ସମ୍ବଲପୁର ହୁମା ବକ୍ର ମନ୍ଦିରରେ ହେବନି ଶିବରାତ୍ରି ମେଳା

ସମ୍ବଲପୁର ହୁମା ବକ୍ର ମନ୍ଦିରରେ ହେବନି ଶିବରାତ୍ରି ମେଳା

କରୋନା ଯୋଗୁଁ ଏବର୍ଷ ସମ୍ୱଲପୁର ଜିଲ୍ଲାର ହୁମା ବକ୍ର ମନ୍ଦିରରେ ଶିବରାତ୍ରି ମେଳା ହେବ ନାହିଁ । ପ୍ରଶାସନ ଓ ଯାତ୍ରା କମିଟି ବୈଠକରେ ଏହି ନିଷ୍ପତ୍ତି ହୋଇଛି । ପୂର୍ବଭଳି ମନ୍ଦିରରେ ରୀତିନୀତି ଅନୁସାରେ କେବଳ ବାବା ବିମଳେଶ୍ୱରଙ୍କ ପୂଜାର୍ଚ୍ଚନା କରାଯିବ । ମନ୍ଦିରକୁ ପ୍ରବେଶ ଓ ଦର୍ଶନ ପାଇଁ ଭକ୍ତଙ୍କୁ ବାରଣ କରାଯାଇଛି । କରୋନା କାୟା ଓ ଭିଡ଼କୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ହୋଇଛି ।

Leave a Reply

Your email address will not be published. Required fields are marked *