ଭିଜିଲାନ୍ସ ଜାଲରେ ଡ଼ିଏଫଓ ଅଫିସର ବରିଷ୍ଠ କିରାଣୀ ସଞ୍ଜୟ କୁମାର ବାଗ l ଜଣେ ଅବସରପ୍ରାପ୍ତ କର୍ମଚାରୀଙ୍କଠାରୁ ପେନସନ କରାଇ ଦେବା ବାବଦକୁ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ
Month: May 2023
କେନ୍ଦୁପତ୍ର କର୍ମଚାରୀ ସଂଘ ପକ୍ଷରୁ ବିଭିନ୍ନ ଦାବୀ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଉଦେଶ୍ୟରେ ଏକ ଦାବିପତ୍ର ପ୍ରଦାନ
ଓଡ଼ିଶା କେନ୍ଦୁପତ୍ର କର୍ମଚାରୀ ସଂଘ ଆହ୍ଵାନ କ୍ରମେ ରାଜ୍ୟ ସଭାପତି ବିଜୟ ମହାନ୍ତିଙ୍କ ଆହ୍ଵାନ କ୍ରମେ ସମ୍ବଲପୁର ଡିଭିଜନ ପକ୍ଷରୁ ବିଶାଳ ଶୋଭାଯାତ୍ରା ସହର ପରିକ୍ରମା କରି ମୁଖ୍ୟମନ୍ତ୍ରୀଙ୍କ ଉଦେଶ୍ୟରେ ସମ୍ବଲପୁର ଜିଲ୍ଲପାଳଙ୍କୁ ଏକ
ଆସନ୍ତା ୪ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଜାରି ରହିବ କାଳବୈଶାଖୀ ବର୍ଷା
ଉପକୂଳ, ଉତ୍ତର ଏବଂ ଦକ୍ଷିଣ ଓଡ଼ିଶାରେ ବିଜୁଳି ଘଡଘଡି ସହ ବର୍ଷା ପବନ ଜାରି ରହିବ। ତେଲେଙ୍ଗାନା ଏବଂ ମଧ୍ୟପ୍ରଦେଶ ଉପରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ଖରାବର୍ଷାର ଲୁଚକାଳି ଜାରି ରହିଛି।
ଆଜି ଦିନ ୧୧ଟାରେ ପ୍ରକାଶ ପାଇବ ଯୁକ୍ତ ଦୁଇ ବାଣିଜ୍ୟ ଓ ବିଜ୍ଞାନ ରେଜଲ୍ଟ
ଆଜି ପ୍ରକାଶ ପାଇବ ଯୁକ୍ତ ଦୁଇ ବାଣିଜ୍ୟ ଓ ବିଜ୍ଞାନ ଫଳ। ଦିନ ୧୧ଟାରେ ପ୍ରକାଶ ପାଇବ ରେଜଲ୍ଟ । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟ ପରିସରରେ ଫଳାଫଳ ଘୋଷଣା କରାଯିବ। ଏନେଇ
ଲାଞ୍ଚ ନେବା ଅଭିଯୋଗରେ କରଞ୍ଜିଆ ତହସିଲଦାର ଚାର୍ଲସ ନାୟକଙ୍କୁ ଗିରଫ କଲା ଭିଜିଲାନ୍ସ
ଲାଞ୍ଚ ନେବା ଅଭିଯୋଗରେ କରଞ୍ଜିଆ ତହସିଲଦାର ଚାର୍ଲସ ନାୟକଙ୍କୁ ଗିରଫ କଲା ଭିଜିଲାନ୍ସ l ଗତକାଲି ଚାର୍ଲସ ନାୟକଙ୍କ ବାସଭବନ ସମେତ ସରକାରୀ କାର୍ଯ୍ୟାଳୟ ଓ ପୈତୃକ ଘରେ ଚଢଉ କରିଥିଲା କଟକ ଭିଜିଲାନ୍ସ
ଖବର ଆଜିର:31/05/2023
୧-ପଶ୍ଚିମରେ ତାତି, ଉପକୂଳ ଓ ଆଭ୍ୟନ୍ତରରେ ପ୍ରଚଣ୍ଡ ଗୁଳୁଗୁଳି,୪୩ଂ ଛୁଇଁଲା ସମ୍ବଲପୁର। ୨-୨୦୨୩-୨୪ ଶିକ୍ଷାବର୍ଷରୁ +୨ରେ ବଢ଼ିବ ୧୩ ହଜାର ସିଟ୍, ଗଣଶିକ୍ଷା ବିଭାଗ ପକ୍ଷରୁ ସୂଚନା,୨୦୨୩ ଶେଷ ସୁଦ୍ଧା ରାଜ୍ୟରେ ସବୁ ହାଇସ୍କୁଲରେ
ଦେବସ୍ନାନ ପୂର୍ଣ୍ଣିମା ନୀତି ନିର୍ଘଣ୍ଟ ସ୍ଥିର ହେଲା
ଦେବସ୍ନାନ ପୂର୍ଣ୍ଣିମା ନୀତି ନିର୍ଘଣ୍ଟ ସ୍ଥିର କରାଯାଇଛି । ମଙ୍ଗଳାର୍ପଣ ରାତି ୩ଟା ୩୦ରେ ହେବାକୁ ଥିବା ବେଳେ ୪ ଟାରୁ ୬ଟା ମଧ୍ୟରେ ଡେରିଲାଗି ଓ ପୁଷ୍ପାଞ୍ଜଳି ହୋଇ ପହଣ୍ଡି ଆରମ୍ଭ ହେବ।
ମାନେଶ୍ଵର ବ୍ଳକ ଗସ୍ତ କରିଛନ୍ତି ଉଚ୍ଚ ଶିକ୍ଷା ମନ୍ତ୍ରୀ ଇଞ୍ଜିନିୟର୍ ରୋହିତ ପୂଜାରୀ
ଉଚ୍ଚ ଶିକ୍ଷା ମନ୍ତ୍ରୀ ଇଞ୍ଜିନିୟର୍ ରୋହିତ ପୂଜାରୀ ସମ୍ବଲପୁର ଜିଲ୍ଲା ଅନ୍ତର୍ଗତ ମାନେଶ୍ଵର ବ୍ଳକ ଅନ୍ତର୍ଗତ ସମସ୍ତ ଗ୍ରାମ ପଞ୍ଚାୟତରୁ ଆସିଥିବା ଜନ ସାଧାରଣଙ୍କ ଅଭିଯୋଗକୁ ଆଲୋଚନା କରିଛନ୍ତି l ମାନେଶ୍ଵର ବ୍ଳକ BDO
ମାନପୁର ଗ୍ରାମରେ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କଲେ ବିଧାୟିକା ସ୍ନେହାଙ୍ଗିନୀ ଛୁରିଆ
ବରଗଡ ଜିଲ୍ଲା ଅତାବିରା ନିର୍ବାଚନ ମଣ୍ଡଳୀରେ ପ୍ରାଥମିକ ବିକାଶକୁ ନଜରରେ ରଖୀ ପ୍ରତେକ ଗ୍ରାମ ପଂଚାୟତକୁ ଯାଇ ସମସ୍ୟାର ସମାଧାନ କରୁଛନ୍ତି ବିଧ୍ୟାୟୀକା ସ୍ନେହାଙ୍ଗିନୀ ଛୁରିଆ ।ଏହି ଅବସରରେ ଭେଡେନ ବ୍ଲକର ମାନପୁର ଗ୍ରାମ
TPNDOL ଠିକା ସଂସ୍ଥାରେ କାର୍ଯ୍ୟରତ ଶ୍ରମିକଙ୍କ ଦୁର୍ଘଟଣାରେ ମୃତ୍ୟୁ
TPNDOL ଠିକାରେ କାର୍ଯ୍ୟ କରୁଥିବା ସମୟରେ ଘଟିଲା ଦୁର୍ଘଟଣା । କ୍ଷତି ପୂରଣ ଦାବିରେ ଅଧିକ୍ଷଣ ଯନ୍ତ୍ରୀଙ୍କ ଅଫିସ ଆଗରେ ଶବ ରଖି ଧାରଣା ଦେଲେ କର୍ମଚାରୀ। ସୂଚନା ମୁତାବକ ଭଦ୍ରକ ଟାଟା ପାୱାର