ରାଜ୍ୟର ସମସ୍ତ ଜିଲ୍ଲାରେ ଲକଡାଉନରେ ଆଂଶିକ କୋହଳ, ପୂର୍ବ ଭଳି ସମସ୍ତ ଜିଲ୍ଲାରେ ସପ୍ତାହାନ୍ତ ସଟ୍‌ଡାଉନ୍ ଜାରି ରହିବ।

ରାଜ୍ୟର ସମସ୍ତ ଜିଲ୍ଲାରେ ଲକଡାଉନରେ ଆଂଶିକ କୋହଳ, ପୂର୍ବ ଭଳି ସମସ୍ତ ଜିଲ୍ଲାରେ ସପ୍ତାହାନ୍ତ ସଟ୍‌ଡାଉନ୍ ଜାରି ରହିବ।

ରାଜ୍ୟର ସମସ୍ତ ଜିଲ୍ଲାରେ ୧୭ ଜୁନ୍ ସକାଳ ୫ଟାରୁ ୧ଜୁଲାଇ ସକାଳ ୫ଟା ପର୍ଯ୍ୟନ୍ତ ଆଂଶିକ ଲକଡାଉନ୍ ଜାରି ରହିବ। ଲକଡାଉନ୍ ସମୟରେ କମ୍ ସଂକ୍ରମଣ ହାର ଥିବା ୧୭ଟି ଜିଲ୍ଲାରେ ସକାଳ ୬ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଏବଂ ୧୩ଟି ଜିଲ୍ଲାରେ ସକାଳ ୬ଟାରୁ ମଧ୍ୟାହ୍ନ ୧ଟା ପର୍ଯ୍ୟନ୍ତ ଅତ୍ୟାବଶ୍ୟକ ସାମଗ୍ରୀ ପାଇଁ ଦୋକାନ ଖୋଲା ରହିବ।

ସକାଳ ୬ଟାରୁ ସନ୍ଧ୍ୟା ୫ଟା: ସୁନ୍ଦରଗଡ଼, ଝାରସୁଗୁଡା, ବରଗଡ, ସମ୍ବଲପୁର, ଦେବଗଡ, କଳାହାଣ୍ଡି, ବଲାଙ୍ଗୀର, ନୂଆପଡା, ସୁବର୍ଣ୍ଣପୁର, ଗଞ୍ଜାମ, ଗଜପତି, କନ୍ଧମାଳ, ବଉଦ, କୋରାପୁଟ, ନବରଙ୍ଗପୁର, ମାଲକାନଗିରି ଏବଂ ରାୟଗଡା ଜିଲ୍ଲା।

ସକାଳ ୬ଟାରୁ ମଧ୍ୟାହ୍ନ ୧ଟା ପର୍ଯ୍ୟନ୍ତ: ଖୋର୍ଦ୍ଧା, ପୁରୀ, ନୟାଗଡ, କଟକ, କେନ୍ଦ୍ରାପଡା, ଜଗତସିଂହପୁର, ଯାଜପୁର, ଅନୁଗୁଳ, ଢେଙ୍କାନାଳ, ବାଲେଶ୍ବର, ଭଦ୍ରକ, ମୟୁରଭଞ୍ଜ ଏବଂ କେନ୍ଦୁଝର

ସମସ୍ତ ଜିଲ୍ଲାରେ ସପ୍ତାହାନ୍ତ ସଟ୍‌ଡାଉନ୍ ଜାରି ରହିବ। ପୂର୍ବ ଭଳି ନାଇଟ୍ କର୍ଫ୍ଯୁ ବଳବତ୍ତର ରହିବ

Leave a Reply

Your email address will not be published. Required fields are marked *