ଅଗ୍ନିକାଣ୍ଡରେ ଜଳିଗଲା ୧୦ ଵଖରା ଘର

ଅଗ୍ନିକାଣ୍ଡରେ ଜଳିଗଲା ୧୦ ଵଖରା ଘର

ଅଗ୍ନିକାଣ୍ଡରେ ଜଳିଗଲା ୧୦ ଵଖରା ଘର । ଭଦ୍ରକ ଜିଲ୍ଲା ଭଣ୍ଡାରିପୋଖରୀ ବ୍ଲକ ଅନ୍ତର୍ଗତ ଦକ୍ଷିଣବାଡ ପଞ୍ଚାୟତ କହରାପୋଖରୀରେ ଅଗ୍ନିକାଣ୍ଡ ଘଟି ୧୦ ବଖରା ଘର ଜଳି ଯାଇଛି।

ତେବେ ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ଅଛି। ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛି । ଅଗ୍ନିକାଣ୍ଡର କ୍ଷୟକ୍ଷତି ଆକଳନ ହୋଇନାହିଁ।

Leave a Reply

Your email address will not be published. Required fields are marked *