ଭୁବନେଶ୍ବର: ମୌସୁମୀ ଆଗାମୀ ୪ରୁ ୫ ଦିନ ଭିତରେ ଓଡ଼ିଶା ଛୁଇଁବ। ଏନେଇ ଆଜି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ପହଞ୍ଚିବା
Month: June 2022
ରାଜ୍ୟରେ ଅସହ୍ୟ ତାତି ସହ ଗୁଳୁଗୁଳି,ରଜ ପୂର୍ବରୁ ଓଡ଼ିଶା ଛୁଇଁବନି ମୌସୁମୀ !
ଭୁବନେଶ୍ବର:ଭୟଙ୍କର ତାତି। ରାଜ୍ୟରେ ଅସହ୍ୟ ତାତି ସହ ଗୁଳୁଗୁଳିରେ ଛଟପଟ ଜନଜୀବନ। ଉପକୂଳରେ ଗୁଳୁଗୁଳି କଲବଲ କରୁଥିବାବେଳେ ପଶ୍ଚିମରେ ତାତି ବଳବତ୍ତର ରହିଛି। ଦୁଇ ଦିନ ହେବ ରାଜ୍ୟରେ ତାପମାତ୍ରା ୪୫ ଡିଗ୍ରୀ ଉପରେ
RBI କରିବାକୁ ଯାଉଛି ବଡ ପରିବର୍ତ୍ତନ, ନୋଟ୍ରେ ଖୁବ୍ଶୀଘ୍ର ଦେଖିବାକୁ ମିଳିପାରେ ରବୀନ୍ଦ୍ରନାଥ ଟାଗୋର ଏବଂ ଅବଦୁଲ କଲାମଙ୍କ ଫଟୋ
ନୂଆଦିଲ୍ଲୀ :ଭାରତୀୟ ରିଜର୍ଭ ବ୍ୟାଙ୍କ ପ୍ରଥମ ଥର ବ୍ୟାଙ୍କ୍ ନୋଟ୍ରେ ଫଟୋ ବଦଳାଇବାକୁ ନେଇ ବିଚାର କରୁଛନ୍ତି । ଭାରତୀୟ ନୋଟ୍ରେ ମହାତ୍ମା ଗାନ୍ଧୀଙ୍କ ସହ ରବୀନ୍ଦ୍ରନାଥ ଟାଗୋର ଏବଂ ଡ. ଏପିଜେ ଅବଦୁଲ
ଶପଥ ନେଲେ ଓଡିଶା ହାଇକୋର୍ଟର ୨ ନୂଆ ବିଚାରପତି
କଟକ :ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ଜଷ୍ଟିସ୍ ଶୁଭାଶିଷ ତାଳପତ୍ର ଏବଂ ଆଇନଜୀବୀ ସଞ୍ଜୟ କୁମାର ମିଶ୍ର ଶୁକ୍ରବାର ଶପଥ ନେଇଛନ୍ତି । ଜଷ୍ଟିସ୍ ଶୁଭାଶିଷ ତାଳପତ୍ର ତ୍ରିପୁରା ହାଇକୋର୍ଟରୁ ବଦଳି ହୋଇ ଆସିଥିଲେ
ଖବର ଆଜିର -ତାରିଖ ୧୦/୦୬/୨୨, ଶୁକ୍ରବାର
୧-ଜୁଲାଇ ୧୮ରେ ହେବ ରାଷ୍ଟ୍ରପତି ନିର୍ବାଚନ, ଜୁନ୍ ୧୫ରେ ପ୍ରକାଶ ପାଇବ ବିଜ୍ଞପ୍ତି। ୨-୧୨ ହଜାର ଟିକେଟ୍ ପାଇଁ ବାରବାଟୀ ବାହାରେ ୨୦ହଜାରେ ଲୋକଙ୍କ ଭିଡ। ରାତି ଅନିଦ୍ରା ହେଲେ, ପୋଲିସଠୁ ମାଡ ଖାଇ

꧁ ଆଜିର ରାଶିଫଳ꧂

ଅଦ୍ୟ ଜୁନ ମାସ ୧୦ ତାରିଖ ୨୦୨୨ ମସିହା(ଶୁକ୍ରବାର)ଶକାବ୍ଦ -୧୯୪୪, ସମ୍ବତ-୨୦୭୯ଦିଲ୍ଲୀ,ସ୍ୱରାଦ୍ଧ-୧୪୨୯, ସମ୍ବତ୍ସର-ଅନଳ, ଜ୍ୟେଷ୍ଠ-ଶୁକ୍ଳପକ୍ଷ, ତିଥି- ଦଶମୀ ଦିବା ଘ୦୭/୪୯ପର୍ଯ୍ୟନ୍ତ ତଦନ୍ତେ ଏକାଦଶୀନକ୍ଷତ୍ର- ହସ୍ତା ପ୍ରାତଃ ଘ୦୫/୨୮ ପର୍ଯ୍ୟନ୍ତ ତଦନ୍ତେ ଚିତ୍ରାଚନ୍ଦ୍ର- କନ୍ୟା ଦିବା
ପୁରୀ ରଥଯାତ୍ରା ପାଇଁ ଚାଲିବ ୧୦୦ଟି ସ୍ବତନ୍ତ୍ର ବସ୍
କଟକ : ଆସନ୍ତା ଜୁଲାଇ ୧ତାରିଖ ପୁରୀ ରଥଯାତ୍ରା ପାଇଁ କଟକ, ଭୁବନେଶ୍ବର, ପୁରୀ ମଧ୍ୟରେ ନିୟମିତ ବସ୍ ବ୍ୟତୀତ ପାଖାପାଖି ୧୦୦ଟି ସ୍ବତନ୍ତ୍ର ବସ ଚଳାଚଳ କରିବ। ଘରୋଇ ବସ୍ ମାଲିକ ସଂଘ-ରାଜ୍ୟ ପରିବହନ କର୍ତ୍ତୃପକ୍ଷଙ୍କର