ଜଣେ ୫ ବର୍ଷର ନିଷ୍ପାପ ଓ ନିରୀହ ଶିଶୁ କନ୍ୟାକୁ ଚକୋଲେଟର ଲୋଭ ଦେଖାଇ ଦୁଷ୍କର୍ମ, ଜଣେ ଗିରଫ-

ଜଣେ ୫ ବର୍ଷର ନିଷ୍ପାପ ଓ ନିରୀହ ଶିଶୁ କନ୍ୟାକୁ ଚକୋଲେଟର ଲୋଭ ଦେଖାଇ ଦୁଷ୍କର୍ମ, ଜଣେ ଗିରଫ-

ଯାଜପୁର ଜିଲ୍ଲା ବିହାରୀ ପଞ୍ଚାୟତ ଅଞ୍ଚଳରୁ ଲଜ୍ଜାଜନକ ଘଟଣା ସାମନାକୁ ଆସିଛି । ଯାହା ସୂଚନା ମିଳିଛି ଚକୋଲେଟ୍ ଲୋଭ ଦେଖାଇ ଜଣେ ୫ ବର୍ଷର ନିଷ୍ପାପ ଓ ନିରୀହ ଶିଶୁ କନ୍ୟାକୁ ଦୁଷ୍କର୍ମ ଅଭିଯୋଗ ହୋଇଛି ।

ଅଭିଯୋଗ ହୋଇଛି, ଝିଅଟି ଘର ବାରଣ୍ଡାରେ ଠିଆ ହୋଇଥିବା ବେଳେ ପ୍ରଫୁଲ୍ଲ ତାକୁ ଚକୋଲେଟ ଲୋଭ ଦେଖାଇ ଦୁଷ୍କର୍ମ କରିଥିଲା । ପୀଡ଼ିତା ଚିତ୍କାର କରିବାରୁ ଘଟଣାସ୍ଥଳରୁ ଫେରାର ହୋଇଥିଲା ଅଭିଯୁକ୍ତ । ଗୁରୁତର ଅବସ୍ଥାରେ ଶିଶୁକୁ ଉଦ୍ଧାର ଯାଜପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା ।ଏହି ଘଟଣାରେ ଅଭିଯୁକ୍ତ ପ୍ରଫୁଲ୍ଲ ପଣ୍ଡାକୁ ଗିରଫ କରିଛି ଯାଜପୁର ଥାନା ପୋଲିସ । ଡାକ୍ତରୀ ପରୀକ୍ଷା ପରେ ତାକୁ କୋର୍ଟ ଚାଲାଣ କରାଯାଇଛି ।

Leave a Reply

Your email address will not be published. Required fields are marked *