ଖବର ଆଜିର -ତାରିଖ:05/06/23, ସୋମବାର

୧-ରତ୍ନବେଦୀ ଛାଡି ସ୍ନାନବେଦୀରେ ଚତୁର୍ଦ୍ଧାମୂର୍ତ୍ତି , ମହାସ୍ନାନ ପରେ ଗଜାନନ ବେଶରେ ଦର୍ଶନ ଦେଲେ ଶ୍ରୀଜୀଉ। ଆଜିଠାରୁ ଅନବସର ନୀତି। ୨-ଆଜିଠୁ ଆରମ୍ଭ ହେବ ବ୍ରହ୍ମଗିରିରେ ପ୍ରଭୁ ଅଲାରନାଥଙ୍କ ଅଣସର ଦର୍ଶନ।ଶାନ୍ତି ଶୃଙ୍ଖଳାର ସହିତ

ଭୁବନେଶ୍ବରରେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ: ଏମ୍ସ ଯାଇ କରିବେ ସମୀକ୍ଷା

ଭୁବନେଶ୍ବରରେ ପହଞ୍ଚିଲେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡଭ୍ୟ । ଏମ୍ସ ଯାଇ ସମୀକ୍ଷା କରିବେ ମନସୁଖ ମାଣ୍ଡଭ୍ୟ । ଏମ୍ସରେ ଡାକ୍ତରଙ୍କ ସହ ବୈଠକ କରିବେ । ଚିକିତ୍ସା ବ୍ୟବସ୍ଥାର ଆବଶ୍ୟକତା ନେଇ କରିବେ

ଖବର ଆଜିର : ତାରିଖ ୦୪/୦୬/୨୩, ରବିବାର

୧-ବାହାନଗା ଟ୍ରେନ୍‌ ଟ୍ରାଜେଡି: ୩୦୦ ଟପିଲା ମୃତ୍ୟୁ ସଂଖ୍ୟା, ୧୦୫୦ ଆହତ। ୨-ଦାରୁବ୍ରହ୍ମଙ୍କ ଅପେକ୍ଷାରେ ସ୍ନାନବେଦୀ,ଆଜି ଦିବ୍ୟ ସ୍ନାନ ଓ ହାତୀ ବେଶ। ୩-କରମଣ୍ଡଳ ଏକ୍ସପ୍ରେସ ଦୁର୍ଘଟଣା, ୪ ଜିଲ୍ଲାପାଳଙ୍କୁ ଚିଠି କଲେ ଓଡିଶା

ବାଲେଶ୍ବର ବାହାନଗାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ବାହାନଗାରେ ପହଞ୍ଚିବା ପରେ କରମଣ୍ଡଳ ଏକ୍ସପ୍ରେସ ଦୁର୍ଘଟଣା ସ୍ଥଳକୁ ଗଲେ । ଦୁର୍ଘଟଣା ସ୍ଥଳରେ ପହଞ୍ଚିବା ପରେ ସ୍ଥିତି ସମୀକ୍ଷା କରିବା ସହ ଉପସ୍ଥିତ ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି । ଦୁର୍ଘଟଣା ସ୍ଥଳରୁ

ଓଜେଇଇ-୨୦୨୩ ରେଜଲ୍ଟ ପ୍ରକାଶ ପାଇଲା

ପ୍ରକାଶ ପାଇଲା ଓଜେଇଇ-୨୦୨୩ ରେଜଲ୍ଟ । ବିଭାଗୀୟ ମନ୍ତ୍ରୀ ପ୍ରୀତିରଞ୍ଜନ ଘଡ଼ାଇ ଫଳ ପ୍ରକାଶ କରିଛନ୍ତି । ଏହାପରେ ଛାତ୍ରଛାତ୍ରୀ ୱେବସାଇଟରୁ ନିଜ ରେଜଲ୍ଟ ପାଇପାରିବେ । www.ojee.nic.inରେ ରେଜଲ୍ଟ ଉପଲବ୍ଧ ହେବ ।

ଆସନ୍ତାକାଲି ଭୁବନେଶ୍ୱରରୁ ସିଙ୍ଗାପୁର ଓ ବ୍ୟାଙ୍କକ ସିଧାସଳଖ ଉଡ଼ିବ ବିମାନ

ସକାଳ ୬ଟା ୨୫ରେ ସିଙ୍ଗାପୁରକୁ ଓ ଅପରାହ୍ନ ୪ଟା ୫୦ରେ ବ୍ୟାଙ୍କକକୁ ଉଡ଼ିବ ବିମାନ । ଉଭୟ ରୁଟରେ ଇଣ୍ଡିଗୋ ଏୟାର ଲାଇନ୍ସ ପକ୍ଷରୁ ବିମାନ ସେବା ଯୋଗାଇ ଦିଆଯିବ । ଏନେଇ ଭୁବନେଶ୍ବର

ଖବର ଆଜିର ତାରିଖ: ୦୨/୦୬/୨୩, ଶୁକ୍ରବାର

୧-ଜଳୁଛି ପଶ୍ଚିମ ଓଡ଼ିଶା, ଆସନ୍ତା ୪ ଦିନ ପର୍ଯ୍ୟନ୍ତ କାଳବୈଶାଖୀ ସମ୍ଭାବନା। ୨-ନିର୍ମାଣ କାର୍ଯ୍ୟ ସମୀକ୍ଷା କଲେ ୫-ଟି ସଚିବ,ଶୀଘ୍ର କାର୍ଯ୍ୟକ୍ଷମ ହେବ ବରମୁଣ୍ଡା ଆନ୍ତଃରାଜ୍ୟ ବସ୍‌ ଟର୍ମିନାଲ : ୮୫ ପ୍ରତିଶତ କାର୍ଯ୍ୟ

ଖବର ଆଜିର : ତାରିଖ ୦୧/୦୬/୨୩, ଗୁରୁବାର

୧-ଯୁକ୍ତ ଦୁଇ ବିଜ୍ଞାନରେ ପାସ୍‌‌ ହାର ୮୪.୯୩%, ବାଣିଜ୍ୟରେ ପାସ୍‌‌ ହାର ୮୧.୧୨%। ୨-ଭୁବନେଶ୍ୱର:ପରବର୍ତ୍ତୀ ରାଜ୍ୟପାଳ ନିଯୁକ୍ତି ଯାଏଁ ପ୍ରଫେସର ଗଣେଶୀଲାଲ ଦାୟିତ୍ଵରେ ରହିବେ। ୩-ବିବାଦ ଓ ବିଭ୍ରାଟ ଭିତରେ ଆସିଲା ଯୁକ୍ତ ଦୁଇ

ଜମ୍ମୁ କାଶ୍ମୀରରେ ମର୍ମନ୍ତୁଦ ସଡକ ଦୁର୍ଘଟଣା 

ବୈଷ୍ଣୋ ଦେବୀଙ୍କ ଦର୍ଶନ ପାଇଁ ଯିବାବେଳେ ଖାଇକୁ ଖସିଲା ଯାତ୍ରୀବାହୀ ବସ୍‌ । ଦୁର୍ଘଟଣାରେ ୧୦ ଜଣ ଯାତ୍ରୀଙ୍କ ମୃତ୍ୟୁ ହୋଇଥିବା ବେଳେ ପ୍ରାୟ ୩୦ ଜଣ ଆହତ ହୋଇଥିବା ଜଣାପଡିଛି । ଜାତୀୟ

ଆଇପିଏଲ୍ ୨୦୨୩ ଟାଇଟଲ ଜିତିଲା ଧୋନୀ ବାହିନୀ

ଆଇପିଏଲ୍ ୨୦୨୩ ଟାଇଟଲ ଜିତିଲା ଧୋନୀ ବାହିନୀ। ବର୍ଷା ଓ ଗୁଜରାଟକୁ ମାତ୍ ଦେଇ ଚାମ୍ପିଅନର ଖିତାବ୍ ଜିତିଲା ଚେନ୍ନାଇ ସୁପରକିଙ୍ଗସ। ଗତକାଲି ଅହମଦାବାଦ ସ୍ଥିତ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଆୟୋଜିତ ଫାଇନାଲ ମ୍ୟାଚରେ

1 5 6 7 8 9 34