ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ: ଆଜି କରୋନା ମୁକାବିଲା ନେଇ ହୋଇପାରେ ନିଷ୍ପତ୍ତି

ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ: ଆଜି କରୋନା ମୁକାବିଲା ନେଇ ହୋଇପାରେ ନିଷ୍ପତ୍ତି

ଆଜି ସଂଧ୍ୟା ସାଢେ଼ ୫ଟାରେ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଭିଡିଓ କନଫେରେନ୍ସିଂ ଜରିଆରେ କ୍ୟାବିନେଟ ବୈଠକ ଅନୁଷ୍ଠିତ ହେବ ।

ବିଶେଷକରି କରୋନା ମୁକାବିଲା ରାଜ୍ୟ ସରକାର ଏହାର ମୁକାବିଲା ନିମନ୍ତେ ଟିକାକରଣ ଉପରେ ଗୁରୁତ୍ୱାରୋପ କରିଛନ୍ତି । ଇତିମଧ୍ୟରେ କରୋନା ଟିକା ପାଇଁ ଗ୍ଲୋବାଲ ଟେଣ୍ଡର ଆହ୍ୱାନ କରାଯାଇଛି । ସେଥିଲାଗି କୌଣସି ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ଉପରେ ଆଲୋଚନା ହୋଇପାରେ ବୋଲି ଆଶା କରାଯାଉଛି ।

Leave a Reply

Your email address will not be published. Required fields are marked *