ପୁଣି ଭିଜିଲାନ୍ସ ଜାଲରେ ସରକାରୀ ବାବୁ, ଆୟବର୍ହିଭୂତ ସମ୍ପତି ଠୁଳ ଅଭିଯୋଗରେ ଫରେଷ୍ଟ ରେଞ୍ଜରଙ୍କ ଘରେ ଭିଜିଲାନ୍ସ ରେଡ୍‌

ପୁଣି ଭିଜିଲାନ୍ସ ଜାଲରେ ସରକାରୀ ବାବୁ, ଆୟବର୍ହିଭୂତ ସମ୍ପତି ଠୁଳ ଅଭିଯୋଗରେ ଫରେଷ୍ଟ ରେଞ୍ଜରଙ୍କ ଘରେ ଭିଜିଲାନ୍ସ ରେଡ୍‌

ଭିଜିଲାନ୍ସ ଜାଲରେ ଗୋଟିଏ ପରେ ଗୋଟିଏ ସରକାରୀ ବାବୁ ଛନ୍ଦି ହୋଇ ପଡୁଥିବା ବେଳେ ଏବେ ପୁଣି ଆଉ ଏକ ସରକାରୀ ବାବୁ ପଡିଛନ୍ତି ଭିଜିଲାନ୍ସ ଜାଲରେ । ନୂଆପଡ଼ା ଜିଲ୍ଲା ଖରିଆର ରେଞ୍ଜର ସଦାନନ୍ଦ ସୁନାନିଙ୍କ ଘରେ ଆୟ ବହିର୍ଭୂତ ସମ୍ପତି ଠୁଳ ଅଭିଯୋଗରେ ଆଜି ଭିଜିଲାନ୍ସର ଏକ ସ୍ୱତନ୍ତ୍ର ଟିମ୍ ରେଡ୍ କରିଛି । ଏକକାଳୀନ ଭାବରେ ୬ଟି ସ୍ଥାନରେ ଭିଜିଲାନ୍ସ ଦ୍ୱାରା ଚଢାଉ କରାଯାଉଛି । ଅନ୍ୟପଟେ ସଦାନନ୍ଦଙ୍କ ସରକାରୀ ଜ୍ୱାଇଁ ବି ଆସିଛନ୍ତି ଭିଜିଲାନ୍ସ ସ୍କାନରକୁ । ଜ୍ୱାଇଁ ଆସିଷ୍ଟାଣ୍ଟ ଇଞ୍ଜିନିୟରଙ୍କ ଘରେ ବି ଭିଜିଲାନ୍ସର ଚଢାଇ ଜାରି ରହିଛି ।

Leave a Reply

Your email address will not be published. Required fields are marked *