
ସକାଳ ୬ଟା ୨୫ରେ ସିଙ୍ଗାପୁରକୁ ଓ ଅପରାହ୍ନ ୪ଟା ୫୦ରେ ବ୍ୟାଙ୍କକକୁ ଉଡ଼ିବ ବିମାନ । ଉଭୟ ରୁଟରେ ଇଣ୍ଡିଗୋ ଏୟାର ଲାଇନ୍ସ ପକ୍ଷରୁ ବିମାନ ସେବା ଯୋଗାଇ ଦିଆଯିବ । ଏନେଇ ଭୁବନେଶ୍ବର ବିମାନବନ୍ଦର ନିର୍ଦ୍ଦେଶକ ପ୍ରସନ୍ନ ପ୍ରଧାନ ସୂଚନା ଦେଇଛନ୍ତି । ପ୍ରଥମ ଉଡ଼ାଣରେ ଅନେକ ଅତିଥି ଥିବାବେଳେ ସାମିଲ ହୋଇଛନ୍ତି ଭୁବନେଶ୍ୱର, କଟକ ଓ ବ୍ରହ୍ମପୁର ମେୟର ।
ପ୍ରଥମ ପର୍ଯ୍ୟାୟରେ ସପ୍ତାହରେ ଦୁଇଦିନ ଏହି ସେବା ଉପଲବ୍ଧ ହେବ ।