ଗଞ୍ଜାମ ଜିଲ୍ଲାରେ 1509କୋଟି 91ଲକ୍ଷ ଟଙ୍କାର ଯୋଜନା ଅନୁମୋଦନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଗଞ୍ଜାମ ଜିଲ୍ଲାରେ 1509କୋଟି 91ଲକ୍ଷ ଟଙ୍କାର ଯୋଜନା ଅନୁମୋଦନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ରାଜ୍ୟର ଗ୍ରାମଞ୍ଚଳରେ ବସବାସ କରୁଥିବା ଜନସାଧାରଣଙ୍କୁ ବିଶୁଦ୍ଧ ପିଇବା ପାଣି ଯୋଗାଇଦେବାକୁ ବିଜୁ ଜନତା ଦଳର ସଭାପତି ତଥା ଓଡିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରତିବଦ୍ଧ ଗଞ୍ଜାମ 1ଟୀ ବୃହର୍ତ୍ତ ଗ୍ରାମ୍ୟ ପାନୀୟ ଜଳଯୋଗାଣ ନିମନ୍ତେ 1509କୋଟି 91ଲକ୍ଷ ଟଙ୍କାର ଏକ ପ୍ରକଳ୍ପକୁ କାର୍ଯ୍ୟକାରୀ କରାଯିବ ପାଇଁ ଅନୁମୋଦନ ଦେଇଛନ୍ତି । ଏହାସହ ସମସ୍ତ ପ୍ରକଳ୍ପ ଗୁଡିକ 24ମାସ ମଧ୍ୟରେ କାର୍ଯ୍ୟକାରୀ କରିବା ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ନିର୍ଦେଶ ଦେଇଛନ୍ତି।ସହର ବାସୀ କିପରି ଶୁଦ୍ଧ ପାନୀୟ ଜଳର ବ୍ୟବହାର କରିବେ ସେଥିଲାଗି ମୁଖ୍ୟମନ୍ତ୍ରୀ ଏହି ଯୋଜନାକୁ ଅନୁମୋଦନ କରିଛନ୍ତି।

Leave a Reply

Your email address will not be published. Required fields are marked *