ନବରଙ୍ଗପୁର/ରାଇଘର: ୦୪/୦୩: ବ୍ୟାପକ ସଚେତନତା ସତ୍ତ୍ବେ କୌଣସି ପ୍ରଭାବ ପଡ଼ିଲା ନାହିଁ। ନବରଙ୍ଗପୁର ଜିଲ୍ଲାରେ ଜାରି ରହିଛି ମାରାତ୍ମକ ଚେଙ୍କ ଚିକିତ୍ସା। ଗତ ୨୪ଘଣ୍ଟା ମଧ୍ୟରେ ଜିଲ୍ଲାରେ ଦୁଇଟି ଘଟଣା ସାମ୍ନାକୁ ଆସିଲାଣି। ଗତକାଲି
Category: Entertainment
ମହାମହିମ ରାଜ୍ୟପାଳ ପୁରୀରେ ମହାପ୍ରଭୁଙ୍କ ଦର୍ଶନ କଲେ
ରାଜ୍ୟର ୨୬ତମ ରାଜ୍ୟପାଳ ଭାବରେ ଶପଥ ନେବାପରେ ଜଗାଦର୍ଶନ ପାଇଁ ପୁରୀ ପହଞ୍ଚିଛନ୍ତି ରଘୁବର ଦାସ। ଶପଥ ଗ୍ରହଣ ପୂର୍ବରୁ ସପରିବାର ପୁରୀ ଆସି ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ସିଂହଦ୍ୱାର ଠାରେ ପହଞ୍ଚିବା ପରେ
ମୁଖ୍ୟମନ୍ତ୍ରୀଙ୍କ ଘୋଷଣା : କଳାହାଣ୍ଡି ବିଶ୍ୱବିଦ୍ୟାଳୟର ନାଁ ବଦଳି ମା’ ମାଣିକେଶ୍ବରୀ ବିଶ୍ୱବିଦ୍ୟାଳୟ
ବଦଳିଲା କଳାହାଣ୍ଡି ବିଶ୍ୱବିଦ୍ୟାଳୟର ନାଁ। ବୁଧବାର କଳାହାଣ୍ଡି ଜିଲାରେ ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟକ୍ରମର ଶୁଭାରମ୍ଭ କରିବା ଅବସରରେ ମୁଖ୍ୟମନ୍ତ୍ରୀ ଏହି ଘୋଷଣା କରିଛନ୍ତି। ଏଣିକି ଏହା ମା’ ମାଣିକେଶ୍ବରୀ ବିଶ୍ୱବିଦ୍ୟାଳୟ ନାମରେ ଜଣାଯିବ। ଏହା
କଳାହାଣ୍ଡି ପ୍ରତିଷ୍ଠା ଦିବସରେ ଲକ୍ଷ୍ମୀ ବସ୍ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ,
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର କଳାହାଣ୍ଡି ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କରିଛନ୍ତି । କଳାହାଣ୍ଡି ପ୍ରତିଷ୍ଠା ଦିବସରେ ଜିଲ୍ଲାବାସୀଙ୍କୁ ଶୁଭେଚ୍ଛା ଜଣାଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହି ଯୋଜନାରେ ୬୩ଟି ବସ୍
ଧାନ କାଟିଲେ ରାହୁଲ ଗାନ୍ଧୀ
କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଛତିଶଗଡର ଚାଷୀଙ୍କୁ ଧାନ ଅମଳ କରିବାରେ ସାହାଯ୍ୟ କରିଛନ୍ତି ଏବଂ କୃଷକମାନଙ୍କ ପାଇଁ ତାଙ୍କ ସରକାର କରିଥିବା କାର୍ଯ୍ୟର ସମ୍ପୂର୍ଣ୍ଣ ତାଲିକା ଉପସ୍ଥାପନ କରିଛନ୍ତି। ଏହାପୂର୍ବରୁ କଂଗ୍ରେସ
ଦିନିକିଆ ବିଶ୍ୱକପରେ ଭାରତ ଇଂଲଣ୍ଡକୁ ୧୦୦ ରନରେ ପରାସ୍ତ କଲା
ଦିନିକିଆ ବିଶ୍ୱକପର ୨୯ତମ ମ୍ୟାଚରେ ଭାରତ ଡିଫେଣ୍ଡିଂ ଚାମ୍ପିଅନ ଇଂଲଣ୍ଡକୁ ୧୦୦ ରନରେ ପରାସ୍ତ କରିଛି। ଇଂଲଣ୍ଡ ଅଧିନାୟକ ଜୋସ ବଟଲର ଟସ ଜିତି ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି
ଓଲିଉଡ୍ରେ ବିବାଦ: ଅଭିନେତା ଅରିନ୍ଦମ ବିବାଦର ସମାଧାନ ପାଇଁ ସେ ମନୋଜ ମିଶ୍ରଙ୍କୁ ଅନୁରୋଧ
ଓଲିଉଡ୍ରେ ଚାଲିଥିବା ବିବାଦ ନେଇ ରବିବାର ପ୍ରତିକ୍ରିୟା ରଖିଛନ୍ତି ଅଭିନେତା ଅରିନ୍ଦମ ରାୟ। ବିବାଦର ସମାଧାନ ପାଇଁ ସେ ମନୋଜ ମିଶ୍ରଙ୍କୁ ଅନୁରୋଧ କରିଛନ୍ତି। ସେ କହିଛନ୍ତି, ଘର ଭିତରେ ଥିବା ବିବାଦର ସମାଧାନ
ଆନ୍ଧ୍ରପ୍ରଦେଶର ଆଲମଣ୍ଡା ଷ୍ଟେଶନ ନିକଟରେ ଟ୍ରେନ ଦୁର୍ଘଟଣା: ମୃତ୍ୟୁସଂଖ୍ୟା ୬କୁ ବୃଦ୍ଧି, ଶତାଧିକ ଆହତ
ଆନ୍ଧ୍ରପ୍ରଦେଶର ଆଲମଣ୍ଡା ଷ୍ଟେଶନ ନିକଟସ୍ଥ କାଣ୍ଟକାପଲ୍ଲୀଠାରେ ରବିବାର ରାତିରେ ଏକ ପାସେଞ୍ଜର ଟ୍ରେନ୍କୁ ଅନ୍ୟ ଏକ ଏକ୍ସପ୍ରେସ୍ ଟ୍ରେନ୍ ଧକ୍କା ଦେଇଛି। ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୬କୁ ବୃଦ୍ଧି ପାଇଥିବା ବେଳେ ଶତାଧିକ ଆହତ ହୋଇଥିବା
ମୁମ୍ବାଇ ରୋଡରୁ କଳା-ହଳଦିଆ ଟ୍ୟାକ୍ସି ହଟିବ, ୬୦ ବର୍ଷର ଇତିହାସ ଶେଷ ହେବ
ଦଶନ୍ଧି ଧରି, ମୁମ୍ବାଇ ସହରର ରାସ୍ତାରେ ‘ପ୍ରିମିୟର ପଦ୍ମିନୀ’ ଟ୍ୟାକ୍ସି ପରିବହନ ସେବାରେ ଗୁରୁତ୍ୱପୂର୍ଣ୍ଣ ସେବା ପ୍ରଦାନ କରିଥିଲା। ଜନସାଧାରଣ ପରିବହନକାରୀ, ଏହି ଟ୍ୟାକ୍ସିକୁ କଳ-ହଳଦିଆ(କାଲି-ପିଲି) କୁହାଯାଇଥାଏ। ନୂତନ ମଡେଲ ଏବଂ ଆପ ଆଧାରିତ
ମୁଖ୍ୟମନ୍ତ୍ରୀ, ୨୦୨୪ ଜାନୁୟାରି ପହିଲାରେ ମେଟ୍ରୋ ରେଳର ଶିଳାନ୍ୟାସ କରିବେ
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ଭି କେ ପାଣ୍ଡିଆନ୍ ଅଧ୍ୟକ୍ଷ, 5T ଓ ନବୀନ ଓଡିଶା, ଆଜି ଭୋର୍ ୪.୩୦ ରେ ବରିଷ୍ଠ ଅଧିକାରୀଙ୍କ ସହିତ କଟକ ଭୁବନେଶ୍ବର ମେଟ୍ରୋ ରେଳ ପ୍ରକଳ୍ପ