ଖବର ଆଜିର: ତାରିଖ ୧୫/୦୬/୨୩, ଗୁରୁବାର

୧-ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ରଜୋତ୍ସବ ପାଇଁ ଜନସାଧାରଣଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ୨-ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି,୪୦ ଡିଗ୍ରୀ ଉପରେ ୧୭ଟି ସ୍ଥାନ, ସୋନପୁରରେ ସର୍ବାଧିକ ୪୪.୧ ଡିଗ୍ରୀ। ୩-୧୦ ବର୍ଷରେ ଖର୍ଚ୍ଚ ହୋଇଛି ୨୦

ନିଟ-ୟୁଜି ୨୦୨୩ର ରେଜଲ୍ଟ ପ୍ରକାଶ

ମେଡିକାଲ ପ୍ରବେଶିକା ପରୀକ୍ଷା ନିଟ-ୟୁଜି ୨୦୨୩ର ରେଜଲ୍ଟ ପ୍ରକାଶ ପାଇଛି । ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (ଏନଟିଏ) ପରୀକ୍ଷା ଫଳ ଜାରି କରିଛି ।ଏଥର ମୋଟ ୨୦ ଲକ୍ଷ ୩୮ ହଜାର ୫୯୬ ଜଣ

ଖବର ଆଜିର: ତାରିଖ ୧୪/୦୬/୨୩, ବୁଧବାର

୧-ଆଜି ପହିଲି ରଜ.. ଜମିଲାଣି ରଜ ଆସର, ଦୋଳି ଖେଳ ସହ ପୋଡ଼ ପିଠା, କାକରା ପିଠା, ଚକୁଳି ପିଠା ଓ ରଜପାନରେ ମହକୁଛି ଗାଁ ଠୁ ସହର। ୨-ସରକାରୀ କର୍ମଚାରୀଙ୍କୁ ରଜ ଭେଟି

ରଥଯାତ୍ରା ପ୍ରସ୍ତୁତିର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ

ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଶେଷ ସମନ୍ୱୟ ବୈଠକ। ଏଥିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚୁଆଲରେ ଯୋଗଦେଇ ରଥଯାତ୍ରା ପ୍ରସ୍ତୁତିର ସମୀକ୍ଷା କରିବେ। ଟାଉନ ହଲ୍‌‌ ପରିସରରେ ପୂର୍ବାହ୍ନ ୧୧ଟାରେ ହେବାକୁ ଥିବା ବୈଠକରେ

ଖବର ଆଜିର : ତାରିଖ ୧୨/୦୬/୨୩, ସୋମବାର

୧-ଅସହ୍ୟ ତାତିରେ ଜଳୁଛି ଓଡ଼ିଶା; ଆହୁରି ୩ ଦିନ କରିବ କଲବଲ।୪୪ଂ ଉପରେ ବଲାଙ୍ଗୀର, ବରଗଡ଼, ଝାରସୁଗୁଡ଼ା ଓ ସୋନପୁର। ୨-ଆଜି ଆନ୍ତର୍ଜାତୀୟ ଶିଶୁ ଶ୍ରମିକ ନିରୋଧ ଦିବସ, ଓଡ଼ିଶାରେ କାର୍ଯ୍ୟାନୁଷ୍ଠାନ ପ୍ରଭାବ ହୀନ।

ଖବର ଆଜିର : ତାରିଖ ୧୦/୦୬/୨୩, ଶନିବାର

୧-କଟକ:ବଦଳିଲେ ୨୧ ପୁଲିସ ଅଧିକାରୀ, ଏଥିରେ ଅଛନ୍ତି ୧୧ ଜଣ ଇନ୍ସପେକ୍ଟର,୭ ଜଣ ସବ ଇନସ୍ପେକ୍ଟର ଓ ୩ ଜଣ ସହକାରୀ ସବ୍ ଇନ୍ସପେକ୍ଟର। ୨-ଭୁବନେଶ୍ୱର:ବଦଳିଲା ମୋ ବସ୍ ଟିକେଟ୍ କାଟିବା ଢାଞ୍ଚା-ଏଣିକି ବାହାରେ

ଆଜିଠୁ କମ୍ପିବ କଳିଙ୍ଗ ଷ୍ଟାଡିୟମ 

ଆଜିଠୁ କମ୍ପିବ କଳିଙ୍ଗ । କଳିଙ୍ଗ ଷ୍ଟାଡିୟମରେ ଦେଖିବାକୁ ମିଳବ ଫୁଟବଲ ଫାଇଟ୍ । ଆରମ୍ଭ ହେବ ଇଣ୍ଟର-କଣ୍ଟିନେଟାଲ କପ୍ ଟୁର୍ଣ୍ଣାମେଣ୍ଟ । ଆୟୋଜକ ଭାରତ ସମେତ ଲେବାନନ୍, ମଙ୍ଗୋଲିଆ ଏବଂ ଭାନୁଆଟୁ ଅଂଶଗ୍ରହଣ

କେନ୍ଦ୍ର କ୍ରୀଡ଼ାମନ୍ତ୍ରୀଙ୍କ ନିକଟରେ ୫ଟି ଦାବି ରଖିଛନ୍ତି କୁସ୍ତିଯୋଦ୍ଧା

କେନ୍ଦ୍ର କ୍ରୀଡ଼ାମନ୍ତ୍ରୀ ଅନୁରାଗ ଠାକୁରଙ୍କ ନିକଟରେ ୫ଟି ଦାବି ରଖିଛନ୍ତି କୁସ୍ତିଯୋଦ୍ଧା । ସେହି ଦାବିଗୁଡିକ ହେଲା ଜଣେ ମହିଳା ହୁଅନ୍ତୁ ରେସଲର ଫେଡେରେସନ ସଭାପତି । ବର୍ତ୍ତମାନର ସଭାପତି ବ୍ରିଜ ଭୂଷଣଙ୍କ ପରିବାରର

ଖବର ଆଜିର : ତାରିଖ ୦୮/୦୬/୨୩, ଗୁରୁବାର

୧-ବାଲେଶ୍ୱର ରେଳ ଦୁର୍ଘଟଣା: ଓଡ଼ିଶାରେ ମୃତକଙ୍କ ପରିବାରର ଜଣଙ୍କୁ ଚାକିରି ଓ ପିଲାଙ୍କୁ ମାଗଣା ଶିକ୍ଷା ଦେବ କିଟ୍‍। ୨-ଆଜି ଅପରାହ୍ନ ୪ଟାରେ ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ସହ ଧନ୍ଦାମୂଳକ ଶିକ୍ଷାର

ବାହାନଗା ଭୟଙ୍କର ଟ୍ରେନ୍ ଦୁର୍ଘଟଣାର ୫୦ ଘଣ୍ଟା ପରେ ସୁଧୁରୁଲା ସ୍ଥିତି: ପରୀକ୍ଷାମୂଳକ ଭାବେ ଗଡ଼ିଛି ମାଲବାହୀ ଟ୍ରେନ

ବାହାନଗା ଭୟଙ୍କର ଟ୍ରେନ୍ ଦୁର୍ଘଟଣାର ୫୦ ଘଣ୍ଟା ପରେ ସୁଧୁରୁଲା ସ୍ଥିତି । ବାହାନଗାରେ ସରିଲା ରେଳ ଧାରଣା ମରାମତି । ଟ୍ରେନ ଚଳାଚଳ ପାଇଁ ୨ଟି ଟ୍ରାକକୁ ପ୍ରସ୍ତୁତ କରାଯାଇଛି । ପ୍ରଥମେ

1 4 5 6 7 8 34