ଘରୋଇ କଳିରେ ଅଭିଯୁକ୍ତ ଶାଳୀର ତଣ୍ଟିକୁ କାଟି ଶାଶୁକୁ ଗଛରେ ବାନ୍ଧି ଦୁଷ୍କର୍ମ କଲା –

ଘରୋଇ କଳିରେ ଶାଳୀର ତଣ୍ଟିକୁ କାଟି ଶାଶୁକୁ ଗଛରେ ବାନ୍ଧି ଦୁଷ୍କର୍ମ କଲା ଅଭିଯୁକ୍ତ । ଏପରି ଏକ ଚାଞ୍ଚଲ୍ୟକର ଘଟଣା ଘଟିଛି କେନ୍ଦୁଝର ଜିଲ୍ଲା ବଲାଣି ଥାନା ଅନ୍ତର୍ଗତ କିରିବୁର ଅଞ୍ଚଳରେ । ଏହି ଘଟଣା ଘଟାଇଥିବା ଅଭିଯୁକ୍ତ ଜଣକ ହେଉଛି ରୂପ ସିଂ ସିଦ୍ଧୁ ।

କଟକ ଚୌଦ୍ବାରରେ କରୋନା ସଂକ୍ରମିତ ପିତାମାତାଙ୍କ ମୃତ୍ୟୁ ପରେ ଚାଇଲ୍ଡଲାଇନ ନାବାଳିକାକୁ ଉଦ୍ଧାର କରିଛନ୍ତି-

କଟକ ଚୌଦ୍ବାରରେ କରୋନା ସଂକ୍ରମିତ ପିତାମାତାଙ୍କ ମୃତ୍ୟୁ ପରେ ଚାଇଲ୍ଡଲାଇନ ନାବାଳିକାକୁ ଉଦ୍ଧାର କରିଛନ୍ତି । ତାଙ୍କୁ ଉଦ୍ଧାର କରିବା ପରେ ଏକ ଚାଇଲ୍ଡ କେୟାର ଘରେ ଆଶ୍ରୟ ଦିଆଯାଇଛି।

ମହାରାଷ୍ଟ୍ରରେ ଏଣ୍ଟରଟେନ୍‌ମେଣ୍ଟ ଜଗତ ପାଇଁ ଏକ ଆଶ୍ବସ୍ତିକର ଖବର, ନିୟମିତ ଟେଲିଭିଜନ ଏବଂ ଚଳଚ୍ଚିତ୍ର ସୁଟିଂକୁ ମିଳିଲା ଅନୁମତି-

କରୋନା କଟକଣା ମଧ୍ୟରେ ଫସିଯାଇଛନ୍ତି ସିନେ କଳାକାରମାନେ ଯାହାଫଳରେ ରୋଜଗାର କରିବାର ପନ୍ଥା ଏକପ୍ରକାର ଠପ୍ ହୋଇଯାଇଛି । ତେଣୁ ମହାରାଷ୍ଟ୍ରରେ ଏଣ୍ଟରଟେନ୍‌ମେଣ୍ଟ ଜଗତ ପାଇଁ ଏକ ଆଶ୍ବସ୍ତିକର ଖବର ମଧ୍ୟ ରହିଛି।

ରାଜ୍ୟରେ ୧୫ ଜିଲ୍ଲାକୁ ୟେଲୋ ଆଲର୍ଟ: ବଢିବ କାଳବୈଶାଖୀ ବର୍ଷା-

ରାଜ୍ୟରେ କାଳବୈଶାଖୀ ବର୍ଷା ସମ୍ଭାବନା ରହିଥିବାରୁ୧୫ ଜିଲ୍ଲାକୁ ୟେଲୋ ଆଲର୍ଟ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଜାରି କରିଛି । ଟ୍ରପଲାଇନ୍ ପ୍ରଭାବରେ କାଳବୈଶାଖୀ ବର୍ଷା ଜାରି ରହିଛି ।

ରାଜ୍ୟର ୫ଟି ସହରରେ ଘରେ ଘରେ ମିଳିବ ଅକ୍ସିଜେନ କନସେଣ୍ଟ୍ରଟର, ବୁକ୍ ପରେ ହେବ ହୋମ ଡେଲିଭେରି

ରାଜ୍ୟର ୫ଟି ସହରରେ ଅକ୍ସିଜେନ କନସେଣ୍ଟ୍ରଟର ହୋମ ଡେଲିଭେରି ମାଧ୍ୟମରେ ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ବିଟ କରି ଜଣାଇଛନ୍ତି ।

ବାତ୍ୟା ୟାସ୍ କ୍ଷୟକ୍ଷତିର ଆକଳନ କରିବାକୁ ସାତ ଜଣିଆ କେନ୍ଦ୍ରୀୟ ଟିମ୍ ଓଡିଶାରେ ପହଞ୍ଚିଛନ୍ତି-

ବାତ୍ୟା ୟାସ୍ ଯୋଗୁଁ ହୋଇଥିବା କ୍ଷୟକ୍ଷତିର ଆକଳନ କରିବାକୁ ଗତକାଲିଠାରୁ ସାତ ଜଣିଆ କେନ୍ଦ୍ରୀୟ ଟିମ୍ ଓଡିଶାରେ ପହଞ୍ଚିଛନ୍ତି। ଗୃହ ମନ୍ତ୍ରଣାଳୟର ଯୁଗ୍ମ ସଚିବଙ୍କ ନେତୃତ୍ୱରେ ଏହି ଟିମ୍ ଆସିଛନ୍ତି ।

ଇଂଲଣ୍ଡର ବୋଲର ଓଲି ରବିନସନ ସବୁ ପ୍ରକାରର ଅନ୍ତର୍ଜାତୀୟ କ୍ରିକେଟରୁ ନିଲମ୍ବିତ-

ଇଂଲଣ୍ଡର ବୋଲର ଓଲି ରବିନସନଙ୍କ ଉପରେ କରାଯାଇଥିବା ୭-୮ ବର୍ଷର ପୁରୁଣା ପୋଷ୍ଟ ଅଡୁଆ ସୃଷ୍ଟି କରିଛି । ଇଂଲଣ୍ଡ ଏବଂ ୱେଲ୍‌ସ କ୍ରିକେଟ ବୋର୍ଡ (ଇସିବି) ତାଙ୍କର ଉପରେ କାର୍ଯ୍ୟାନୁଷ୍ଠାନ ନେଇଛି ।

ଆଜି ନୂଆଁ ୱେବସାଇଟ୍‌ର ଶୁଭାରମ୍ଭ କରିବ ଆୟକର ବିଭାଗ, କରତାଦାଙ୍କ ପାଇଁ ରହିଛି ସ୍ୱତନ୍ତ୍ର ସୁବିଧା

ଆୟକର ବିଭାଗ ଆୟକରଦାତାଙ୍କ ସୁବିଧା ଲାଗି ସୋମବାର ନିଜର ନୂଆ ଇ-ଫାଇଲିଂ ପୋର୍ଟାଲ ଶୁଭାରମ୍ଭ କରିବ । ଏବେ ଆୟକର ରିଟର୍ଣ୍ଣ ଆଇଟିଆର ଦାଖଲ କରିବା ସମେତ ସମସ୍ତ ଜରୁରୀ କାମ ବିଭାଗର ନୂଆଁ ପୋର୍ଟାଲ www.incometax.gov.in ମାଧ୍ୟମରେ ପରିଚାଳିତ ହେବ ।

ଓଡିଶା ଭିଜିଲାନ୍ସ ନିର୍ଦ୍ଦେଶାଳୟର ନିର୍ଦ୍ଦେଶକ କରୋନା ସଂକ୍ରମିତ ହୋଇ ଗୁରୁତର ହେବାରୁ ତାଙ୍କୁ ହାଇଦ୍ରାବାଦ ପଠାଇବାକୁ ସ୍ବତନ୍ତ୍ର ବ୍ୟବସ୍ଥା-

କରୋନା ସଂକ୍ରମିତ ହେବା ପରେ ଓଡିଶା ଭିଜିଲାନ୍ସ ନିର୍ଦ୍ଦେଶାଳୟର ନିର୍ଦ୍ଦେଶକ ଡା.ଦେବାଶିଷ ପାଣିଗ୍ରାହୀ କରୋନା ସଂକ୍ରମିତ ହୋଇ ଗୁରୁତର ହେବାରୁ ତାଙ୍କୁ ହାଇଦ୍ରାବାଦ ସ୍ଥାନାନ୍ତର ପାଇଁ ବ୍ୟବସ୍ଥା ହେଉଛି ।

ବିଜେପି ଯୁବ ନେତା ରଞ୍ଜିତ ପ୍ରଧାନଙ୍କୁ ପିଟିପିଟି ହତ୍ୟା, ଗାଡି ସାଇଡ୍ ମରାକୁ ନେଇ ବିବାଦ-

ବିଜେପି ଯୁବ ନେତାଙ୍କୁ ପିଟିପିଟି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି । ମୟୂରଭଞ୍ଜ ଜିଲ୍ଲା କପ୍ତିପଦା ଥାନା ନୂଆସାହି ଅଞ୍ଚଳରେ ଏଭଳି ଅଘଟଣ ଦେଖିବାକୁ ମିଳିଛି ।

1 85 86 87 88 89 183