ଭାରତ ଓ ଇଂଲଣ୍ଡ ମଧ୍ୟରେ ଆଜି ଟି-୨୦ ଶୃଙ୍ଖଳାର ୩ୟ ମୁକାବିଲା ହେବ । ଅହମଦାବାଦସ୍ଥିତ ନରେନ୍ଦ୍ର ମୋଦୀ ଷ୍ଟାଡ଼ିୟମରେ ୫ଟି ମ୍ୟାଚ ବିଶିଷ୍ଟ ଶୃଙ୍ଖଳାର ୩ୟ ମ୍ୟାଚ୍ ଭାରତୀୟ ସମୟ ସନ୍ଧ୍ୟା ୭ଟାରେ
Category: Regional
ଏପ୍ରିଲରେ ଭାରତ ଗସ୍ତରେ ଆସିବେ ବ୍ରିଟେନ୍ ପ୍ରଧାନମନ୍ତ୍ରୀ ବୋରିସ୍ ଜନ୍ସନ୍
ବ୍ରିଟେନ୍ ପ୍ରଧାନମନ୍ତ୍ରୀ ବୋରିସ୍ ଜନ୍ସନ୍ ଏପ୍ରିଲ ମାସର ଶେଷରେ ଭାରତ ଗସ୍ତରେ ଆସିବେ । ପ୍ରଧାନମନ୍ତ୍ରୀ ବୋରିସ ଜନ୍ସନ୍ଙ୍କ କାର୍ଯ୍ୟାଳୟ ପକ୍ଷରୁ ସୋମବାର ଏହି ସୂଚନା ଦିଆଯାଇଛି । ୟୁରୋପୀୟ ସଂଘ ଠାରୁ ଅଲଗା
ପାହାଡ଼ ଉପରୁ ଜଣେ ମହିଳାଙ୍କ ଖଣ୍ଡବିଖଣ୍ଡିତ ଶବ ଉଦ୍ଧାର
ସାନଖେମୁଣ୍ଡି ଅଞ୍ଚଳର ରତନଈ ପୀଠ ପାହାଡ଼ ଉପରୁ ଜଣେ ମହିଳାଙ୍କ ଅର୍ଦ୍ଧଦଗ୍ଧ ଗଳିତ ଶବ ଉଦ୍ଧାର ହୋଇଛି । ମହିଳାଙ୍କୁ ହତ୍ୟା କରି ପ୍ରମାଣ ନଷ୍ଟ କରିବା ପାଇଁ କୌଣସି ରାସାୟନିକ ସାର ଦେଇ
ରାଷ୍ଟ୍ରପତିଙ୍କ ଓଡିଶା ଗସ୍ତ ପାଇଁ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଉଚ୍ଚସ୍ତରୀୟ ବୈଠକ
ରାଷ୍ଟ୍ରପତି ରାମନାଥ କୋବିନ୍ଦ ଆସନ୍ତା ୨୧ରେ ଓଡ଼ିଶା ଗସ୍ତରେ ଆସିବେ । ରାଷ୍ଟ୍ରପତି ସେହିଦିନ ରାଉରକେଲାସ୍ଥିତ ଜାତୀୟ ବୈଷୟିକ ପ୍ରତିଷ୍ଠାନ (ଏନ୍. ଆଇ.ଟି) ର ବାର୍ଷିକ ସମାବର୍ତ୍ତନ ଉତ୍ସବରେ ଯୋଗଦେବେ । ସେହିଦିନ ରାଉରକେଲା
ବଟି ନ ଦେବାରୁ ଯୁବକଙ୍କୁ ଗୋଡାଇ ଗୋଡାଇ ହାଣିଲେ 3 ଦୁର୍ବୃତ୍ତ
ପୁରୀ ଜିଲ୍ଲା ବାସେଳିସାହି ଥାନା ଅନ୍ତର୍ଗତ ମିଶ୍ରସାହିରେ ଜଣେ ଯୁବକଙ୍କୁ ଗୋଡାଇ ଗୋଡାଇ 3 ଜଣ ଦୁର୍ବୃତ୍ତ ଆକ୍ରମଣ କରିଛନ୍ତି । ଗୁରୁତର ଯୁବକଙ୍କୁ ପୁରୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଓଟିରେ ଦୀର୍ଘ ସମୟଧରି
ଅଗ୍ନିକାଣ୍ଡରେ ଜଳିଗଲା ୧୦ ଵଖରା ଘର
ଅଗ୍ନିକାଣ୍ଡରେ ଜଳିଗଲା ୧୦ ଵଖରା ଘର । ଭଦ୍ରକ ଜିଲ୍ଲା ଭଣ୍ଡାରିପୋଖରୀ ବ୍ଲକ ଅନ୍ତର୍ଗତ ଦକ୍ଷିଣବାଡ ପଞ୍ଚାୟତ କହରାପୋଖରୀରେ ଅଗ୍ନିକାଣ୍ଡ ଘଟି ୧୦ ବଖରା ଘର ଜଳି ଯାଇଛି। ତେବେ ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ
ଶ୍ରୀକ୍ଷେତ୍ର ପୁରୀରେ ଆରମ୍ଭ ହେଲା ରୁଟି ବ୍ୟାଙ୍କ ।
ଅସହାୟ ବୁଲା ଗାଈ, ଷଣ୍ଢ,ମାଙ୍କଡ଼ ଓ କୁକୁର ମାନଙ୍କ ଭଳି ପଶୁ ମାନଙ୍କ ଭୋକିଲା ପେଟକୁ ଖାଦ୍ୟ ଯୋଗାଇବା ପାଇଁ,ଜଗତର ନାଥ ଜଗନ୍ନାଥଙ୍କ ମନ୍ଦିର ପାଖ ‘ବାଲି ସାହି’ ଠାରେ ଆରମ୍ଭ ହେଲା ରୁଟି
ଧାନ ଯନ୍ତ୍ରଣା ଗୁହାରୀ ଶୁଣୁନି ପ୍ରଶାସନ, ଅନଶନରେ ବସିଥିବା ଚାଷୀ ଅସୁସ୍ଥ ହୋଇ ମେଡ଼ିକାଲରେ ଭର୍ତ୍ତି
ଧାନକିଣାରେ ଅନିମିତତା ପ୍ରତିବାଦରେ ଭଦ୍ରକ ଜିଲ୍ଲା ଯୋଗାଣ କାଯ୍ୟାଳୟ ଆଗରେ 3 ଦିନ ହେବ ଅନଶନରେ ବସିଥିବା ଜଣେ ଚାଷୀ ଅସୁସ୍ଥ । ଚାଷୀ ରାମକୃଷ୍ଣ ପଣ୍ଡାଙ୍କୁ ଭଦ୍ରକ ମେଡିକାଲରେ ଭର୍ତ୍ତି କରାଯାଇଛି । ଭଦ୍ରକ ଜିଲ୍ଲାରେ ଧାନକିଣାରେ ଅନିମିତତା ଓ ମଣ୍ଡି ସମସ୍ୟା ନେଇ ବାରମ୍ବାର
ଡିଏନଏ ଟେଷ୍ଟ ପାଇଁ ପଠାଗଲା ଶରୀରର ଅଂଶବିଶେଷ : ଖୋଲିବ ନରକଙ୍କାଳ ରହସ୍ୟ
ଯାଁଳା ଫାଣ୍ଡି ପରିସରରେ ଗାଡ଼ି ଭିତରୁ ନରକଙ୍କାଳ ଜବତ ଘଟଣାର ଖୋଳତାଡ ଚାଲିଛି । ମୃତକଙ୍କ ପରିଚୟ ଜାଣିବା ପୋଲିସ ପାଇଁ ବଡ଼ ଚ୍ୟାଲେଞ୍ଜ । ଆଜି ଡିଏନଏ ଟେଷ୍ଟ ପାଇଁ ପଠାଯାଇଛି ଶରୀରର
କୋହଲିଙ୍କ ଧୂଆଁଧାର ବ୍ୟାଟିଂ, ଟିମ୍ ଇଣ୍ଡିଆର ଦମଦାର ବିଜୟ
ନରେନ୍ଦ୍ର ମୋଦି କ୍ରିକେଟ୍ ଷ୍ଟାଡିୟମରେ ଖେଳାଯାଇଥିବା ଦ୍ବିତୀୟ ଟି-ଟ୍ବେଣ୍ଟିରେ ଟିମ୍ ଇଣ୍ଡିଆର ଦମଦାର ବିଜୟ । ଇଂଲଣ୍ଡକୁ ୭ ଓ୍ବିକେଟରେ ହରାଇଛି ଭାରତ । ମ୍ୟାଚରେ ଅଧିନାୟକ ବିରାଟ କୋହଲି ଖେଳିଛନ୍ତି ଦମଦାର ଅର୍ଦ୍ଧଶତକୀୟ

