ଦ୍ରକ ଜିଲ୍ଲାରୁ ୪୩୧ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଫଳରେ ଜିଲ୍ଲାରୁ ଏଯାବତ୍ ମୋଟ ୧୩ ହଜାର ୪୩୭ଜଣ ଆକ୍ରାନ୍ତ ଚିହ୍ନଟ ହୋଇସାରିଛନ୍ତି ।
Category: Regional
ଏସଆରସି ସାମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ପ୍ରସ୍ତୁତ ରହିବାକୁ ସମସ୍ତ ଜିଲ୍ଲାପାଳଙ୍କୁ କହିଲେ –
ବଙ୍ଗୋପସାଗରରେ ସମ୍ଭାବ୍ୟ ବାତ୍ୟକୁ ଦୃଷ୍ଟିରେ ରଖି ଆଜି ରାଜ୍ୟ ସ୍ୱତନ୍ତ୍ର ରିଲିଫ କମିଶନରଙ୍କ ପକ୍ଷରୁ କରାଯାଇଥିବା ବୈଠକରେ ରାଜ୍ୟର ସମସ୍ତ ଜିଲ୍ଲାପାଳ ଏବଂ ଏଏସପି ମାନଙ୍କୁ ପ୍ରସ୍ତୁତ ରହିବାକୁ କୁହାଯାଇଛି ।
ପୁରୀ ବଡ଼ ଶଙ୍ଖ ପରିବା ବଜାରରେ ପୋଲିସ ଓ ଉଠାଦୋକାନୀ ମୁହାଁମୁହିଁ , ଘଟଣାସ୍ଥଳରେ ସାମ୍ବାଦିକଙ୍କୁ ମାଡ ମାରିଥିବା ଅଭିଯୋଗ
ପୁରୀ ବଡ଼ ଶଙ୍ଖ ପରିବା ବଜାରରେ ପୋଲିସ ଓ ଉଠାଦୋକାନୀ ମୁହାଁମୁହିଁ ହୋଇଥିବା ଖବର ମିଳିଛି । ଏପରିକି ଉପସ୍ଥିତ ରହିଥିବା ସାମ୍ବାଦିକଙ୍କୁ ମଧ୍ୟ ପୋଲିସ ମାଡ ମାରିଛି ।
ଭୀମସାରେ ଉତ୍ତେଜନା: କରୋନା ଆକ୍ରାନ୍ତଙ୍କୁ ଭୂଲ୍ ଇଞ୍ଜେକ୍ସନ ଦିଆଯାଇଥିବା ଅଭିଯୋଗ,
ସମ୍ବଲପୁର ଭୀମସାର କୋଭିଡ ୧ ହସ୍ପିଟାଲରେ ଜଣେ କରୋନା ଆକ୍ରାନ୍ତଙ୍କୁ ନର୍ସ ଭୂଲ ଇଞ୍ଜେକ୍ସନ ଦେଇଥିବା ଅଭିଯୋଗ ହୋଇଛି । ଏହାପରେ ସେଠାରେ ଉପସ୍ଥିତ ଶତାଧିକ ଲୋକେ ଭିତରକୁ ଧସେଇ ପଶିଥିଲେ ।
କୋଭିଡ୍ ଟେଷ୍ଟ ସେଣ୍ଟରରେ ଗର୍ଭବତୀ ମହିଳା ଏକ ପୁତ୍ର ସନ୍ତାନ ପ୍ରସବ, ମହିଳା ମଧ୍ୟ ଥିଲେ କରୋନା ସଂକ୍ରମିତ-
କୋଭିଡ୍ ଟେଷ୍ଟ ସେଣ୍ଟର ପରିସରରେ ଜଣେ ଗର୍ଭବତୀ ମହିଳା ଏକ ପୁତ୍ର ସନ୍ତାନ ପ୍ରସବ କରିଛନ୍ତି। ପରେ ଜଣାପଡ଼ିଛି ମହିଳା ମଧ୍ୟ ଥିଲେ କରୋନା ସଂକ୍ରମିତ ଏହା ଘଟିଛି ନବରଙ୍ଗପୁର ଜିଲ୍ଲା ରାଇଘର ବ୍ଳକ ପାରୁଆ ଗ୍ରାମରେ
ସ୍ବର୍ଗତ ରଘୁନାଥ ମହାପାତ୍ରଙ୍କ ପୁଅ ପ୍ରଶାନ୍ତ ମହାପାତ୍ରଙ୍କ ପରଲୋକ, କରୋନା ନେଗେଟିଭ ଥିଲେ
କରୋନା ଯୋଗୁଁ ବିଶିଷ୍ଟ ସ୍ଥପତି ରଘୁନାଥ ମହାପାତ୍ରଙ୍କ ଦେହାନ୍ତ ହେବାର ପ୍ରାୟ ଦଶ ଦିନ ପରେ ତାଙ୍କ ପୁଅ ପ୍ରଶାନ୍ତ ମହାପାତ୍ର ଆଜି ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି ।
ଏମ୍ସ ନିର୍ଦ୍ଦେଶକଙ୍କ ସୂଚନା ବିରୋଧୀ ଦଳର ନେତା ପ୍ରଦୀପ୍ତ ନାଏକଙ୍କ ସ୍ବାସ୍ଥ୍ୟବସ୍ଥାରେ ଉନ୍ନତି,
କରୋନା ସଂକ୍ରମିତ ହୋଇ ଏମ୍ସରେ ଚିକିତ୍ସାଧୀନ ରହିଥିବା ବିରୋଧୀ ଦଳର ନେତା ପ୍ରଦୀପ୍ତ ନାଏକଙ୍କ ସ୍ବାସ୍ଥ୍ୟବସ୍ଥାରେ ଉନ୍ନତି ପରିଲକ୍ଷିତ ହୋଇଛି ବୋଲି ଏମ୍ସ ନିର୍ଦ୍ଦେଶକ ସଚ୍ଚିଦାନନ୍ଦ ମହାନ୍ତି ସୂଚନା ଦେଇଛନ୍ତି ।
ଜ୍ୟୋତିଷ ବିଚାର
ଅଦ୍ୟ ମଇ ମାସ ୧୯ ତାରିଖ ୨୦୨୧ ମସିହା(ବୁଧବାର)
କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ କଏଦୀଙ୍କୁ ଜେଲରେ ଦିଆଗଲା କୋଭିଡ ଟୀକା-
ଦିନକୁ ଦିନ ରାଜ୍ୟରେ କୋରୋନା ସଂକ୍ରମଣ ବୃଦ୍ଧି ପାଉଥିବା ବେଳେ ଏବେ ରାଜ୍ୟ ସରକାର ଟୀକାକରଣ ଉପରେ ଅଧିକ ଗୁରୁତ୍ଵ ଦେଇଛନ୍ତି ।
ମୁଖ୍ୟମନ୍ତ୍ରୀ ରାଜ୍ୟରେ କୋଭିଡ ସ୍ଥିତି ନିୟନ୍ତ୍ରଣାଧୀନ ଅଛି କହିଲେ
ରାଜ୍ୟର କୋଭିଡ ସ୍ଥିତି ବିଷୟରେ ଆଜି ସମିକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହା ସହିତ ସେ କହିଛନ୍ତି ଯେ ରାଜ୍ୟରେ ଏବେ କରୋନା ସଂକ୍ରମଣ ନିୟନ୍ତ୍ରଣାଧୀନ ରହିଛି ।

