ପାଇଁ
ଜେଲରୁ ମୁକୁଳିଲେ ଘରୋଇ ଟିଭି ଚ୍ୟାନଲରେ ସମ୍ପାଦକ ଅର୍ଦ୍ଧେନ୍ଦୁ ଦାଶ
ଜେଲରୁ ମୁକୁଳିଲେ ଘରୋଇ ଟିଭି ଚ୍ୟାନଲରେ ସମ୍ପାଦକ ଅର୍ଦ୍ଧେନ୍ଦୁ ଦାଶ। ଆଜି ସନ୍ଧ୍ୟାରେ ଝାରପଡ଼ା ଜେଲରୁ ମୁକୁଳିବା ସମୟର ଜେଲ ପରିସରରେ ଜନଗହଳି ଲାଗ ରହିଥିଲା। ଶହ ଶହ ପ୍ରଶଂସକ ହାତରେ ଫଳମାଳ ଧରି
ସଫ୍ଟଓ୍ୱେୟାର ଇଞ୍ଜିନିୟରଙ୍କ ଝୁଲନ୍ତା ମୃତଦେହ ଠାବ
ଘରେ ଲାଗିଥିବା ଫ୍ୟାନ୍ରୁ ଝୁଲନ୍ତା ମୃତଦେହ ଠାବ କରିଛି ଚନ୍ଦ୍ରଶେଖରପୁର ଥାନା ପୋଲିସ । ଯୁବତୀ ଜଣଙ୍କ ଆତ୍ମହତ୍ୟା କରିଛନ୍ତି ନା ଆଉ କଣ ? ସେନେଇ କିଛି ସ୍ପଷ୍ଟ ସୂଚନା ମିଳିନାହିଁ ।
ସପ୍ତାହକରେ ୨ୟ ଘଟଣା, ମେଡିକାଲ ଛାତରୁ ଡେଇଁ ରୋଗୀ ମୃତ
ଚାରି ମହଲା ଉପର ତଳକୁ ଡେଇଁପଡିଲେ ରୋଗୀ । ଆଉ ତଳେ ପଡି ଚାଲିଗଲା ରୋଗୀର ଜୀବନ । ମୃତକ ପରଜଙ୍ଗ ଥାନା ଲୋଧଣି ଗାଁର ୫୦ ବର୍ଷୀୟ ଦୁର୍ଯ୍ୟୋଧନ ନାୟକ ବୋଲି ଜଣାପଡିଛି
ବଜାରରେ ପଡିଲା ବନ୍ୟା ଇଫେକ୍ଟ, ୬୦ ଉପରେ ସବୁ ପରିବା ଦର
ଗତ ୧୦ ତାରିଖ ପରଠାରୁ ଲଘୁଚାପ ଜନିତ ଲଗାଣ ବର୍ଷା ଏବଂ ବନ୍ୟା ସ୍ଥିତି ଉପୁଜିଛି । ଏହାର ପ୍ରଭାବ ପଡ଼ିଛି ରାଜ୍ୟର ପରିବା ବଜାର ଉପରେ । ୨ ଦିନ ହେବ ପରିବା
ଆଜି ରାଜ୍ୟର ବନ୍ୟାଞ୍ଚଳ ପରିଦର୍ଶନ କରିବେ ମୁଖ୍ୟମନ୍ତ୍ରୀ
ଆଜି ରାଜ୍ୟର ବନ୍ୟାଞ୍ଚଳ ପରିଦର୍ଶନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜି ଅପରାହ୍ନ ସାଢ଼େ ୩ଟାରେ ଆକାଶମାର୍ଗରୁ ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାର ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିବେ ମୁଖ୍ୟମନ୍ତ୍ରୀ ।

