୧୪୪ ଧାରା ଜାରି ; ସ୍କୁଲ ଠିକା କାମକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ

ପଟ୍ଟାମୁଣ୍ଡାଇ ପୌରାଞ୍ଚର ୧୧ନଂ. ୱାର୍ଡ ସଂଖ୍ୟାଲଘୁ ବସ୍ତିରେ ଏକ ସ୍କୁଲ ଠିକା କାମକୁ ନେଇ ସଂଖ୍ୟାଲଘୁ ଓ ଦଳିତ ସମ୍ପ୍ରଦାୟ ମଧ୍ୟରେ ଗୋଷ୍ଠୀ ସଂଘର୍ଷ ଘଟି ପରିସ୍ଥିତି ଉତ୍ତେଜନାପୂର୍ଣ୍ଣ ହୋଇପଡିଛି । ପରିସ୍ଥିତି ଅଣାୟତ୍ତ

ରାଜ୍ୟର ବିପର୍ଯ୍ୟସ୍ତ ଶିକ୍ଷା ବ୍ୟବସ୍ଥାକୁ ସୁଧାରିବା ପାଇଁ ରାଜ୍ୟ ସରକାରଙ୍କ ପ୍ରୟାସ, ‘ମୋ କଲେଜ’ ପୋର୍ଟାଲ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ପ୍ରଥମେ ‘ମୋ ସ୍କୁଲ’ ପରେ ଏବେ ‘ମୋ କଲେଜ’ ପୋର୍ଟାଲର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନ୍ସିଂରେ ଏହି ଅଭିଯାନର ଶୁଭାରମ୍ଭ କରିଛନ୍ତି । ବିଭିନ୍ନ

ଉତ୍ତରପ୍ରଦେଶ, ଚିତ୍ରକୁଟରେ ବିଷାକ୍ତ ମଦ ପିଇ ୪ ମୃତ, ୩ ପୋଲିସ କର୍ମଚାରୀ ନିଲମ୍ବିତ

ଉତ୍ତରପ୍ରଦେଶରେ ଲଗାତାର ଭାବେ ବିଷାକ୍ତ ମଦମୃତ୍ୟୁ ଖବର ଆସୁଛି । ପୂର୍ବରୁ ପ୍ରୟାଗରାଜ ଓ ପ୍ରତାପଗଡ଼ରେ ବିଷାକ୍ତ ମଦ ପିଇ ଲୋକଙ୍କର ମୃତ୍ୟୁ ହୋଇଥିଲା । ଏବେ ଚିତ୍ରକୁଟରେ ୪ ଜଣ ଲୋକ ବିଷାକ୍ତ

ଭୁବନେଶ୍ୱର XIMBରେ ୨୩ଜଣ କରୋନା, କ୍ୟାମ୍ପସକୁ ସିଲ୍ କଲା ବିଏମସି

ଭୁବନେଶ୍ୱରର ଏକ ଘରୋଇ ମ୍ୟାନେଜମେଣ୍ଟ ଶିକ୍ଷାନୁଷ୍ଠାନ ସିଲ କଲା ବିଏମସି । 20 ରୁ ଅଧିକ କୋଭିଡ ପଜିଟିଭ ଚିହ୍ନଟ ପରେ ସିଲ । ରାଜଧାନୀ ଭୁବନେଶ୍ୱର ଚନ୍ଦ୍ରଶେଖରପୁର ଅଞ୍ଚଳରେ ଥିବା ଘରୋଇ ଶିକ୍ଷାନୁଷ୍ଠାନ ଜାଭିୟର ଇନଷ୍ଟିଟ୍ୟୁଟ

ପୁଅର ଟାଙ୍ଗିଆ ଚୋଟରେ ବାପାର ମୃତ୍ୟୁ, ମା ଗୁରୁତର , ଫିକା ପଡିଲା ରକ୍ତ ସମ୍ପର୍କ

ଅନୁଗୁଳ ଜିଲ୍ଲା ଦୁର୍ଗାପୁରୁ ଗ୍ରାମରେ ପାରିବାରିକ କଳହରୁ ପୁଅର ଟାଙ୍ଗିଆ ଚୋଟରେ ବାପାର ମୃତ୍ୟୁ  ।  ମା ଗୁରୁତର ହୋଇ ମେଡିକାଲରେ ଭର୍ତ୍ତି  । ଅନୁଗୁଳ ଜିଲ୍ଲା ଜରପଡା ଥାନା ଅନ୍ତର୍ଗତ ଦୁର୍ଗାପୁରୁ ଗ୍ରାମରେ ପାରିବାରିକ

ଶ୍ରୀମନ୍ଦିର ବିକାଶ ପାଇଁ 1 ଲକ୍ଷ ଟଙ୍କାର ଚେକ୍ ଦେଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ

ପୁରୀରେ ମହାପ୍ରଭୁଙ୍କୁ ଦର୍ଶନ କଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ । ତାଙ୍କ ସହ ଧର୍ମପତ୍ନୀ ସବିତା କୋବିନ୍ଦ ମଧ୍ୟ ଶ୍ରୀଜୀଉଙ୍କ ଦର୍ଶନ କରିଛନ୍ତି । ଦର୍ଶନ ପରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଶ୍ରୀମନ୍ଦିର ଉନ୍ନତି ପାଇଁ ଏକ ଲକ୍ଷ ଟଙ୍କାର ଚେକ ମଧ୍ୟ ପ୍ରଦାନ କରିଛନ୍ତି

କୋଇଲା ଚୋରି ହୋଇ ଚାଲାଣ କରାଯାଉଥିବା ବେଳେ ଏସ୍‌ଟିଏଫ୍‌ର ଚଢ଼ାଉ, ଜଣେ ଗିରଫ

ତାଳଚେର ହିଙ୍ଗୁଳା ମାଇନ୍ସରୁ କୋଇଲା ଚୋରି ହୋଇ ଚାଲାଣ କରାଯାଉଥିବା ଯାଞ୍ଚବେଳେ ଏସ୍‌ଟିଏଫ୍ ହାତରେ ଗିରଫ ହେଲେ ଯୁବକ । ସେ ହେଲେ ଅନୁଗୋଳ କଙ୍କରେଇ ଅଞ୍ଚଳର ଅଜୟ ପ୍ରଧାନ। ଏନେଇ ଅନୁଗୋଳ ଇଣ୍ଡଷ୍ଟ୍ରିଆଲ୍

ଜମ୍ମୁ କଶ୍ମୀର ସୋପିଆନରେ ଏନକାଉଣ୍ଟର, ଟଳିଲେ ୩ ଆତଙ୍କୀ

କିଛି ଦିନର ନିରବତା ପରେ ଜମ୍ମୁ କଶ୍ମୀରରେ ପୁଣି ଥରେ ଆତଙ୍କବାଦୀ ମାନେ ଚଳପ୍ରଚଳ କରୁଛନ୍ତି । ଭାରତର ସର୍ବଧାରଣ ସଂପତ୍ତି ହେଉ କି ବ୍ୟକ୍ତିଗତ ଧନ-ଜୀବନ କ୍ଷତି ପହଂଚାଇବା ପାଇଁ ଆତଙ୍କବାଦୀମାନେ ସବୁବେଳେ

ସ୍ୱତନ୍ତ୍ର ହେଲିକପ୍ଟରରେ ପୁରୀରେ ପହଂଚିଲେ ରାଷ୍ଟ୍ରପତି , ଶ୍ରୀଜିଉଙ୍କ ଦର୍ଶନ କରିବେ

ଓଡ଼ିଶାର ଗସ୍ତରେ ଥିବା ରାଷ୍ଟ୍ରପତି ରାମନାଥ କୋବିନ୍ଦ ଆଜି ପୁରୀ ଗସ୍ତରେ ଆସି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି । ତାଙ୍କ ସହ ପତ୍ନି ସବିତା କୋବିନ୍ଦ ବି ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି ।

କଟକ ଏସସିବିରୁ ଡିସଚାର୍ଜ ହେବ ଜଗା

କଟକ ଏସସିବି ମେଡିକାଲରୁ ଫୁଲବାଣୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ଫେରିବ ଜଗା । ଏସସିବିରେ ଚିକିତ୍ସାଧୀନ ଥିବା ଜଗାକୁ ଫୁଲବାଣୀ ନେବାକୁ ନିଷ୍ପତି ହୋଇଛି । ଏଥିପାଇଁ ଫୁଲବାଣୀ ମେଡିକାଲର ୨ ଜଣିଆ ଟିମ