ବଜ୍ରାଘାତରେ ଚାଲିଗଲା ତିନି ମହିଳାଙ୍କ ଜୀବନ-

ବଜ୍ରାଘାତରେ ଚାଲିଗଲା ତିନି ମହିଳାଙ୍କ ଜୀବନ-

ବଜ୍ରାଘାତରେ ଚାଲିଗଲା ତିନି ମହିଳାଙ୍କ ଜୀବନ । ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ଓ ବସ୍ତା ବ୍ଲକରେ ବଜ୍ରାଘାତରେ ୩ ଜଣ ମହିଳାଙ୍କ ମୃତ୍ୟୁ ହୋଇଥିବା ବେଳେ ୬ ଜଣ ଗୁରୁତର ହୋଇଛନ୍ତି । 

ସୂଚନା ଅନୁସାରେ, ବିଲରୁ କାମ ସାରି ଫେରୁଥିବା ବେଳେ ହଠାତ ବଜ୍ରାଘାତ ହୋଇଥିଲା । ତେବେ ଘଟଣାସ୍ଥଳରେ ହିଁ ସମସ୍ତଙ୍କର ମୃତ୍ୟୁ ହୋଇଛି । ସେପଟେ ୬ ଝଣ ଗୁରୁତରଙ୍କୁ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।  

Leave a Reply

Your email address will not be published. Required fields are marked *