ନୂଆଁଖାଇରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି,  ମିଳିବ କାଳିଆ ଟଙ୍କା

ନୂଆଁଖାଇରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, ମିଳିବ କାଳିଆ ଟଙ୍କା

ଚାଷୀଙ୍କ ପାଇଁ ଖୁସିର ଖବର । ନୂଆଁଖାଇରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, ମିଳିବ କାଳିଆ ଟଙ୍କା। କାଳିଆ ଯୋଜନାରେ ଉପକୃତ ହେବେ ୪୧ ଲକ୍ଷ ଚାଷୀ । ଖବର ଅନୁଯାୟୀ, ରାଜ୍ୟରେ ଚାଷୀଙ୍କ ସହାୟତା ପାଇଁ ୨୦୧୯ରେ ରାଜ୍ୟ ସରକାର କାଳିଆ ଯୋଜନା ଆରମ୍ଭ କରିଥିଲେ । ରାଜ୍ୟ ସରକାର ବର୍ଷକୁ କିସ୍ତି ଆକାରରେ ଚାଷୀଙ୍କ ଆକାଉଣ୍ଟକୁ ଏହି ସହାୟତା ରାଶି ପଠାଇଥାନ୍ତି ।

Leave a Reply

Your email address will not be published. Required fields are marked *