ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦୁଇ ଆଖି ହେଉଛନ୍ତି ବବି ଏବଂ ପାଣ୍ଡିଆନ୍ : ସୋମ୍ୟରଞ୍ଜନ ପଟ୍ଟନାୟକ

ବରିଷ୍ଠ ବିଜେଡି ସୋମ୍ୟ ରଞ୍ଜନ ପଟ୍ଟନାୟକ ପୁଣିଥରେ ରାଜ୍ୟ ପାୱାର କରିଡରରେ ଆଲୋଡ଼ନ ସୃଷ୍ଟି କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦୁଇ ଆଖି ହେଉଛନ୍ତି ବବି ଏବଂ ପାଣ୍ଡିଆନ୍ ।

ଭାରତୀୟ ଷ୍ଟେଟ ବ୍ୟାଙ୍କର ବଡ଼ ନିଷ୍ପତ୍ତି: ଏଟିଏମ୍‌ରେ କ୍ୟାଶ ନଥିଲେ ବ୍ୟାଙ୍କକୁ ହେବ ଜରିମାନା, ଅକ୍ଟୋବର ୧ରୁ ନୂଆ ନିୟମ –

ଏଟିଏମ୍‌ରେ କ୍ୟାଶ ନଥିବାରୁ ଅନେକ ସମୟରେ ଲୋକଙ୍କୁ ହଇରାଣର ସମ୍ମୁଖୀନ ହେବାକୁ ପଡ଼ିଥାଏ । ଏହି ସମସ୍ୟାକୁ ନଜରରେ ରଖି ଭାରତୀୟ ଷ୍ଟେଟ ବ୍ୟାଙ୍କ ବଡ଼ ନିଷ୍ପତ୍ତି ନେଇଛି ।

ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଯୋଡା ବ୍ଲକ ଟେକନିକାଲ କନସଲଟାଣ୍ଡଙ୍କ ଘରେ ରେଡ-

ଭିଜିଲାନ୍ସ ଜାଲରେ ଟେକ୍ନିକାଲ କନସଲଟାଣ୍ଟ । କେନ୍ଦୁଝର ଜିଲ୍ଲା ଯୋଡା ବ୍ଲକ ଟେକନିକାଲ କନ୍ସଲଟାଣ୍ଟ କ୍ଷେତ୍ରବାସୀ ମହାନ୍ତଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ରେଡ କରାଯାଉଛି । ଏକାକାନୀଳ ୪ଟି ସ୍ଥାନରେ ଚଢଉ ଜାରି ରହିଛି ।

ପୁରୀ ଜିଲ୍ଲା ଶିଶୁ ବିକାଶ ଅଧିକାରୀଙ୍କ କାର୍ଯ୍ୟାଳୟର କିରାଣୀଙ୍କ ଘରେ ଭିଜିଲାନ୍ସ ରେଡ୍ –

ପୁରୀ ଜିଲ୍ଲା ଶିଶୁ ବିକାଶ ଅଧିକାରୀଙ୍କ କାର୍ଯ୍ୟାଳୟର କିରାଣୀଙ୍କ ଘରେ ଭିଜିଲାନ୍ସ ରେଡ୍ କରିଛି । ଆୟ ବହିର୍ôଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢଉ କରାଯାଇଥିବା ଜଣାପଡିଛି ।

ଭୁବନେଶ୍ୱର ବିମାନବନ୍ଦରରେ ସୁରକ୍ଷା ବ୍ୟବସ୍ଥା କଡାକଡି

ଦିଲ୍ଲୀ ବିମାନବନ୍ଦରରେ ବିସ୍ପୋରଣ ଧମକ ପରେ ଭୁବନେଶ୍ୱର ବିମାନବନ୍ଦରରେ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି । ଆଗକୁ ସ୍ୱାଧୀନତା ଦିବସ ଥିବାରୁ ସୁରକ୍ଷା ଦୃଷ୍ଟିରୁ ଭୁବନେଶ୍ୱର ବିମାନବନ୍ଦରକୁ ରେଡ୍ ଆକର୍ଟ ଜାରି କରାଯାଇଛି ।

ଏବେ ମଧ୍ୟ ଓଡ଼ିଶାର ଗ୍ରାମାଞ୍ଚଳ ମାନଙ୍କରେ ଜାତିଭେଦର କରୁଣ ଚିତ୍ର ଦେଖାଯାଉଛି: ପିତାଙ୍କ ଶବକୁ ଶଗଡରେ ନେଲେ ନାବାଳକ-

ବଲାଙ୍ଗିର ଜିଲ୍ଲାର ପାଟଣାଗଡ ବ୍ଲକ ଅନ୍ତର୍ଗତ ଏକ ଗାଁରେ ଜଣେ ନାବାଳକକୁ ନିଜର ପିତାର ଶବକୁ ଶଗଡରେ ନେଇ ଶ୍ମସାନକୁ ନେବାକୁ ପଡିଛି ।

ଛଟେଇ କମ୍ପ୍ୟୁଟର ଶିକ୍ଷକମାନେ ଫିନାଇଲ ପିଇ ସାମୁହିକ ଆତ୍ମହତ୍ୟା କରିବାକୁ ଚେଷ୍ଟା

ଶାନ୍ତିପୁର୍ଣ୍ଣ ଆନ୍ଦୋଳନରେ କିଛି ସୁଫଳ ମିଳିଲାନୀ । ଛଟେଇ ପ୍ରତିବାଦରେ ଆଜି ଓସେପା ଅଫିସ ସାମ୍ନାରେ ଆମରଣ ଅନଶନ ଆରମ୍ଭ କରିଛନ୍ତି ।

କଟକରୁ ୧ କେଜି ୧୫୯ ଗ୍ରାମ ବ୍ରାଉନସୁଗାର ଜବତ

ପୁଣି କଟକରୁ ୧ କେଜି ୧୫୯ ଗ୍ରାମ ବ୍ରାଉନସୁଗାର ଜବତ ହୋଇଛି । ଲାଗବାଗ ଥାନା ଓ ସ୍ପେଶାଲ ସ୍କ୍ୱାଡ୍‌ର ମିଳିତ ଚଢଉରେ ବ୍ରାଉନସୁଗାର ଜବତ କରାଯାଇଛି ।

ବିଏମସି କମିଶନରଙ୍କ ସୂଚନା ରାଜଧାନୀରେ ଖୋଲିବ ସମସ୍ତ ଧର୍ମାନୁଷ୍ଠାନ-

ରାଜଧାନୀରେ ଖୋଲିବ ସମସ୍ତ ଧର୍ମାନୁଷ୍ଠାନ । ଆସନ୍ତା ୨୩ ତାରିଖରୁ ଭୁବନେଶ୍ୱରର ସମସ୍ତ ଧର୍ମାନୁଷ୍ଠାନ ଖୋଲିବା ନେଇ ସୂଚନା ମିଳିଛି ।

1 65 66 67 68 69 183