
ସକାଳ ୧୦ଟା ସମୟରେ ୫-ଟି ସଚିବ ସତିଭଟା ଏୟାରଷ୍ଟ୍ରିପରେ ପହଞ୍ଚିବା ପରେ ସଟିଭଟାରୁ ପଦ୍ମପୁର ପାଇକମାଲ ରାସ୍ତା ଦେଇ ନୃସିଂହନାଥ ମନ୍ଦିର ଗସ୍ତ କରିଥିଲେ ।
Adv -ଖୁବ ଶୀଘ୍ର ଆସୁଅଛି କେବଳ କୁସୁମ ଟିଭିରେ।।

ହି ଗସ୍ତ ଅବସରରେ ମୁଖ୍ୟ ଶାସନ ସଚିବଙ୍କ ସହ ୫-ଟି ସଚିବ, ଜଳ ସମ୍ପଦ ସଚିବ ଅନୁ ଗର୍ଗ, ସ୍ୱତନ୍ତ୍ର ସଚିବ ଭିନିଲ କ୍ରିଷ୍ଣା, ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷ ଅସିତ ତ୍ରିପାଠୀ ବରଗଡରୁ ପଦ୍ମପୁର ଯାଇ ଉନ୍ନତିମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି । ଗସ୍ତକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି ।
ଏହାପରେ ବଲାଙ୍ଗିର ଜିଲ୍ଲାରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟକ୍ରମ ରହିଥିବାର ସୂଚନା ରହିଛି । ବଲାଙ୍ଗିରରେ ହରିଶଙ୍କର ମନ୍ଦିର ଯିବାର ମଧ୍ୟ କାର୍ଯ୍ୟକ୍ରମ ରହିଛି ।