ଜୀବନ ବ୍ୟାପୀ ସାଧନା ପୁରସ୍କାର ପାଇବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଥିପାଇଁ ବିଜେଡିର ବଡ଼ ପ୍ରସ୍ତୁତି । ଦିଲ୍ଲୀରେ କ୍ୟାପିଟାଲ ଫାଉଣ୍ଡସେନ ସୋସାଇଟି ପକ୍ଷରୁ ଲାଇଫ ଟାଇମ ଆଚିଭମେଣ୍ଟ ପୁରସ୍କାର ପ୍ରଦାନ କରାଯିବ
Category: KHABAR AAJIRA
ବିଜେଡି ମହିଳା କର୍ମକର୍ତ୍ତା ତାଲିକାରେ ମୃତ ମୀନାକ୍ଷୀ
ସଦ୍ୟ ଘୋଷିତ ମହିଳା ବିଜୁ ଜନତା ଦଳର ରାଜ୍ୟ କାର୍ଯ୍ୟକାରିଣୀ ତାଲିକାରେ ସ୍ଥାନ ପାଇଛନ୍ତି ବ୍ରହ୍ମପୁର ସହରର ଟାଣୁଆ ନେତ୍ରୀ ସ୍ବର୍ଗତାଃ ମୀନାକ୍ଷୀ ମିଶ୍ର। ଏହାକୁ ନେଇ ଦଳ ଭିତରେ ଓ ବାହାରେ ଚର୍ଚ୍ଚା
ଚର୍ଚ୍ଚାରେ ଭଗବାନ ଗଣେଶଙ୍କ ଆଧାରକାର୍ଡ, ସ୍କାନ୍ କର ମୂର୍ତ୍ତି ଦେଖ
ଏବେ ବିଭିନ୍ନ ମଣ୍ଡପରେ ପୂଜା ପାଉଛନ୍ତି, ବିଘ୍ନରାଜ ଶ୍ରୀ ଗଣେଶ। ୨ବର୍ଷ ପରେ ପୂଜାକୁ ନେଇ ସାରା ଦେଶ ଚଳଚଞ୍ଚଳ । ଲୋକଙ୍କୁ ଆକୃଷ୍ଟ କରିବା ପାଇଁ ଦେଶରେ ବିଭିନ୍ନ ସ୍ଥାନରେ ବପ୍ପାଙ୍କର ଆକର୍ଷଣୀୟ ପ୍ରତିମା
ଆଇପିଏସସ୍ତରରେ ଅଦଳବଦଳ, ଚାରି ବରିଷ୍ଠ ପୋଲିସ ଅଧିକାରୀ ଡିଜି ପାହ୍ୟାକୁ ଉନ୍ନୀତ
ଚାରି ବରିଷ୍ଠ ପୋଲିସ ଅଧିକାରୀ ଡିଜି ପାହ୍ୟାକୁ ଉନ୍ନୀତ । ୮୯ ବ୍ୟାଚର ଅଫିସର ପ୍ରଣବିନ୍ଦୁ ଆଚାର୍ଯ୍ୟ, ଏସ.ଏମ୍. ନର୍ଭେଣେ, ଅମ୍ରିତ ମୋହନ ପ୍ରସାଦ, ବି. ରାଧିକାଙ୍କୁ ଡିଜି ପାହ୍ୟାକୁ ପଦୋନ୍ନତି ମିଳିଛି । ଏବେ ରାଜ୍ୟ ପୋଲିସର
ପୁଣି ଥରେ କ୍ରିକେଟ୍ ପଡ଼ିଆରେ ମାଷ୍ଟର ବ୍ଲାଷ୍ଟର ସଚିନ ତେନ୍ଦୁଲକର, ଭାରତୀୟ ଦଳର ହେବେ ଅଧିନାୟକ
ସଚିନ ତେନ୍ଦୁଲକରଙ୍କ ଫ୍ୟାନ୍ମାନଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସୁଛି। ପୁଣି ଥରେ କ୍ରିକେଟ୍ ପଡ଼ିଆରେ ମାଷ୍ଟର ବ୍ଲାଷ୍ଟର ସଚିନ ତେନ୍ଦୁଲକର ଚୌକା, ଛକା ମାରିବେ। ରିପୋର୍ଟ ମୁତାବକ, ସଚିନ ଆସନ୍ତା ସେପ୍ଟେମ୍ବର ୧୦ରୁ ଅକ୍ଟୋବର
ସୋନିଆ ଗାନ୍ଧିଙ୍କ ମା’ଙ୍କ ପରଲୋକ
କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧିଙ୍କ ମା’ ପାଓଲା ମାଇନୋଙ୍କର ଗତ ଶନିବାର ( ଅଗଷ୍ଟ ୨୭) ଦିନ ପରଲୋକ ଘଟିଛି। ଇଟାଲି ସ୍ଥିତ ବାସଭବନରେ ପରିବାର ସଦସ୍ୟଙ୍କ ଉପସ୍ଥିତିରେ ପାଓଲା ମାଇନୋଙ୍କର ୯୯ ବର୍ଷ ବୟସରେ
ନୂଆଁଖାଇରେ ମାଆ ସମଲେଶ୍ବରୀଙ୍କଠାରେ ଲାଗି ହେଲା ନବାନ୍ନ ଭୋଗ
ନୂଆଁଖାଇ ପାଇଁ ସାରା ପଶ୍ଚିମ ଓଡ଼ିଶା ଉତ୍ସବ ମୁଖରିତ। ମାଆ ସମଲେଶ୍ୱରୀଙ୍କୁ ଲାଗି ହେଲା ନବାନ୍ନ । ଘରେ ଘରେ ପିଠାପଣାର ମହକ। ମାଆଙ୍କ ପାଇଁ ନବାନ୍ନ ମୁଖ୍ୟ ପୂଜକଙ୍କ ସମେତ ଆଉ ଦୁଇ
‘ନୂଆଁଖାଇ’ ଶୁଭେଚ୍ଛା ଜଣାଇଲେ କେନ୍ଦ୍ରମନ୍ତ୍ର ଧର୍ମେନ୍ଦ୍ର ପ୍ରଧାନ
ଭିଡ଼ିଓ ବାର୍ତ୍ତା ଜରିଆରେ ‘ନୂଆଁଖାଇ’ର ଶୁଭେଚ୍ଛା ଜଣାଇଲେ କେନ୍ଦ୍ରମନ୍ତ୍ରୀ । ପଶ୍ଚିମ ଓଡ଼ିଶାର କୃଷିଭିତ୍ତିକ ପର୍ବ ‘ନୂଆଁଖାଇ’ ଅବସରରେ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସମ୍ବଲପୁରୀ ଭାଷାରେ ଏକ ଭିଡିଓ ବାର୍ତ୍ତା ଜାରୀ
ମାର୍କ ପାଇଁ ଶିକ୍ଷକ ଓ କିରାଣିଙ୍କୁ ଗଛରେ ବାନ୍ଧି ପିଟିଲେ ଛାତ୍ର, ଭିଡିଓ ଭାଇରାଲ
ଝାଡ଼ଖଣ୍ଡର ଦୁମକା ଜିଲ୍ଲାରୁ ଏକ ସମ୍ବେଦନଶୀଳ ମାମଲା ସାମ୍ନାକୁ ଆସିଛି। ଏଠାରେ ଏକ ବିଦ୍ୟାଳୟର ଛାତ୍ରମାନେ ସ୍କୁଲର ସହାୟକ ଶିକ୍ଷକ କୁମାର ସୁମନ ଓ କ୍ଲର୍କ ସୋନେରାମ ଚୌଡ଼େଙ୍କୁ ଆମ୍ବ ଗଛରେ ବାନ୍ଧି ଖୁବ୍
ତାଜମହଲର ନାମ ହେବ ‘ତେଜୋ ମହାଳୟା’ ! ଜୋର୍ ଧରିଛି ଚର୍ଚ୍ଚା ଆଲୋଚନା
ଆଗ୍ରାର ତାଜମହଲ ଦୁନିଆର ଅନ୍ୟତମ ଆଶ୍ଚର୍ଯ୍ୟ। ହେଲେ ଏହାର ଅସ୍ତିତ୍ୱକୁ ନେଇ ବାରମ୍ବାର ପ୍ରଶ୍ନ ଉଠୁଛି। ଯେଉଁଠି ଗୋଟିଏ ପଟେ ରାସ୍ତା, ଛକ ଏବଂ ଜିଲ୍ଲା ଗୁଡ଼ିକର ନାମ ବଦଳା ଯାଉଛି, ସେଠି ତାଜମହଲର ନାମ ପରିବର୍ତ୍ତନକୁ

