
ଆଜି ରାଜ୍ୟର ବନ୍ୟାଞ୍ଚଳ ପରିଦର୍ଶନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜି ଅପରାହ୍ନ ସାଢ଼େ ୩ଟାରେ ଆକାଶମାର୍ଗରୁ ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାର ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିବେ ମୁଖ୍ୟମନ୍ତ୍ରୀ । ତାଙ୍କ ସହ ଫାଇଭ୍ ଟି ସଚିବ ଭି. କେ. ପାଣ୍ଡିଆନ୍ ମଧ୍ୟ ବନ୍ୟାଞ୍ଚଳ ପରିଦର୍ଶନ କରିବେ ।