ଆଧ୍ୟାତ୍ମିକ ଗୁରୁ ଶ୍ରୀ ଶ୍ରୀ ରବିଶଙ୍କରଙ୍କୁ ବିଶ୍ୱ ନାଗରିକତା ରାଜଦୂତ ସମ୍ମାନ

ଆଧ୍ୟାତ୍ମିକ ଗୁରୁ ଶ୍ରୀ ଶ୍ରୀ ରବିଶଙ୍କରଙ୍କୁ ବିଶ୍ୱ ନାଗରିକତା ରାଜଦୂତ ସମ୍ମାନ

ଭାରତର ଲୋକପ୍ରିୟ ଆଧ୍ୟାତ୍ମିକ ଗୁରୁ ଶ୍ରୀ ଶ୍ରୀ ରବିଶଙ୍କରଙ୍କୁ ଆଜି ଆମେରିକାର ନର୍ଥଇଷ୍ଟର୍ଣ୍ଣ ୟୁନିଭରସିଟି ବିଶ୍ୱବିଦ୍ୟାଳୟ ସମ୍ମାନିତ କରିଛି । ସମାଜ ପ୍ରତି ଗୁରୁତ୍ୱପୂର୍ଣ୍ଣ ଯୋଗଦାନ ଦେଇଥିବା ନେଇ ତାଙ୍କ ବିଶ୍ୱ ନାଗରିକତା ରାଜଦୂତ ସମ୍ମାନରେ ସମ୍ମାନିତ କରାଯାଇଛି । ଏହି ୟୁନିଭରସିଟି ବିଶ୍ୱରେ ଶାନ୍ତି ପ୍ରତିଷ୍ଠା ସହ ମାନବିକକତା ମୂଲ୍ୟବୋଧ କିପରି ବଜାୟ ରହିବ ସେ ନେଇ କାର୍ଯ୍ୟ କରୁଛି । ରବିଶଙ୍କର ଏହି ସମ୍ମାନର ହକଦାର ଅଟନ୍ତି । ସେ ଶାନ୍ତି ପ୍ରତିଷ୍ଠା ପାଇଁ ଆପ୍ରାଣ ଉଦ୍ୟମ ଜାରି ରଖିଛନ୍ତି ବୋଲି ୟୁନିଭରସିଟି ପକ୍ଷରୁ କୁହାଯାଇଛି ।

Leave a Reply

Your email address will not be published. Required fields are marked *