ପୁରୀ :ଆଉ ତିନି ଦିନ ପରେ ଅର୍ଥାତ ଜୁନ୍ ୧୪ରେ ପବିତ୍ର ଦେବସ୍ନାନ ପୂର୍ଣ୍ଣମୀ । ଗତ ଦୁଇ ବର୍ଷ ପରେ ଚଳିତବର୍ଷ ଭକ୍ତଙ୍କ ଗହଣରେ ଅନୁଷ୍ଠିତ ହେବ ଏହି ଯାତ୍ରା । ଏଥିପାଇଁ
Category: Entertainment
ବିଳମ୍ବିତ ରାତିରେ ନନ୍ଦିଘୋଷ ରଥରେ ସଂଯୋଗ ହେଲା ନୂଆ ଅଖ
ପୁରୀ: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ରଥର ଅଖ ଭଙ୍ଗା ବୋଲି ଜଣାପଡ଼ିବା ପରେ ବିଳମ୍ବିତ ରାତିରେ ଜେସିବିରେ ଖୋଳା ଯାଇଥିଲା। ତାପରେ ରଥ ଅଖକୁ ପରିବର୍ତ୍ତନ କରାଯାଇଛି। ସୂଚନାଯୋଗ୍ୟ, ନନ୍ଦିଘୋଷ ଅଖକୁ ବଦଳାଇବାକୁ ଉଚ୍ଚସ୍ତରୀୟ ରଥ
ଚାକିରୀରୁ ବିଦା ହେଲେ ଭିଜିଲାନ୍ସ ଇନ୍ସପେକ୍ଟର
ଭୁବନେଶ୍ଵର: ବିଦା ହେଲେ ଭିଜିଲାନ୍ସ ଇନ୍ସପେକ୍ଟର ମାନସୀ ଜେନା । ପୁର୍ବରୁ ୨୦ ଲକ୍ଷ ଟଙ୍କା ଲାଞ୍ଚ ନେବା ବେଳେ ଧରା ପଡ଼ିଥିବା ବେଳେ ଆଜି ଚାକିରୀରୁ ବିଦା କରିଛନ୍ତି ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ସୁନୀଲ
ବାରବାଟୀ ଷ୍ଟାଡିୟମକୁ ଖାଦ୍ୟ ଓ ପାଣି ବୋତଲ ନେଇପାରିବେନି ଦର୍ଶକ: DCP
କଟକ: ସୁରକ୍ଷା ବଳୟରେ ବାରବାଟୀ । ଷ୍ଟାଡିୟମକୁ ଖାଦ୍ୟ ଓ ପାଣି ବୋତଲ ନେଇପାରିବେନି ଦର୍ଶକ। ଫୋପାଡିଲା ଭଳି କୌଣସି ବସ୍ତୁ ମଧ୍ୟ ନେଇପାରିବେନି । ପାଣି ବୋତଲ, ହେଲମେଟ୍, ଲାଇଟର, ବାଡ଼ି ନେବାକୁ ବାରଣ କରାଯାଇଛି। ଅପରାହ୍ନ ୩ଟାରେ
ହାଓ୍ୱଡା ଓ ରାଞ୍ଚି ଅଶାନ୍ତ : ପୋଲିସ-ବିକ୍ଷୋଭକାରୀ ମୁହାଁମୁହିଁ, ଲାଗିଲା ୧୪୪ ଧାରା
ନୂଆଦିଲ୍ଲୀ : ନୁପୁର ଶର୍ମାଙ୍କ ବୟାନକୁ ନେଇ ଶୁକ୍ରବାର ଦେଶର କିଛି ସ୍ଥାନରେ ହିଂସା ଦେଖିବାକୁ ମିଳିଥିଲା । ଶନିବାର ମଧ୍ୟ ଭିନ୍ନ ଭିନ୍ନ ସ୍ଥାନରେ ହିଂସାକାଣ୍ଡ ଘଟିଛି । ପ୍ରୟାଗରାଜରୁ ହାଓ୍ୱଡା ଓ
ଜିଲ୍ଲା ଶିକ୍ଷା ଅଧିକାରୀମାନଙ୍କୁ ଓସେପା ନିର୍ଦେଶକଙ୍କ ଚିଠି: ଖରାଛୁଟି ପରେ ନୂଆ ନିୟମାବଳୀ
ଭୁବନେଶ୍ୱର : ରାଜ୍ୟରେ ବିଦ୍ୟାଳୟରେ ଏବେ ଖରାଛୁଟି ଚାଲିଛି। ଖରାଛୁଟି ଶେଷ ପରେ କିଭଳି ଭାବେ ବିଦ୍ୟାଳୟରେ ପାଠ ପଢାଯିବ ସେନେଇ ଓଡ଼ିଶା ବିଦ୍ୟାଳୟ ଶିକ୍ଷା ପ୍ରାଧିକରଣ(ଓସେପା) ପକ୍ଷରୁ ନିୟମାବଳୀ ଜାରି କରାଯାଇଛି। ଏନେଇ ସମସ୍ତ
୪ରୁ ୫ ଦିନ ଭିତରେ ଓଡ଼ିଶା ଛୁଇଁବ ମୌସୁମୀ
ଭୁବନେଶ୍ବର: ମୌସୁମୀ ଆଗାମୀ ୪ରୁ ୫ ଦିନ ଭିତରେ ଓଡ଼ିଶା ଛୁଇଁବ। ଏନେଇ ଆଜି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ପହଞ୍ଚିବା
ରାଜ୍ୟରେ ଅସହ୍ୟ ତାତି ସହ ଗୁଳୁଗୁଳି,ରଜ ପୂର୍ବରୁ ଓଡ଼ିଶା ଛୁଇଁବନି ମୌସୁମୀ !
ଭୁବନେଶ୍ବର:ଭୟଙ୍କର ତାତି। ରାଜ୍ୟରେ ଅସହ୍ୟ ତାତି ସହ ଗୁଳୁଗୁଳିରେ ଛଟପଟ ଜନଜୀବନ। ଉପକୂଳରେ ଗୁଳୁଗୁଳି କଲବଲ କରୁଥିବାବେଳେ ପଶ୍ଚିମରେ ତାତି ବଳବତ୍ତର ରହିଛି। ଦୁଇ ଦିନ ହେବ ରାଜ୍ୟରେ ତାପମାତ୍ରା ୪୫ ଡିଗ୍ରୀ ଉପରେ
RBI କରିବାକୁ ଯାଉଛି ବଡ ପରିବର୍ତ୍ତନ, ନୋଟ୍ରେ ଖୁବ୍ଶୀଘ୍ର ଦେଖିବାକୁ ମିଳିପାରେ ରବୀନ୍ଦ୍ରନାଥ ଟାଗୋର ଏବଂ ଅବଦୁଲ କଲାମଙ୍କ ଫଟୋ
ନୂଆଦିଲ୍ଲୀ :ଭାରତୀୟ ରିଜର୍ଭ ବ୍ୟାଙ୍କ ପ୍ରଥମ ଥର ବ୍ୟାଙ୍କ୍ ନୋଟ୍ରେ ଫଟୋ ବଦଳାଇବାକୁ ନେଇ ବିଚାର କରୁଛନ୍ତି । ଭାରତୀୟ ନୋଟ୍ରେ ମହାତ୍ମା ଗାନ୍ଧୀଙ୍କ ସହ ରବୀନ୍ଦ୍ରନାଥ ଟାଗୋର ଏବଂ ଡ. ଏପିଜେ ଅବଦୁଲ
ଶପଥ ନେଲେ ଓଡିଶା ହାଇକୋର୍ଟର ୨ ନୂଆ ବିଚାରପତି
କଟକ :ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ଜଷ୍ଟିସ୍ ଶୁଭାଶିଷ ତାଳପତ୍ର ଏବଂ ଆଇନଜୀବୀ ସଞ୍ଜୟ କୁମାର ମିଶ୍ର ଶୁକ୍ରବାର ଶପଥ ନେଇଛନ୍ତି । ଜଷ୍ଟିସ୍ ଶୁଭାଶିଷ ତାଳପତ୍ର ତ୍ରିପୁରା ହାଇକୋର୍ଟରୁ ବଦଳି ହୋଇ ଆସିଥିଲେ

