ଦୁଇ ଶ୍ରମିକ ଶୋଇଥିବା ଅବସ୍ଥାରେ ଦଳି ଦେଲା ଦନ୍ତା ହାତୀ । ଘଟଣାସ୍ଥଳରେ ସେମାନଙ୍କ ମୃତ ହୋଇଥିବା ସୁଚନା ମିଳିଛି । ଏଭଳି ଘଟଣା ଘଟିଛି ସଦର ଫରେଷ୍ଟ ରେଞ୍ଜ କୁଡେରନିଶା ଗାଁରେ । ମୃତକମାନଙ୍କ ଘର ବରଗଡ ଅଂଚଳରେ ବୋଲି ଜଣାପଡିଛି । ମୃତକମାନଙ୍କ ଘର ବରଗଡ ଅଂଚଳରେ ବୋଲି ଜଣାପଡିଛି । ଏହି ଘଟଣାକୁ ନେଇ ପୋଲିସ ଓ ବନ କର୍ମଚାରୀ ଘଟଣା ସ୍ଥଳରେ ପହଞ୍ଚି ଚଦନ୍ତ ଚଳାଇଛନ୍ତି ।
