ଧାନ କାଟିଲେ ରାହୁଲ ଗାନ୍ଧୀ

କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଛତିଶଗଡର ଚାଷୀଙ୍କୁ ଧାନ ଅମଳ କରିବାରେ ସାହାଯ୍ୟ କରିଛନ୍ତି ଏବଂ କୃଷକମାନଙ୍କ ପାଇଁ ତାଙ୍କ ସରକାର କରିଥିବା କାର୍ଯ୍ୟର ସମ୍ପୂର୍ଣ୍ଣ ତାଲିକା ଉପସ୍ଥାପନ କରିଛନ୍ତି। ଏହାପୂର୍ବରୁ କଂଗ୍ରେସ

ଦିନିକିଆ ବିଶ୍ୱକପରେ ଭାରତ ଇଂଲଣ୍ଡକୁ ୧୦୦ ରନରେ ପରାସ୍ତ କଲା 

ଦିନିକିଆ ବିଶ୍ୱକପର ୨୯ତମ ମ୍ୟାଚରେ ଭାରତ ଡିଫେଣ୍ଡିଂ ଚାମ୍ପିଅନ ଇଂଲଣ୍ଡକୁ ୧୦୦ ରନରେ ପରାସ୍ତ କରିଛି। ଇଂଲଣ୍ଡ ଅଧିନାୟକ ଜୋସ ବଟଲର ଟସ ଜିତି ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି

 ଓଲିଉଡ୍‌ରେ ବିବାଦ: ଅଭିନେତା ଅରିନ୍ଦମ ବିବାଦର ସମାଧାନ ପାଇଁ ସେ ମନୋଜ ମିଶ୍ରଙ୍କୁ ଅନୁରୋଧ

ଓଲିଉଡ୍‌ରେ ଚାଲିଥିବା ବିବାଦ ନେଇ ରବିବାର ପ୍ରତିକ୍ରିୟା ରଖିଛନ୍ତି ଅଭିନେତା ଅରିନ୍ଦମ ରାୟ। ବିବାଦର ସମାଧାନ ପାଇଁ ସେ ମନୋଜ ମିଶ୍ରଙ୍କୁ ଅନୁରୋଧ କରିଛନ୍ତି। ସେ କହିଛନ୍ତି, ଘର ଭିତରେ ଥିବା ବିବାଦର ସମାଧାନ

ଆନ୍ଧ୍ରପ୍ରଦେଶର ଆଲମଣ୍ଡା ଷ୍ଟେଶନ ନିକଟରେ ଟ୍ରେନ ଦୁର୍ଘଟଣା: ମୃତ୍ୟୁସଂଖ୍ୟା ୬କୁ ବୃଦ୍ଧି, ଶତାଧିକ ଆହତ

ଆନ୍ଧ୍ରପ୍ରଦେଶର ଆଲମଣ୍ଡା ଷ୍ଟେଶନ ନିକଟସ୍ଥ କାଣ୍ଟକାପଲ୍ଲୀଠାରେ ରବିବାର ରାତିରେ ଏକ ପାସେଞ୍ଜର ଟ୍ରେନ୍‌କୁ ଅନ୍ୟ ଏକ ଏକ୍ସପ୍ରେସ୍‌ ଟ୍ରେନ୍‌ ଧକ୍କା ଦେଇଛି। ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୬କୁ ବୃଦ୍ଧି ପାଇଥିବା ବେଳେ ଶତାଧିକ ଆହତ ହୋଇଥିବା

ମୁମ୍ବାଇ ରୋଡରୁ କଳା-ହଳଦିଆ ଟ୍ୟାକ୍ସି ହଟିବ, ୬୦ ବର୍ଷର ଇତିହାସ ଶେଷ ହେବ

ଦଶନ୍ଧି ଧରି, ମୁମ୍ବାଇ ସହରର ରାସ୍ତାରେ ‘ପ୍ରିମିୟର ପଦ୍ମିନୀ’ ଟ୍ୟାକ୍ସି ପରିବହନ ସେବାରେ ଗୁରୁତ୍ୱପୂର୍ଣ୍ଣ ସେବା ପ୍ରଦାନ କରିଥିଲା। ଜନସାଧାରଣ ପରିବହନକାରୀ, ଏହି ଟ୍ୟାକ୍ସିକୁ କଳ-ହଳଦିଆ(କାଲି-ପିଲି) କୁହାଯାଇଥାଏ। ନୂତନ ମଡେଲ ଏବଂ ଆପ ଆଧାରିତ

ମୁଖ୍ୟମନ୍ତ୍ରୀ, ୨୦୨୪ ଜାନୁୟାରି ପହିଲାରେ ମେଟ୍ରୋ ରେଳର ଶିଳାନ୍ୟାସ କରିବେ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ଭି କେ ପାଣ୍ଡିଆନ୍ ଅଧ୍ୟକ୍ଷ, 5T ଓ ନବୀନ ଓଡିଶା, ଆଜି ଭୋର୍ ୪.୩୦ ରେ ବରିଷ୍ଠ ଅଧିକାରୀଙ୍କ ସହିତ କଟକ ଭୁବନେଶ୍ବର ମେଟ୍ରୋ ରେଳ ପ୍ରକଳ୍ପ

ବାପାର ଗୋଇଠା ମାଡ଼ରେ ଗର୍ଭବତୀ ଝିଅର ଜୀବନ ଚାଲିଗଲା

ବାପାର ଗୋଇଠା ମାଡ଼ରେ ଗର୍ଭବତୀ ଝିଅର ମୃତ୍ୟୁ ଘଟିଛି। ଏପରି ଅଭାବନୀୟ ଘଟଣା ଘଟିଛି ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ପଥରଖଣି ଗାଁରେ । ଏ ଘଟଣା ପାରିବାରିକ କହଳରୁ ଘଟିଥିବା କୁହାଯାଉଛି।  ସ୍ବାମୀଙ୍କ ମୃତ୍ୟୁପରେ

ରାଶିଫଳ: ରବିବାର, ଅକ୍ଟୋବର ୨୯ ତାରିଖ

ଆଜିର ଯାତ୍ରାରେ ଅଭିଳଷିତ ଫଳ ମିଳିବ। ପାରିବାରିକ ସ୍ତରରେ ଜମିଜମାକୁ ନେଇ ଟଣା ଓଟରା ବଢ଼ିପାରେ। ଅ-ନାମାକ୍ଷର ବ୍ୟକ୍ତିଙ୍କ ପାଇଁ ଶାରୀରିକ ଅସୁସ୍ଥତା କେତେକ ପ୍ରତିବନ୍ଧକର କାରଣ ହୋଇପାରେ। ସର୍ବଦା ଅନ୍ୟମନସ୍କ ରହିବା କାରଣରୁ

ଖବର ଆଜିର : ତାରିଖ ୨୯/୧୦/୨୩, ରବିବାର

୧-ଗ୍ରହଣ ପାଇଁ ସଅଳ ସରିଲା କୁଆଁର ପୂନେଇଁ ପୂଜା, ଚନ୍ଦ୍ରକୁ ନଦେଖି ଦିନରେ ଆଞ୍ଜୁଳି ଟେକିଲେ କୁମାରୀ। ୨-ଆଜିଠୁ କାର୍ତ୍ତିକ ବ୍ରତ,ଚଳଚଞ୍ଚଳ ଶ୍ରୀକ୍ଷେତ୍ର ।ବିଭିନ୍ନ ହବିଷ୍ୟାଳି କେନ୍ଦ୍ରରେ ପହଞ୍ଚିଲେ ବ୍ରତଧାରୀ। ୩-ଧନଧାତ୍ରୀ ମା’ ଗଜଲକ୍ଷ୍ମୀଙ୍କ

ପୂର୍ବତନ ଭାରତୀୟ କ୍ରିକେଟର ମହମ୍ମଦ ଅଜହରୁଦ୍ଦିନଙ୍କ ସମେତ ୪୫ ଜଣଙ୍କୁ ତେଲଙ୍ଗାନା ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ଟିକେଟ ଦିଆଯାଇଛି 

ତେଲଙ୍ଗାନା ବିଧାନସଭା ତେଲଙ୍ଗାନା ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ଶୁକ୍ରବାର ଦ୍ୱିତୀୟ ତାଲିକା ପ୍ରକାଶ କରିଛି । ଏଥିରେ ପୂର୍ବତନ ଭାରତୀୟ କ୍ରିକେଟର ମହମ୍ମଦ ଅଜହରୁଦ୍ଦିନଙ୍କ ସମେତ ୪୫ ଜଣଙ୍କୁ ଟିକେଟ ଦିଆଯାଇଛି ।