ଅଦ୍ୟ ସେପ୍ଟେମ୍ୱର ମାସ ୨୮ ତାରିଖ ୨୦୨୨ ମସିହା(ବୁଧବାର)ଶକାବ୍ଦ -୧୯୪୪ସମ୍ବତ -୨୦୭୯ଦିଲ୍ଲୀସ୍ୱରାଦ୍ଧ-୧୪୩୦ସମ୍ବତ୍ସର-ଅନଳଆଶ୍ୱିନ-ଶୁକ୍ଳପକ୍ଷତିଥି- ତୃତୀୟା ରାତ୍ରି ଘ୦୯/୩୪ ଗତେ ଚତୁର୍ଥୀନକ୍ଷତ୍ର- ଚିତ୍ରା ଦିବା ଘ୦୭/୦୩ ଗତେ ସ୍ଵାତୀଚନ୍ଦ୍ର- ତୁଳାଯୋଗ- ଇନ୍ଦ୍ରକରଣ – ତୈତିଳସୌରମାସ- କନ୍ୟା ୧୨
Month: September 2022
୯ ସ୍ବତନ୍ତ୍ର ଉନ୍ନୟନ ପରିଷଦର ଅଧ୍ୟକ୍ଷ, ଉପାଧ୍ୟକ୍ଷ ନିଯୁକ୍ତ
ଅନୁସୂଚିତ ଜନଜାତି ବହୁଳ ଜିଲ୍ଲାରେ ଥିବା ସ୍ବତନ୍ତ୍ର ଉନ୍ନୟନ ପରିଷଦର ଅଧ୍ୟକ୍ଷ ଓ ଉପାଧ୍ୟକ୍ଷ ନିଯୁକ୍ତ ହୋଇଛନ୍ତି। ମୟୂରଭଞ୍ଜରେ ସ୍ବତନ୍ତ୍ର ଉନ୍ନୟନ ପରିଷଦର ଅଧ୍ୟକ୍ଷ ଭାବେ ଦେବାଶିଷ ମାର୍ଣ୍ଡି ଓ ଉପାଧ୍ୟକ୍ଷ ଭାବେ କମଳା
ଲତା ମଙ୍ଗେସ୍କର୍ଙ୍କ ସ୍ମୃତି ଉଦ୍ଦେଶ୍ୟରେ ଅଯୋଧ୍ୟାରେ ୪୦ ଲମ୍ବର ବୀଣା ସ୍ଥାପନ
ପ୍ରଖ୍ୟାତ ଗାୟିକା ଲତା ମଙ୍ଗେସ୍କର୍ଙ୍କ ୯୩ତମ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ ପୂର୍ବକ ଉତ୍ତର ପ୍ରଦଶେର ଅଯୋଧ୍ୟା ନଗରୀ ଦେଇ ପ୍ରବାହିତ ସରଯୂ ନଦୀ ତୀର ଅନ୍ତର୍ଗତ ଏକ ପ୍ରମୁଖ ଛକରେ ୧୪ ଟନ୍
ବରିଷ୍ଠ ସିନେମାଟୋଗ୍ରାଫର ସୁରେନ୍ଦ୍ର ସାହୁ ଓ ନିର୍ଦ୍ଦେଶକ ଘନଶ୍ୟାମ ମହାପାତ୍ର ସମ୍ମାନୀତ
ଆମେରିକାର ଟେକ୍ସାସ ଅନ୍ତର୍ଗତ ହୋଷ୍ଟନ ସହରରେ ଥିବା ଓଡ଼ିଶା ସାଂସ୍କୃତିକ କେନ୍ଦ୍ର ପକ୍ଷରୁ ଜୟଦେବ ପୁରସ୍କାର ପ୍ରାପ୍ତ ବିଶିଷ୍ଟ ଚଳଚ୍ଚିତ୍ର ନିର୍ଦ୍ଦେଶକ ଘନଶ୍ୟାମ ମହାପାତ୍ର ଓ ପ୍ରଖ୍ୟାତ ସିନେମାଟୋଗ୍ରାଫର ସୁରେନ୍ଦ୍ର ସାହୁଙ୍କୁ ସମ୍ମାନୀତ କରାଯାଇଛି
ବାଲିଯାତ୍ରା ପାଇଁ ଆସନ୍ତାକାଲି ଠାରୁ ଅକ୍ଟୋବର ୭ ପର୍ଯ୍ୟନ୍ତ ପ୍ଲଟ ପଞ୍ଜିକରଣ
ବାଲିଯାତ୍ରା ପାଇଁ କାଲିଠୁ ପ୍ଲଟ ପଞ୍ଜିକରଣ । ନଭେମ୍ବର ୮ ରେ କାର୍ତ୍ତିକ ପୂର୍ଣ୍ଣିମାଠାରୁ ହେବ ବାଲିଯାତ୍ରା । ଏକ ହଜାର ବର୍ଗଫୁଟରୁ ଅଧିକ ଜାଗା ନେଉଥିବା ବ୍ୟବସାୟୀ ଆସନ୍ତାକାଲି ଠାରୁ ଅକ୍ଟୋବର ୭
ମାଲକାନଗିରି ସୀମାନ୍ତରେ ମାଓ ମେଳି, ଏକାଠି ହୋଇଛନ୍ତି ଶହ ଶହ ମାଓବାଦୀ
ମାଲକାନଗିରି ଛତିଶଗଡ ସୀମାନ୍ତ ବିଜାପୁର ଜିଲ୍ଲାରେ ପୁଣି ଥରେ ମାଓ ମେଳି ଦେଖିବାକୁ ମିଳିଛି । ସୁରକ୍ଷା ବାହିନୀକୁ ଖୋଲା ଖୋଲି ଭାବେ ଚ୍ୟାଲେଞ୍ଜ ଦେଇ ଏକାଠି ହୋଇଛନ୍ତି ଶହ ଶହ ମାଓବାଦୀ ।
ଭୁବନେଶ୍ବରରୁ କଟକକୁ ମେଟ୍ରୋ ଟ୍ରେନ୍ ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ସାଂସଦ ଅପରାଜିତା ଷଡ଼ଙ୍ଗୀ
ଐତିହ୍ୟ ସହର ଭୁବନେଶ୍ବରରୁ ରୌପ୍ୟ ନଗରୀ କଟକକୁ ମେଟ୍ରୋ ଟ୍ରେନ୍ ସେବା ଆରମ୍ଭ କରିବାକୁ ଲୋକସଭା ସାଂସଦ ଅପରାଜିତା ଷଡ଼ଙ୍ଗୀ ଆଗ୍ରହ ଦେଖାଇଛନ୍ତି। ଏନେଇ ସେ ମେଟ୍ରୋ ରେଳ ନୀତି-୨୦୧୭ ବିଷୟରେ ନଗର ଉନ୍ନୟନ
ପୁଣି ଭାସିଲା ଅସ୍ଥାୟୀ ସୁରକ୍ଷା ବାଡ଼, ବିପଦରେ ପୁରୀ-କୋଣାର୍କ ବେଳାମାର୍ଗ
ପୁଣି ଅଶାନ୍ତ ହୋଇ ଉଠିଛି ସମୁଦ୍ର I ପୁରୀ-କୋଣାର୍କ ବେଳାମାର୍ଗ ଅସ୍ଥାୟୀ ସୁରକ୍ଷା ବାଡ଼ ସମୁଦ୍ର ଜୁଆର ମାଡ଼ରେ ଧୋଇଯାଇଛି I ବାଲିବସ୍ଥା, କାଠ ବଲହାକୁ ଭସାଇନେଇଛି I ଅସୁରକ୍ଷିତ ହୋଇପଡିଛି ବେଳାମାର୍ଗ I ଚନ୍ଦ୍ରଭାଗରୁ ରାମଚଣ୍ଡୀ ମୁହାଣ ପର୍ଯ୍ୟନ୍ତ 3କିମି ଏହି ରାସ୍ତା ସମୁଦ୍ର ଗର୍ଭରେ ଲୀନ
ଖୁବ ଶୀଘ୍ର ତାଳଚେର, ଅନୁଗୋଳ ଓ ଢ଼େଙ୍କାନାଳ ଦେଇ କୋଲକାତାକୁ ଗଡିବ ନୂଆ ଟ୍ରେନ: ଧର୍ମେନ୍ଦ୍ର
ସମ୍ବଲପୁରରୁ କୋଲକାତାକୁ ଗଡିବ ଟ୍ରେନ । ତାଳଚେର, ଅନୁଗୋଳ ଓ ଢେଙ୍କାନାଳ ଦେଇ କୋଲକାତାକୁ ଚଳାଚଳ କରିବ। କେନ୍ଦ୍ରମନ୍ତ୍ରୀ ଭୁବନେଶ୍ୱର ମଞ୍ଚେଶ୍ୱର ଷ୍ଟେସନରୁ ଟ୍ରେନ୍ ଯୋଗେ ଏକ ସ୍ୱତନ୍ତ୍ର ବଗିରେ ପୂର୍ବତଟ ରେଳ ବିଭାଗର ବରିଷ୍ଠ
ରାଉରକେଲା ଦେଖିବ ବାୟୁସେନାର ‘ଏୟାର୍ ସୋ’
ରାଉରକେଲା ବାସୀଙ୍କ ଦୀର୍ଘ ଦିନର ଅଭିଳାଷ ପୂରଣ ହେବାକୁ ଯାଉଛି। ସହରବାସୀ ପ୍ରଥମଥର ପାଇଁ ରାଉରକେଲାରେ ଭାରତୀୟ ବାୟୁସେନାର ‘ସୂର୍ଯ୍ୟକିରଣ ଏରୋବେଟିକ୍ ଟିମ୍’ ଦ୍ବାରା ‘ଏୟାର୍ ସୋ’ ଦେଖିବାର ସୁଯୋଗ ପାଇବେ। ଏନେଇ ରାଉରକେଲା ଇସ୍ପାତ କାରଖାନା(ଆର୍ଏସ୍ପି) ଓ ରାଜ୍ୟ