ପୁଣି ଚାଲିବ ପ୍ରଥମ ପର୍ଯ୍ୟାୟ ଟୀକାକରଣ

ଭୁବନେଶ୍ବର:ଆସନ୍ତାକାଲିଠାରୁ ପୁଣି ଚାଲିବ ପ୍ରଥମ ପର୍ଯ୍ୟାୟ ଟୀକାକରଣ । ୫୯ ସେସନ ସାଇଟରେ ୬୪୯୮ ସ୍ୱାସ୍ଥ୍ୟକର୍ମୀଙ୍କୁ ଟୀକା ଦିଆଯିବ । ଏଥିରୁ ଭୁବନେଶ୍ୱରର ୧୦ଟି ସାଇଟ ରହିବ । ସେହିପରି ଫେବୃଆରୀ ୬ ତାରିଖରୁ

ରାଜ୍ୟରେ କମୁଛି କରୋନା କାୟା: ୨୪ ଘଣ୍ଟାରେ ୬୦ ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ କମିବାରେ ଲାଗିଛି କରୋନା କାୟା। ଉଭୟ ଦୈନିକ ସଂକ୍ରମଣ ଓ ମୃତ୍ୟୁ ସଂଖ୍ୟା ମଧ୍ୟ ହ୍ରାସ ପାଉଛି। ଗତ ୨୪ଘଣ୍ଟାରେ ଓଡ଼ିଶାରୁ ଚିହ୍ନଟ ହୋଇଛନ୍ତି ୬୦ ନୂଆ ଆକ୍ରାନ୍ତ । ଯାହାକୁ

ଝୁଲୁଛି ଅଜଣା ମୃତଦେହ, ତଳେ ପଡିଛି ବିଷ ଓ ମଦ ବୋତଲ

ଭଦ୍ରକ ୨।୨: ସୂଚନାଯୋଗ୍ୟ ଯେ, ୧୬ ନମ୍ବର ଜାତୀୟ ରାଜପଥ ଭଦ୍ରକ ଜିଲ୍ଲା ଭଣ୍ଡାରିପୋଖରୀ ଥାନା ଡାହାଲା ମହନ୍ତ ପୋଲ ନିକଟ ଏକ ଗଛରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ସ୍ଥାନୀୟ

ସ୍କୁଟିକୁ ଧକ୍କା ଦେଲା ଟ୍ରକ, ଚାଳକ ମୃତ

ସାନଖେମୁଣ୍ଡି(ଗଞ୍ଜାମ): ସ୍କୁଟିକୁ ଧକ୍କା ଦେଲା ଟ୍ରକ । ଦୁର୍ଘଟଣାରେ ସ୍କୁଟି ଚାଳକଙ୍କ ମୃତ୍ୟୁ ହୋଇଛି । ଗଞ୍ଜାମ ଜିଲ୍ଲା ସାନଖେମୁଣ୍ଡି ଜରଡ଼ା ଥାନା କେଲୁଆ ଛକ ନିକଟରେ ଏହି ଦୁର୍ଘଟଣା ଘଟିଛି । ଦୁର୍ଘଟଣା ଘଟାଇଥିବା

ଓଡ଼ିଶା ଅନସ୍କ୍ରିପ୍ଟଟେଡ୍ ଫାଉଣ୍ଡେସନର ବାର୍ଷିକ ପତ୍ରିକା ସୁବର୍ଣ୍ଣା ଉନ୍ମୋଚିତ

ଭୁବନେଶ୍ୱର : ଓଡ଼ିଶା ଅନସ୍କ୍ରିପ୍ଟଟେଡ୍ ଫାଉଣ୍ଡେସନର ଅନସ୍କ୍ରିପ୍ଟଟେଡ୍ ଓଡିଆ ଆନୁକୁଲ୳ରେ ବାର୍ଷିକ ପତ୍ରିକା ସୁବର୍ଣ୍ଣା ଉନ୍ମୋଚିତ ହୋଇଯାଇଛି । ଭୁବନେଶ୍ୱର ଚଉଷଠି ଯୋଗିନି ଗେଷ୍ଟ ହାଉସ  ଏହି କାର୍ଯ୳କ୍ରମରେ ଅନୁଷ୍ଠିତ ହୋଇଥିଲା। ଡ଼ଃ ଅବଦୁଲ୍

ବିରୋଧୀଙ୍କ ହଟ୍ଟଗୋଳ, ଗୃହକାର୍ଯ୍ୟ ମୁଲତବି…….

କଂଗ୍ରେସ ସମେତ ଅନେକ ବିରୋଧୀ ଦଳର ସଦସ୍ୟ କୃଷକଙ୍କ ପ୍ରସଙ୍ଗରେ ଚର୍ଚ୍ଚା ପାଇଁ ଦାବି କରିଥିଲେ । କିନ୍ତୁ ରାଜ୍ୟସଭା ଅଧ୍ୟକ୍ଷ ଆଜି ଚର୍ଚ୍ଚା ପାଇଁ ମନା କରିଥିଲେ । ଏହାପରେ ବିରୋଧୀ ଦଳ

ଗତ ଥର ଅପେକ୍ଷା କମିଲା ୨୩୦ କୋଟି ଟଙ୍କା

ବଜେଟରେ କେନ୍ଦ୍ର ସରକାର ସବୁ ଦିଗକୁ ସନ୍ତୁଳିତ କରିବାର ପ୍ରୟାସ କରି କିଛି କାଟଛାଟ୍‌ କରିଛନ୍ତି । ତେଣୁ କ୍ରୀଡ଼ା ବାବଦକୁ ଯେତିକି ଅର୍ଥ ଗତ ବଜେଟରେ ମିଳିଥିଲା, ସେଥିରେ ହ୍ରାସ କରାଯାଇଛି ।

ଶିଶୁର ମୁଣ୍ଡବିହୀନ ମୃତଦେହ ଉଦ୍ଧାର କରିଛି ପୋଲିସ

ଯାଜପୁର: ଶିଶୁର ମୁଣ୍ଡବିହୀନ ମୃତଦେହ ଉଦ୍ଧାର କରିଛି ପୋଲିସ । ଯାଜପୁର ଟାଉନ ଥାନା ଅନ୍ତର୍ଗତ ଚାଇନିପୁର ପଞ୍ଚାୟତ ବିଦ୍ୟାଧରପୁର ଗାଁରେ ଦେଖିବାକୁ ମିଳିଛି ଏଭଳି ଅଭାବନୀୟ ଦୃଶ୍ୟ । ସୂଚନାଯୋଗ୍ୟ, ବିଦ୍ୟାଧରପୁର ଗାଁର

ବୃଦ୍ଧାଙ୍କ ବେକରୁ ଲୁଟେରା ଝାମ୍ପି ନେଲେ ସୁନା ଚେନ୍‌

ବାଲିପାଟଣା: ବୃଦ୍ଧାଙ୍କ ବେକରୁ ଲୁଟେରା ଝାମ୍ପି ନେଇଛନ୍ତି ସୁନା ଚେନ୍‌ । ବାଲିଅନ୍ତା ଥାନା ବାଳକାଟିରେ ଘଟିଛି ଏହି ଘଟଣା । ବାଳକାଟି ଥାନାରେ ଲୁଟ୍‌ ଘଟଣା ନେଇ ମାମଲା ଅଭିଯୋଗ ହୋଇଛି ।

ଇଂଲଣ୍ଡ ବିପକ୍ଷ ସିରିଜରେ ଏହି ରେକର୍ଡ ଭାଙ୍ଗିବା ଲକ୍ଷ୍ୟରେ କିଙ୍ଗ କୋହଲି

ଚେପକ: ଆଗାମୀ ଇଂଲଣ୍ଡ ବିପକ୍ଷ ଟେଷ୍ଟ କ୍ରିକେଟ ସିରିଜରେ ଟିମ୍ ଇଣ୍ଡିଆ ଅଧିନାୟକ ବିରାଟ କୋହଲି ୨ଟି ରେକର୍ଡ ଭାଙ୍ଗିବା ଲକ୍ଷ୍ୟରେ ରହିଛନ୍ତି । ଅଧିନାୟକ ଭାବେ କ୍ରିକେଟ ଇତିହାସରେ ସର୍ବାଧିକ ଶତକ ହାସଲ