ଆଜିଠୁ ଭାରତ-ଇଂଲଣ୍ଡ ଦିନିକିଆ ସିରିଜ

ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଏକଦିବସୀୟ ସିରିଜ । ଟେଷ୍ଟ ସିରିଜକୁ ଭାରତ ୩-୧ରେ ଜିତିଥିବା ବେଳେ ଟି-୨୦ ସିରିଜକୁ ୩-୨ ରେ ଜିତିଛି ଭାରତ । ଉଭୟ ସିରିଜ ଜିତିବା ପରେ ଏବେ

ତୃତୀୟ ଭାରତୀୟ ବ୍ୟାଟସମାନ ଭାବେ ସୂର୍ଯ୍ୟ କୁମାର ଯାଦବ ଟି-୨୦ ଡେବ୍ୟୁରେ ଅର୍ଦ୍ଧଶତକ ହାସଲ କଲେ

ତୃତୀୟ ଭାରତୀୟ ବ୍ୟାଟସମାନ ଭାବେ ସୂର୍ଯ୍ୟ କୁମାର ଯାଦବ ଟି-୨୦ ପର୍ଦାପଣରେ ଅର୍ଦ୍ଧଶତକ ହାସଲ କରିଛନ୍ତି । ଗତକାଲି ଖେଳାଯାଇଥିବା ଇଂଲଣ୍ଡ ବିପକ୍ଷ ମ୍ୟାଚରେ ଟି-୨୦ କ୍ରିକେଟରେ ଡେବ୍ୟୁ କରିବା ସହ ଅର୍ଦ୍ଧଶତକ ହାସଲ

ଭାରତ-ଇଂଲଣ୍ଡ ଏକଦିବସୀୟ ସିରିଜ ; ଭାରତୀୟ ଦଳରେ ୩ ନୂଆ ମୁଁହ ସାମିଲ

ଇଂଲଣ୍ଡ ବିପକ୍ଷ ଆଗାମୀ ତିନି ମ୍ୟାଚ୍ ବିଶିଷ୍ଟ ଏକଦିବସୀୟ ସିରିଜ୍ ପାଇଁ ଭାରତୀୟ ଦଳରେ ପ୍ରସିଦ୍ଧ କ୍ରୀଷ୍ଣା , ସୂର୍ଯ୍ୟକୁମାର ଯାଦବ ଏବଂ କ୍ରୁନାଲ ପାଣ୍ଡ୍ୟା ପ୍ରଥମ ଥର ପାଇଁ ସାମିଲ ହୋଇଛନ୍ତି ।

ଆଜି ଭାରତ-ଇଂଲଣ୍ଡ ଟି-୨୦: ଶୃଙ୍ଖଳା ବିଜୟ ଲକ୍ଷ୍ୟରେ ଟିମ୍ ଇଣ୍ଡିଆ

ଭାରତ ଓ ଇଂଲଣ୍ଡ ମଧ୍ୟରେ  ଆଜି ଟି-୨୦ ଶୃଙ୍ଖଳାର ୫ମ ତଥା ନିର୍ଣ୍ଣାୟକ ମୁକାବିଲା ହେବ । ଅହମଦାବାଦସ୍ଥିତ ନରେନ୍ଦ୍ର ମୋଦୀ ଷ୍ଟାଡ଼ିୟମରେ ଏହି ମ୍ୟାଚ୍ ଭାରତୀୟ ସମୟ ସନ୍ଧ୍ୟା ୭ଟାରେ ଖେଳାଯିବ ।

ଭାରତ-ଇଂଲଣ୍ଡ ଟି-୨୦: ୪ର୍ଥ ମୁକାବିଲା ଆଜି, ବିଜୟ ଲକ୍ଷ୍ୟରେ ପଡ଼ିଆକୁ ଓହ୍ଲାଇବ ଟିମ୍ ଇଣ୍ଡିଆ

ଭାରତ ଓ ଇଂଲଣ୍ଡ ମଧ୍ୟରେ  ଆଜି ଟି-୨୦ ଶୃଙ୍ଖଳାର ୪ର୍ଥ ମୁକାବିଲା ହେବ । ଅହମଦାବାଦସ୍ଥିତ ନରେନ୍ଦ୍ର ମୋଦୀ ଷ୍ଟାଡ଼ିୟମରେ ୫ଟି ମ୍ୟାଚ ବିଶିଷ୍ଟ ଶୃଙ୍ଖଳାରଏହି ମ୍ୟାଚ୍ ଭାରତୀୟ ସମୟ ସନ୍ଧ୍ୟା ୭ଟାରେ ଖେଳାଯିବ

ରୋଡ ସେଫ୍ଟି ୱାର୍ଲ୍ଡ ସିରିଜ : ପୁଣି ଯୁବରାଜ ମାରିଲେ ଗୋଟିଏ ଓଭରରେ ୪ ଛକା

ଭାରତୀୟ କ୍ରିକେଟ ଷ୍ଟାର ଯୁବରାଜ ସିଂହ ପୁଣି ଥରେ ଗର୍ଜିଛନ୍ତି ।  ରୋଡ ସେଫ୍ଟି ୱାଲ୍ଡ ସିରିଜ ୨୦୨୧ରେ ଯୁବରାଜ ସିଂହଙ୍କ ପ୍ରଦର୍ଶନରେ ଦର୍ଶକ ଉତ୍ସାହିତ ହୋଇଯାଇଥିଲେ । ଏହି ମ୍ୟାଚ୍‌ରେ ଯୁବରାଜ ସିଂହ ୨୦ଟି

ଧିମା ବୋଲିଙ୍ଗ ପାଇଁ ଦଣ୍ଡିତ ହେଲେ ଭାରତୀୟ ଖେଳାଳି

ଅହମଦାବାଦର ନରେନ୍ଦ୍ର ମୋଦି କ୍ରିକେଟ ଷ୍ଟାଡିୟମରେ ଭାରତ-ଇଂଲଣ୍ଡ ଟି-୨୦ ସିରିଜର ଦ୍ୱିତୀୟ ଟି-୨୦ କ୍ରିକେଟ ମ୍ୟାଚରେ ଭାରତୀୟ ଦଳ ଧିମା ବୋଲିଂ ହାର ନେଇ ଦଣ୍ଡିତ ହୋଇଛନ୍ତି । ଏଥିପାଇଁ ସମସ୍ତ ଭାରତୀୟ ଖେଳାଳିଙ୍କ

ଆଜି ଭାରତ-ଇଂଲଣ୍ଡ ତୃତୀୟ T20: ବିଜୟ ଲକ୍ଷ୍ୟରେ ଟିମ୍ ଇଣ୍ଡିଆ

ଭାରତ ଓ ଇଂଲଣ୍ଡ ମଧ୍ୟରେ  ଆଜି ଟି-୨୦ ଶୃଙ୍ଖଳାର ୩ୟ ମୁକାବିଲା ହେବ । ଅହମଦାବାଦସ୍ଥିତ ନରେନ୍ଦ୍ର ମୋଦୀ ଷ୍ଟାଡ଼ିୟମରେ ୫ଟି ମ୍ୟାଚ ବିଶିଷ୍ଟ ଶୃଙ୍ଖଳାର ୩ୟ ମ୍ୟାଚ୍ ଭାରତୀୟ ସମୟ ସନ୍ଧ୍ୟା ୭ଟାରେ

କୋହଲିଙ୍କ ଧୂଆଁଧାର ବ୍ୟାଟିଂ, ଟିମ୍ ଇଣ୍ଡିଆର ଦମଦାର ବିଜୟ

ନରେନ୍ଦ୍ର ମୋଦି କ୍ରିକେଟ୍ ଷ୍ଟାଡିୟମରେ ଖେଳାଯାଇଥିବା ଦ୍ବିତୀୟ ଟି-ଟ୍ବେଣ୍ଟିରେ ଟିମ୍ ଇଣ୍ଡିଆର ଦମଦାର ବିଜୟ । ଇଂଲଣ୍ଡକୁ ୭ ଓ୍ବିକେଟରେ ହରାଇଛି ଭାରତ । ମ୍ୟାଚରେ ଅଧିନାୟକ ବିରାଟ କୋହଲି ଖେଳିଛନ୍ତି ଦମଦାର ଅର୍ଦ୍ଧଶତକୀୟ

ଇଣ୍ଡିଆନ ସୁପର ଲିଗ : ଆଜି ଫାଇନାଲରେ ମୁମ୍ବାଇ ଏଫସିକୁ ଭେଟିବ ଏଟିକେ ମୋହନ ବାଗାନ ଏଫସି

ଆଜି ଇଣ୍ଡିଆନ ସୁପର ଲିଗର ଫାଇନାଲ ମ୍ୟାଚରେ ମୁମ୍ବାଇ ସିଟି ଏଫସି ଏବଂ ଏଟିକେ ମୋହନ ବାଗାନ ଏଫସି ମଧ୍ୟରେ ମୁକାବିଲା ହେବ । ଟୁର୍ନାମେଣ୍ଟର ସର୍ବଶ୍ରେଷ୍ଠ ବୁଲାଯାଉଥିବା ଏହି ଦୁଇଟି ଟିମ ଆଜି