ଗଞ୍ଜାମ,୧୩।୬(କେଶବ ନାହାକ ): ଗଞ୍ଜାମ ବ୍ଲକ ସନ୍ତୋଷ ପୁର ପଞ୍ଚାୟତ ସନ୍ତୋଷପୁର ଗ୍ରାମଠାରେ ବ୍ଲକ କୃଷି କାର୍ଯ୍ୟାଳୟ ପକ୍ଷରୁ ବିକଶିତ କୃଷି ସଂକଳ୍ପ ଅଭିଯାନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା l ବ୍ଲକ କୃଷି
Month: June 2025
ଭଦ୍ରକରେ ଆଉ ୧୨ ଘଣ୍ଟା ବନ୍ଦ ରହିଲା ଇଣ୍ଟରନେଟ୍ ସେବା
ଭଦ୍ରକ, ୧୩।୬(ତପନ ଜେନା ) : ଗୋ’ମାଫିଆଙ୍କ ସଂଘବଦ୍ଧ ଆକ୍ରମଣରେ ଭଦ୍ରକ ଜିଲା ତିହିଡି ବ୍ଲକ କଷଟି ଗ୍ରାମର ଗୋ ରକ୍ଷକ ସନ୍ତୋଷ ପରିଡାଙ୍କ ମୃତ୍ୟୁ ପରେ ଉତ୍ତେଜନା ଆଶଙ୍କା କରି ଜିଲାର ୫ଟି
ଜିଲ୍ଲାରେ ଶିଶୁ ଶ୍ରମିକ ନିୟୋଜନ ନିଷେଧ ସଚେତନତା ରଥର ଶୁଭାରମ୍ଭ : ଶିଶୁ ଶ୍ରମ ମୁକ୍ତ ଓଡିଶା ଆମ ସମସ୍ତଙ୍କ ଲକ୍ଷ୍ୟ ହେଉ
ସୁବର୍ଣ୍ଣପୁର :ତା ୧୨/0୬/୨୫ (ଭାସ୍କରଦାଶ)- ଶିଶୁ ଶ୍ରମ ମୁକ୍ତ ଓଡିଶା ଆମ ସମସ୍ତଙ୍କ ଲକ୍ଷ୍ୟ ହେଉ, ଏହି ପରିପ୍ରେକ୍ଷୀରେ ଜିଲ୍ଲାରେ ଶିଶୁ ଶ୍ରମିକ ନିୟୋଜନକୁ ନିଷେଧ କରିବା ଉଦେଶ୍ୟ ରେ ଆଜି ଜିଲ୍ଳାପାଳ ସୁବର୍ଣ୍ଣପୁରଙ୍କ
ଯୁବକଙ୍କୁ ପିଟିପିଟି ହତ୍ୟା: ହୋଟେଲ୍ ମାଲିକ ଗିରଫ, ଉତ୍ତ୍ୟକ୍ତ ଲୋକଙ୍କ ରାସ୍ତାରୋକ, ହୋଟେଲ୍ ପୋଡ଼ି
ବାଙ୍କୀ:୧୩/୦୬( ତୋଫାନ ଦାସ ): କଟକ ଜିଲ୍ଲା ବାଙ୍କୀ ଥାନା ଅନ୍ତର୍ଗତ ଭଗିପୁରରେ ଜଣେ ଯୁବକଙ୍କୁ ପିଟିପିଟି ନିର୍ମମ ଭାବେ ହତ୍ୟା କରାଯାଇଛି। ଏହି ଘଟଣାରେ ସଂପୃକ୍ତ ଥିବା ଅଭିଯୋଗରେ ପୁଲିସ ଜଣେ ହୋଟେଲ୍ ମାଲିକକୁ ଗିରଫ
ମାଡିଚାଲିଛି ଡାଇରିଆ, ମୃତ୍ୟୁସଂଖ୍ୟା ୧୧: ଭଣ୍ଡାରିପୋଖରୀକୁ ବ୍ୟାପିଲା, ଗାଁରେ ମେଡିକାଲ ଟିମ୍
ଯାଜପୁର:୧୩/୦୬(ସୁଜାତା ଗୋସ୍ୱାମୀ ): ଯାଜପୁର ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ବ୍ୟାପୁଥିବା ଡାଇରିଆ ନିୟନ୍ତ୍ରଣକୁ ଆସୁନି। ଆକ୍ରାନ୍ତଙ୍କ ସଂଖ୍ୟା ଓ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଉଛି। ଗୁରୁବାର ସୁଦ୍ଧା ଆକ୍ରାନ୍ତଙ୍କ ସଂଖ୍ୟା ୬୨୨ ଥିବାବେଳେ ଡାଇରିଆଜନିତ
ଏୟାର ଇଣ୍ଡିଆର ବିମାନ ଦୁର୍ଘଟଣାଗ୍ରସ୍ତ
ଅହମ୍ମଦାବାଦ: ଏୟାର ଇଣ୍ଡିଆର ଏଆଇ-୧୭୧ ଯାତ୍ରୀବାହୀ ବିମାନ ଅହମ୍ମଦାବାଦରୁ ଲଣ୍ଡନ ଯାଉଥିବା ବେଳେ ମେଘାନୀନଗରରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଦେଖୁଦେଖୁ ବିମାନଟି ସମ୍ପୂର୍ଣ୍ଣ ଭାବେ ଜଳିଯାଇଥିଲା। ଏହି ଭୟାବହ ଦୁର୍ଘଟଣାରେ ବର୍ତ୍ତମାନ ମୃତାହତଙ୍କ ସଂଖ୍ୟା ଜଣାପଡ଼ି