
ଭବାନୀପାଟଣାରେ ମୁଖ୍ୟମନ୍ତ୍ରୀ । ବିଜୁ ସ୍ୱାସ୍ଥ୍ୟ କାର୍ଡ ବଣ୍ଟନ ପାଇଁ ଆଜି କଳାହାଣ୍ଡି ଗସ୍ତରେ ଅଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।
ଭବାନୀପାଟଣା ଓୟୁଏଟି ପଡିଆରେ ସ୍ମାର୍ଟ ହେଲଥ୍ କାର୍ଡ ବଣ୍ଟନ କରିବାର କାର୍ଯ୍ୟକ୍ରମ ରହିଛି । ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ନେଇ କଳାହାଣ୍ଡିରେ ବ୍ୟାପକ ବ୍ୟବସ୍ଥା କରାଯାଇଛି ।
କୋଭିଡ୍ କଟକଣା ମଧ୍ୟରେ ୩ ଶହ ଲୋକଙ୍କୁ ନେଇ ଏହି କାର୍ଯ୍ୟକ୍ରମ ଆୟୋଜିତ କରାଯାଇଛି ।