କରୋନା ଟୀକା ନେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଆଜି ସକାଳୁ ଦିଲ୍ଲୀ ଏମ୍ସରେ କୋଭିଡର ପ୍ରଥମ ଡୋଜ ମୋଦୀ ନେଇଥିବା ଜଣାପଡିଛି । ଟୀକା ନେବା ପରେ ସେ ଡାକ୍ତର ଓ ବୈଜ୍ଞାନିକଙ୍କୁ
Category: KHABAR AAJIRA
ମାହାଙ୍ଗା ପଡିଲା ଡ୍ୟୁଟିରେ ମଦ୍ୟପାନ; ନିଲମ୍ବିତ ହେଲେ ୪ ପୋଲିସ କର୍ମଚାରୀ
ଡ୍ୟୁଟି ସମୟରେ ମଦ୍ୟପାନ କରିବା ପଡିଲା ମହଙ୍ଗା। ନିଲମ୍ବିତ ହେଲେ ୪ ପୋଲିସ କର୍ମଚାରି। ଯାଜପୁର ଜିଲ୍ଲା ଧର୍ମଶାଳା ଥାନା ଅଧିନସ୍ଥ ଜାରକା ଫାଣ୍ଡିର ୪ ଜଣ ପୋଲିସ କର୍ମଚାରୀଙ୍କୁ ନିଲମ୍ବନ କରିଛନ୍ତି ଯାଜପୁର
ଘୂର୍ଣ୍ଣିଝଡ଼ ଯୋଗୁଁ ଦୁର୍ଘଟଣା ଘଟି ୫ ଯାତ୍ରୀ ଗୁରୁତର
ଘୂର୍ଣ୍ଣିଝଡ଼ ଯୋଗୁଁ ଦୁର୍ଘଟଣା । ଘୂର୍ଣ୍ଣିଝଡ଼ ଯୋଗୁଁ ନିଆଁ ଲାଗି ଦ୍ରୁତଗତିରେ ଚାରିଆଡେ ବ୍ୟାପିବା ସହ ଜଙ୍ଗଲରେ ନିଆଁ ଲାଗି ଯାଇଥିଲା । ଧୂଆଁ ଯୋଗୁଁ ରାସ୍ତାରେ ୨ଟି ଅଟୋ ମୁହାଁମୁହିଁ ଧକ୍କା ହୋଇଥିଲା
୨ ହଜାର କୋଟି ଟଙ୍କାର ପାଣ୍ଠି ଅଯୋଧ୍ୟାରେ ରାମ ମନ୍ଦିର ନିର୍ମାଣ ପାଇଁ ଆଦାୟ ହେଲା
ଅଯୋଧ୍ୟା ରାମ ମନ୍ଦିର ନିର୍ମାଣ ପାଇଁ ଚାନ୍ଦା ଆଦାୟ ପ୍ରକ୍ରିୟା ଶେଷ ହୋଇଛି । ଜାନୁଆରୀ ମାସରୁ ଆରମ୍ଭ ହୋଇଥିବା ଏହି ଅଭିଯାନରେ ଏଯାବତ ମୋଟ ୨ ହଜାର କୋଟି ଟଙ୍କା ସଂଗ୍ରହ ହୋଇସାରିଛି
ଭଦ୍ରକ ବାର ଆସୋସିଏସନ ପକ୍ଷରୁ ଵାର୍ଷିକ ସମାରୋହ ଅନୁଷ୍ଠିତ
ଭଦ୍ରକ ବାର ଆସୋସିଏସନ ପକ୍ଷରୁ ଵାର୍ଷିକ ସମାରୋହ ଅନୁଷ୍ଠିତ ହୋଇଯାଛି । ବାର୍ଷିକ ସମାରୋହ ସହରର ସହିଦ ସ୍ମୃତି ଭବନ ଠାରେ ଅନୁଷ୍ଠିତ ହୋଇଛି । କାର୍ଯ୍ୟକ୍ରମରେ ଓଡିଶା ଉଚ୍ଚ ନ୍ୟାୟଳୟର ବିଚାରପତି ଜଷ୍ଟିସ
ମାର୍ଚ୍ଚରୁ ଆରମ୍ଭ ହୋଇପାରେ ପ୍ରୟାଗରାଜ-ଭୁବନେଶ୍ୱର ବିମାନ ସେବା
ଆସନ୍ତା ମାର୍ଚ୍ଚ ମାସରୁ ଭୁବନେଶ୍ୱରରୁ ଉତ୍ତରପ୍ରଦେଶର ପ୍ରମୁଖ ପର୍ଯ୍ୟଟନ ସ୍ଥଳୀ ପ୍ରୟାଗରାଜକୁ ବିମାନ ଯୋଗେ ଯାତ୍ରା କରିବାର ସମ୍ଭାବନା ରହିଛି।ସୂଚନା ଅନୁଯାୟୀ, ଇଣ୍ଡିଗୋ ଏୟାରଲାଇନ୍ସ ମାର୍ଚ୍ଚ ୨୮ରୁ ପ୍ରୟାଗରାଜରୁ ଭୁବନେଶ୍ୱର ପର୍ଯ୍ୟନ୍ତ ବିମାନ ସେବା
ଚାକିରୀ ଦେବା ପାଇଁ ପ୍ରଲୋଭନ ଦେଖାଇ ଲୁଟିନେଲେ ୬୯ ହଜାର,
ପୁଣି ନିଯୁକ୍ତି ଦେବାକୁ କହି ଠକି ନେଲେ ହଜାର ହଜାର ଟଙ୍କା। ଏଭଳି ଘଟଣା ଘଟିଛି ଅନୁଗୋଳ ଜିଲ୍ଲାରେ। ପୁଲିସ ଉକ୍ତ ଠକେଇ ଘଟଣାରେ ୩ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ
କରୋନା ପାଇଁ ବୁର୍ଲା ଭିସୁଟରେ ଅନିର୍ଦ୍ଧିଷ୍ଟ କାଳ ଯାଏଁ କଟକଣା ଜାରି
ବୁର୍ଲା ଭିସୁଟର ବିଭିନ୍ନ ହଷ୍ଟେଲରୁ ୨୫ ଜଣ ଛାତ୍ରଛାତ୍ରୀ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ଆଖପାଖ ଅଞ୍ଚଳରେ ଗତକାଲିଠାରୁ ଅନିର୍ଦ୍ଦିଷ୍ଟ କାଳ ଯାଏଁ କଟକଣା ଜାରି ହୋଇଛି । ସ୍ଥାନୀୟ ଅଞ୍ଚଳର ଦୋକାନ
ବରିଷ୍ଠ ନାଗରିକଙ୍କୁ ଟିକାକରଣ: ଘରୋଇ ହସ୍ପିଟାଲରେ ପଞ୍ଜିକରଣ ବାଧ୍ୟତାମୂଳକ
ଦୀର୍ଘ ୧୧ମାସ ପରେ ପୁଣି କରୋନା ମୁଣ୍ଡ ଟେକିବା ଆରମ୍ଭ କରିଲାଣି । ତେବେ ଏହାକୁ ଦୃଷ୍ଟିରେ ରଖି ଓଡ଼ିଶା ସରକାରଙ୍କ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଉଛି । ଯାହା ଫଳରେ ସାମାଜିକ ଦୂରତା
ଆଇଆଇଟି ଭୁବନେଶ୍ବରକୁ ୟୁନିଭର୍ସିଟି ଅଫ୍ ଦି ଇୟର୍ ସମ୍ମାନ
କରୋନା ମହାମାରୀ ସମୟରେ ଭୁବନେଶ୍ବର ଆଇଆଇଟିରେ ଶିକ୍ଷାକ୍ଷେତ୍ରରେ କୌଣସି ପ୍ରଭାବ ପକାଇନଥିଲା। ତେଣୁ ଫେଡେରେସନ୍ ଅଫ୍ ଇଣ୍ଡିଆନ୍ ଚାମ୍ବର୍ସ ଅଫ୍ କମର୍ସ ଆଣ୍ଡ ଇଣ୍ଡଷ୍ଟ୍ରି (ଫିସି) ପକ୍ଷରୁ ଉଚ୍ଚଶିକ୍ଷା କ୍ଷେତ୍ରରେ ଉତ୍କର୍ଷତା ହାସଲ କରିଥିବା

